Browsing Category

ଅପରାଧ

ତାତିଲେ ଗ୍ରାମବାସୀ, ପୁଲିସ ଗାଡିକୁ ଅଟକାଇଲେ

ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜୟପୁରଶାସନ ଗ୍ରାମର ମେଳଣ ପଡ଼ିଆ ଠାରେ ଶନିବାର ରାତିରେ ପୁଲିସ ଭ୍ୟାନ୍‌‌କୁ କେତେକ ମହିଳା ଓ ପୁରୁଷ ମାନେ ଏକ ଘଣ୍ଟାରୁ ଅଧିକ ସମୟ କାଳ ଅଟକାଇ ରଖିଥିଲେ। ପିପିଲି ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟ ସେଠାରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା…

ଟେଲିଫୋନ ଟାଓ୍ବାରରୁ ବ୍ୟାଟେରୀ ଚୋରୀ : ୪ ଗିରଫ, ୨୪ଟି ବ୍ୟାଟେରୀ ସହ ପିକ୍ଅପ୍ ଭ୍ୟାନ ଜବତ

ହିଞ୍ଜିଳିକାଟୁ, ତା ୨୯/୭ (): ହିଞ୍ଜିଳି ଥାନା ରାମଚନ୍ଦ୍ରପୁର ଗ୍ରାମ ନିକଟସ୍ଥ ଏକ ଟେଲିଫୋନ ଟାଓ୍ବାରରୁ ୨୪ ତାରିଖ ବିଳମ୍ବିତ ରାତିରେ ବ୍ୟାଟେରୀ ଲୁଟ୍ ହୋଇଥିଲା । ଘଟଣା ନେଇ ଫିଲ୍ଡ ଟେକନିସିଆନ ବିଶ୍ବନାଥ ସ୍ବାଇଁ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ ।‌ ଘଟଣାର ତଦନ୍ତ କରି ପୁଲିସ…

ଠିକାଦାର ସୁପରଭାଇଜରଙ୍କୁ ଗୁଳିମାଡ଼, ମାର୍ଶାଘାଇ ପୋଲିସର ଛାନଭିନ୍ ଆରମ୍ଭ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ପୁଣି ଫୁଟିଲା ଗୁଳି । ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଛନ୍ତି ଜଣେ ଯୁବକ । ମାର୍ଶାଘାଇ ଥାନା ମଙ୍ଗଳା ଛକରେ ଆଜି ଏହି ଗୁଳିମାଡ଼ ହୋଇଛି । ଗୁଳିମାଡ଼ର ଶିକାର ଯୁବକଙ୍କ ନାଁ ଶକ୍ତି ଚନ୍ଦନ ମହାନ୍ତି । ସଂପୃକ୍ତ ଯୁବକଙ୍କ ପେଟରେ ଗୁଳି ବାଜିଛି । ସେ…

ମାଛ ଧରୁଥିବା ବେଳେ ନଦୀରେ ଭାସିଗଲେ ୨ ସାଙ୍ଗ

ଭଦ୍ରକ: ଭଦ୍ରକ ଦୋଳସାହିରେ ଅଘଟଣ । ମାଛ ଧରୁଥିବା ବେଳେ ନଦୀରେ ଭାସି ଯାଇଛନ୍ତି ୨ ସାଙ୍ଗ । ଜଣଙ୍କର ମୃତଦେହ ମିଳିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ୨ ସାଙ୍ଗ ତିହିଡି ଥାନା ଦୋଳସାହି ଗାଜିପୁରର କୁଣ୍ଡୀ ନଈକୁ…

ଶିମିଳିପାଳ ଅଭୟାରଣ୍ୟରୁ ୯ ବନ୍ଧୁକ ଜବତ

କରଞ୍ଜିଆ: ରକ୍ତ ରଞ୍ଜିତ ଶିମିଳିପାଳ ଅଭୟାରଣ୍ୟ ହେବ ଶିକାରୀ ମୁକ୍ତ। ସେଥିପାଇଁ ଚାଲିଛି ସର୍ଚ୍ଚ ଅପରେଶନ। ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ଗାଁରେ ପୁଲିସ୍‌ ଚଢ଼ଉ କରି ଶିକାର ଉଦ୍ଦେଶ୍ୟରେ ବ୍ୟବହାର ହେଉଥିବା ୯ ବନ୍ଧୁକ ଜବତ କରିଛି। ଏନେଇ ସୂଚନା ଦେଇଛନ୍ତି ମୟୂରଭଞ୍ଜ ଏସ୍‌ପି…

ତନ୍ତ୍ର ପାଇଁ ବାବା ସାଜିଲେ ହତ୍ୟାକାରୀ, ନେଲେ ବାବାଙ୍କ ଜୀବନ!

ଭୁବନେଶ୍ୱର : ତନ୍ତ୍ର ସାଧନା ପାଇଁ ଜଣେ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ଜଣେ ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ପୁରୀ ବାସେଲିସାହି ଲୋକନାଥ…

ସମ୍ପତ୍ତି ପାଇଁ ଭାଇକୁ ଶାବଳରେ ପିଟି ହତ୍ୟା କଲା ଭାଇ

ବ୍ରହ୍ମପୁର : ସମ୍ପତ୍ତି ପାଇଁ ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଭାଇକୁ ଶାବଳରେ ପିଟି ଜଣେ ଯୁବକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଞ୍ଚାୟକ ବାସୁଦେବପୁର ଗାଁରେ। ମୃତ ଯୁବକ ଜଣକ ହେଲେ କଂସ ପ୍ରଧାନଙ୍କ ପୁଅ କୁଲୁ ପ୍ରଧାନ(୨୫)। …

ଯୁବତୀଙ୍କ ସହ ଅଡିଓ ଭାଇରାଲ ପରେ ନିଲମ୍ବିତ ହେଲେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ

ଯାଜପୁର : ନିଲମ୍ବିତ ହେଲେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ ରମାକାନ୍ତ ମଲିକ। ଯୁବତୀଙ୍କୁ ବ୍ଲାକମେଲ କରି ଅଡ଼ୁଆରେ ପଡ଼ିଥିଲେ ଅଧିକାରୀ। ଯୁବତୀଙ୍କ ସହ ତାଙ୍କର ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ ପରେ ଚର୍ଚ୍ଚାକୁ ଆସିଥିଲେ ରମାକାନ୍ତ। କଟକ ସେଣ୍ଟ୍ରାଲ ରେଞ୍ଜ ଅଗ୍ନିଶମ ବିଭାଗ…

ପ୍ରଶ୍ନପତ୍ର ଲିକ ମାମଲା; ୫୫ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ଓଏସଏସସି

ଭୁବନେଶ୍ୱର: OSSC ଜେଇ ସିଭିଲ ମେନ୍ ପରକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାରେ ୫୫ ଜଣ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ପ୍ରଶ୍ନପତ୍ର ଲିକ୍ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ୫୫ ଜଣ ପରୀକ୍ଷାର୍ଥୀଙ୍କୁ ଶନିବାର କାରଣ ଦର୍ଶାଅ ନୋଟିସ୍ ଜାରି କରିଛି OSSC । ବାଲେଶ୍ୱର…

ବ୍ୟାଙ୍କ ଋଣ ଦେବା ନାଁରେ ବଡ ଧରଣର ଠକେଇ ମାମଲା: ପୂର୍ବତନ ମ୍ୟାନେଜରଙ୍କୁ ଗିରଫ କଲା EOW

ଭୁବନେଶ୍ବର: ବ୍ୟାଙ୍କ ଲୋନ୍ ଦେବା ନାଁରେ ବଡ଼ ଧରଣର ଠକେଇ ମାମଲା । ବନ୍ଧା ହେଲେ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ଵୟମ୍ ପ୍ରକାଶ ପରିଡା । ସ୍ୱୟମଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି । ତାଙ୍କ ନାଁରେ ୧ କୋଟି ୯ ଲକ୍ଷ ଟଙ୍କାର…