Browsing Category

ଅପରାଧ

ଗୁରୁକୃପା ଆଶ୍ରମରେବାବାଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା

ପୁରୀ: ଆଶ୍ରମରେ ଗଡ଼ିଲା ମୁଣ୍ଡ । ବାବାଙ୍କୁ ହତ୍ୟା କଲେ ବାବା । ପୁରୀ ବାସେଳିସାହି ଥାନା ଗୁରୁକୃପା ଆଶ୍ରମରେ ହତ୍ୟାକାଣ୍ଡ ଘଟିଛି । ଜଣେ ବାବା ଆଉ ଜଣେ ବାବାଙ୍କୁ କାଠ ଫାଳିଆରେ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରିଥିବା ବେଳେ ଆଉ ଜଣେ ବାବା ଗୁରୁତର ଆହତ ହୋଇଥିବା ଅଭିଯୋଗ…

ନବଙ୍କୁ ରାସ୍ତାରୁ ହଟାଇବାକୁ ପୂର୍ବରୁ ଦୁଇ ଥର ଉଦ୍ୟମ କରିଥିଲା ଗୋପାଳ

ଝାରସୁଗୁଡା : ନବ ଦାସଙ୍କୁ କାହିଁକି ମାରିଲା ଗୋପାଳ ? ପଲିଗ୍ରାଫ ଟେଷ୍ଟରେ ଗୋପାଳ କହିଛି ଗୋଟି ଗୋଟି ସତ । ପ୍ରତିଶୋଧ ନେବାକୁ ହତ୍ୟା । ପ୍ରିପ୍ଲାନ୍‌ଡ ମର୍ଡର । ମାସେ ପୂର୍ବରୁ ଲୋଡ୍‌ କରିଥିଲା ପିସ୍ତଲ । ନବଙ୍କୁ ରାସ୍ତାରୁ ହଟାଇବାକୁ ପୂର୍ବରୁ ଦୁଇ ଥର ଉଦ୍ୟମ କରିଥିଲା । ତୃତୀୟ ଥରରେ…

ଓଏସଏସସି ପ୍ରଶ୍ନପତ୍ର ଲିକର ଗୁମର ଖୋଲିଲା ମାଷ୍ଟରମାଇଣ୍ଡ: ଯାଞ୍ଚ ବେଳେ ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଭୁବନେଶ୍ୱର:ଓଏସଏସସି ଜେଇ ସିଭିଲ ମେନ ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଛନ୍ତି ମାଷ୍ଟରମାଇଣ୍ଡ ବିଶାଲ କୁମାର ଚୌରାସିଆ  । ସାମ୍ନାକୁ ଆସିଛି ବିଶାଲଙ୍କ କଳାକାରନାମା । ପ୍ରଥମ ଥର ପାଇଁ ଏପରି କାମ କରିନାହାନ୍ତି ବିଶାଲ । ଏହା ପୂର୍ବରୁ ମଧ୍ୟ ଏପରି ପ୍ରଶ୍ନପତ୍ର ଲିକ କରିଛନ୍ତି…

ନିଖୋଜ ନାବାଳକର ମିଳିଲା କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ, ରାଗରେ ପୋଲିସ ଗାଡି ଜାଲିଦେଲେ ଉତ୍ତ୍ୟକ୍ତ ଲୋକ

ଅନୁଗୋଳ: ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ…

ଓଲିଉଡ୍ ହିରୋଇନଙ୍କ ଭିଡିଓ ଭାଇରାଲ, ପୁରୁଷ ବନ୍ଧୁଙ୍କ ନାଁରେ ଥାନାରେ ଏତଲା ଦେଲେ ଅଭିନେତ୍ରୀ

ଭୁବନେଶ୍ଵର: ଓଲିଉଡ଼ରେ ପୁଣି ଉଠିଛି ଅନ୍ତରଙ୍ଗ ଭିଡ଼ିଓ ଭାଇରାଲ୍ ବିବାଦ । ଜଣେ ଜଣାଶୁଣା  ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ନାୟିକା ଜଣକ ଥାନାରେ ଏଫଆଇଆର ଦାଖଲ କରି ପୁରୁଷବନ୍ଧୁ ସେମାନଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା କହିଛନ୍ତି । ସେ…

ମଦ ମାଫିଆଙ୍କ ଦୌରାତ୍ମ୍ୟ, ଅବକାରୀ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଆଠଗଡ଼: ରେଡ୍‌ ବେଳେ ମଦ ମାଫିଆଙ୍କ ଅତର୍କିତ ଆକ୍ରମଣ । ଖଣ୍ଡାରେ ଆକ୍ରମଣ ସହ ଅବକାରୀ ଗାଡ଼ି ଭଙ୍ଗାରୁଜା କରିଛନ୍ତି । ମରଣାନ୍ତକ ଆକ୍ରମଣରେ ଆଠଗଡ଼ ଅବକାରୀ ବିଭାଗର ୪ ଜଣ କର୍ମଚାରୀ ଆହତ ହୋଇଛନ୍ତି । ଆଜି ଅବକାରୀ କର୍ମଚାରୀ କଟକ ଜିଲ୍ଲା ଆଠଗଡ଼ ଖୁଣ୍ଟୁଣୀ ଡାଳୁଆ ଜଙ୍ଗଲରେ ଚଢ଼ାଉ…

ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ ଭାଙ୍ଗି ଲୁଟ୍‌

ପୁରୀ: ଶ୍ରୀମନ୍ଦିରକୁ ନେଇ ବିବାଦ ଶେଷ ହେବାର ନାଁ ଧରୁନି । ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି । ଶ୍ରୀମନ୍ଦିର ପ୍ରଶାସନ-ସେବାୟତଙ୍କ ମଧ୍ୟରେ ବୁଝାମଣା ଅଭାବରୁ ପ୍ରଭୁଙ୍କ ବନକଲାଗି ନୀତି ବନ୍ଦ ରହିଥିବାବେଳେ ଏବେ  ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ  ଲୁଟ ହୋଇଗଲାଣି ଅଭିଯୋଗ । …

ଭିଜିଲାନ୍ସ ଜାଲରେ ନୟାଗଡ ଜିଲ୍ଲା ଗଣିଆ ଅତିରିକ୍ତ ତହସିଲଦାର

ନୟାଗଡ: ଲାଞ୍ଚ ନେବା ପଡିଲା ମହଙ୍ଗା । ଭିଜିଲାନ୍ସ ଜାଲରେ ପଡ଼ିଲେ ସରକାରୀ ବାବୁ । ନୟାଗଡ ଜିଲ୍ଲା ଗଣିଆ ତହସିଲର ଅତିରିକ୍ତ ତହସିଲଦାର ବନମାଳି  ପରିଡା ଭିଜିଲାନ୍ସ ଜାଲରେ ପଡିଛନ୍ତି । ୧୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ସେ ଧରା ପଡିଛନ୍ତି । ଏକ ବାଲି ବୋଝେଇ ହାଇୱା ଟ୍ରକକୁ ଛାଡି…

ନାବାଳକ ପୁଅ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଭଦ୍ରକ: ଭଦ୍ରକରେ ଚାଞ୍ଚଲ୍ୟ। ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ମହଲା ସାହିରେ ନାବାଳକ ପୁଅ ସହ ମିଶି ସ୍ତ୍ରୀ ସ୍ୱାମୀକୁ ଛୁରି ଭୁସି ହତ୍ୟା କରିଛି। ଘଟଣାରେ ଉଭୟ ସ୍ତ୍ରୀ ଓ ପୁଅକୁ ଥାନାରେ ଅଟକ ରଖିଛି ପୁଲିସ। ପାରିବାରିକ କଳହରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି। ସୂଚନା…

ପ୍ରିଣ୍ଟିଂ ପ୍ରେସରୁ ଲିକ ହୋଇଥିଲା ଓଏସଏସସି ପ୍ରଶ୍ନପତ୍ର; ପର୍ଦ୍ଦାଫଶ କଲେ ଏସପି

ଭୁବନେଶ୍ୱର: କେଉଁଠୁ ଲିକ ହେଲା ପ୍ରଶ୍ନପତ୍ର ? କେମିତି ଲିକ ହେଲା ? ସାମ୍ନାକୁ ଆସିଲା ରହସ୍ୟ । ଆଉ କେଉଁଠୁ ନୁହେଁ, ପ୍ରିଣ୍ଟିଂ ପ୍ରେସରୁ ଲିକ ହୋଇଥିଲା ପ୍ରଶ୍ନପତ୍ର । ଏହା କହିଛନ୍ତି ବାଲେଶ୍ୱର ଏସପି ସାଗରିକା ନାଥ । ଓଏସଏସସି ଜେଇ ସିଭିଲ ମେନ ପ୍ରଶ୍ନପତ୍ର ଲିକ ମାମଲାରେ…