Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବନବିଭାଗ ହେପାଜତରୁ ଶିକାରୀ ଫେରାର
ବାରିପଦା: ବାରିପଦା ବନଖଣ୍ଡ ଅନ୍ତର୍ଗତ ବାରିପଦା ରେଞ୍ଜରେ ଜବତ ୪କଲରାପତିରିଆ ବାଘଛାଲ ଘଟଣାରେ ରବିବାର ଗିରଫ ହୋଇଥିବା ୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ରୁପାଏ ମାରାଣ୍ଡି ଚିକିତ୍ସା ଅବସ୍ଥାରେ ଗତକାଲି ରାତିରେ ବାରିପଦା ପିଆରଏମ ଡ଼ାକ୍ତରଖାନାରୁ ଚମ୍ପଟ ମାରିଛି। ରୁପାଏ ଛାତିରେ ଯନ୍ତ୍ରଣା!-->…
ଜୁଆ ଆଡା ରେ ଚଢ଼ାଉ ୧0 ମହିଳା ଓ ୬ ଯୁବକ ଗିରଫ, ୨ ଲକ୍ଷ,45 ହଜାର 360ଟଙ୍କା ଜବତ..
ବ୍ରହ୍ମପୁର : ଅନେକ ଦିନ ବ୍ୟବଧାନ ପରେ ନିମଖଣ୍ଡି ପୋଲିସ କୁ ମିଳିଛି ବଡ ସଫଳତା କୌଣସି ବିଶେଷ ସୂତ୍ରରୁ ଖବର ପାଇଁ ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନ ଓ ଏସ ଆଇ ରଶ୍ମିତା ସାମଲ, ଜ୍ୟୋତି ରଞ୍ଜନ ବେହେରା ଏବଂ ଷ୍ଟାଫ ନିମଖଣ୍ଡି ଥାନା ଅନ୍ତର୍ଗତ ଭାବିନିପୁର ନିକଟ ବଜରଙ୍ଗୀ ନଗର ନିକଟରେ ଥିବା!-->…
୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଏସଆଇ
ଭଦ୍ରକ: ଶନିବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଏଏସ୍ଆଇ। ଏଏସଆଇ ମାନସ କୁମାର ପରିଡା ଜିଲ୍ଲାର ବନ୍ତ ଥାନାରେ ନିୟୋଜିତ ଥିଲେ। ପୂର୍ବରୁ ରୁଜୁ ହୋଇଥିବା ଏକ ଜମିଜମା ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ମା’ଙ୍କୁ ସାହାଯ୍ୟ କରିବା ପାଇଁ ଜଣେ!-->…
ସେକ୍ସ ରାକେଟ ଠାବ: ୧୪ ଗିରଫ, ୧୩ ଯୁବତୀ ଉଦ୍ଧାର
ଝରସୁଗୁଡ଼ା: ଢାବାରେ ଚାଲିଥିଲା ସେକ୍ସ ର୍ୟାକେଟ୍। ଉଦ୍ଧାର ହେଲେ ୧୩ ଯୁବତୀ। ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡ଼ା ପଞ୍ଚପଡ଼ାର ଏକ ଢ଼ାବାରେ ସେକ୍ସ ର୍ୟାକେଟ ଚାଲୁଥିବା ଖବର ପାଇ ଚଢାଉ କରିଥିଲା ପୋଲିସ।
ରେଡ୍ ବେଳେ ୧୪ ଜଣ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ। ଚଢ଼ାଉ!-->!-->!-->…
ପୁଣି ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା, ପରିତ୍ୟକ୍ତ ସ୍ଥାନରୁ ଜୀବନ୍ତ ଶିଶୁ କନ୍ୟା ଉଦ୍ଧାର…
ମାଲକାନଗିରି : ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା, ଜରି ବସ୍ତା ମଧ୍ୟରେ ନବଜାତ ଶିଶୁ କନ୍ୟା କୁ ଖତ ଗଦାରେ ଫିଙ୍ଗା ଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର।ସୂଚନା ଅନୁଯାୟୀ ଆଜି ମାଲକାନଗିରି ଜିଲ୍ଲା ସଦର ମହକୁମା ତଳସାହି ଠାରେ ଅଳିଆ ଆବର୍ଜନା ପରିପୂର୍ଣ୍ଣ ଏକ ଖତ ଗଦାରୁ!-->!-->!-->…
ଦୁଇ ଭାଇଙ୍କୁ କରାଯାଇନାହିଁ ଅପହରଣ,ଟେକି ନେଇଛି କର୍ଣ୍ଣାଟକ ପୁଲିସ
ବ୍ରହ୍ମପୁର : ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ କରିବା ଅଭିଯୋଗରେ ଆସିଛି ନୂଆ ଟ୍ୱିଷ୍ଟ। ଦୁଇ ଭାଇଙ୍କୁ ଅପହରଣ କରାଯାଇନାହିଁ। ବରଂ ଏକ ମାମଲାରେ ଉଠାଇ ନେଇଛି କର୍ଣ୍ଣାଟକ ପୁଲିସ। ଦୁଇ ଭାଇଙ୍କୁ ବିଶାଖାପାଟଣାର ଏକ ହୋଟେଲରେ ରଖାଯାଇଛି ବୋଲି ଗଞ୍ଜାମ ଏସ୍ପି ସୂଚନା ଦେଇଛନ୍ତି।
ଗତକାଲି!-->!-->!-->…
ଥାନାରୁ ଫେରାର ଅଭିଯୁକ୍ତଙ୍କ ମୃତଦେହ ମହାନଦୀରୁ ଉଦ୍ଧାର
କଟକ: କଟକ କ୍ୟାଣ୍ଟନମେଣ୍ଟ ଥାନାରୁ ଗତକାଲି ଭୋରୁ ଚମ୍ପଟ ମାରିଥିବା ଶଙ୍କର୍ଷଣ ବେହେରା ଓରଫ ବବୁଲୁଙ୍କ ମୃତଦେହ ଆଜି ମହାନଦୀରୁ ଉଦ୍ଧାର ହୋଇଛି। ପୁଲିସ୍ର ଅତ୍ୟଧିକ ଶାରୀରିକ ଓ ମାନସିକ ନିର୍ଯାତନା ସହି ନ ପାରି ବବୁଲୁ ଜୀବନ ବିକଳରେ ମହାନଦୀରେ ପଶି ଆଖି ବୁଜିଥିବା ପରିବାର ଲୋକେ ଅଭିଯୋଗ!-->…
ପାରିବାରିକ କଳହରୁ ନିର୍ମମ ହତ୍ୟା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ
ବୌଦ୍ଧ: ପାରିବାରିକ କଳହରୁ ନିର୍ମମ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗାଁରେ ଅଭାବନୀୟ ଘଟଣା । ମୃତକ ଦୁଲ୍ଲଭା ନାଏକ । ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀ କିଶୋର ନାଏକ ଘଟଣାସ୍ଥଳରୁ ଫେରାର ମାରିଛି ।
!-->!-->!-->…
୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍
କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି କଲରାପତରିଆ ବାଘ ଛାଲ ଓ ୩ଟି ହରିଣ!-->…
ଗଞ୍ଜେଇ ଜବତ କରିବାକୁ ଯାଇ ଖଣ୍ଡାଚୋଟ ଖାଇଲେ ଅବକାରୀ ଅଧିକାରୀ
କୋରାପୁଟ: ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅବକାରୀ ବିଭାଗ । ହେଲେ ସେହି ଜାଲରେ ପଡ଼ିଗଲେ ଖୋଦ୍ ଅବକାରୀ ଅଧିକାରୀ । ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ଗୁରୁତର ହେଲେ ଅବକାରୀ ବିଭାଗ ଆଇଆଇସି ଦୁର୍ବଦଳ ବିଶ୍ୱାଳ ଓ କନେଷ୍ଟବଳ ମେଘନାଦ ଶବର । ଉଭୟଙ୍କୁ ଖଣ୍ଡା, ଠେଙ୍ଗା ଓ ବନ୍ଧୁକ!-->…