Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବନ୍ଧୁକ ମୁନରେ ଅପହରଣ: ଦୁଇ ଭାଇଙ୍କୁ ଉଠାଇ ନେଲେ ଦୁର୍ବୃତ୍ତ
ବ୍ରହ୍ମପୁର : ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ । ଛତ୍ରପୁର ପୁଇଁତୋଳା ଜାତୀୟ ରାଜପଥ ନିକଟରେ ଘଟିଛି ଏପରି ଘଟଣା । ଦୁଇ ଭାଇ ଦୋକାନରେ ଥିବା ବେଳେ ହଠାତ ଦୁଇଟି କାରରେ କିଛି ଦୁର୍ବୃତ୍ତ ଆସି ଦୁଇ ଭାଇଙ୍କୁ ଧମକ ଦେଇଥିଲେ ଏବଂ ମୁଣ୍ଡରେ ବନ୍ଧୁକ ଲଗାଇାଇ ଦୋକାନରୁ ଉଠାଇ ନେଇଥିଲେ ।
ଖବର!-->!-->!-->…
ବେଆଇନ ବାଣ ତିଆରି କାରଖାନାରେ ପୁଲିସର ଚଢଉ
କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଧିନସ୍ଥ ବୁରୋମାଲ ପଂଚାୟତ ଅଧିନସ୍ଥ ପଖନମୁଣ୍ଡା ଗାଁରେ ଜିଲ୍ଲା ପୁଲିସ ଦ୍ୱାରା ବେଆଇନ ବାଣ ତିଆରି କାରଖାନାରେ ଚଢଉ କରିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ ବେଆଇନ ବାଣ ତିଆରିକୁ ନେଇ ବଲାଙ୍ଗିର ପୁଲିସ ଅଧିକ୍ଷକ ଋଷିକେଶ!-->…
ବାଲି ବୋଝେଇ ଟ୍ରକ୍ ଛାଡ଼ିବାକୁ ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ IIC
ବୌଦ୍ଧ: ଭିଜିଲାନ୍ସ ଜାଲରେ ଆଉ ଜଣେ ପୋଲିସ ଅଧିକାରୀ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ହରଭଙ୍ଗା ଥାନା ଆଇଆଇଲି ପୁଷ୍ପଲତା ରାଉତରାୟଙ୍କୁ ଲାଞ୍ଚ ଟଙ୍କା ସହ କାବୁ କରି ନେଇଛି ଭିଜିଲାନ୍ସ ।
!-->!-->…
୩୧ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ସମଗ୍ର ଶିକ୍ଷା ପ୍ରକଳ୍ପ କୋ-ଅର୍ଡିନେଟର୍
ବଲାଙ୍ଗିର:ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗିର ଡିପିସି ଅଫିସର ଜେଣ୍ଡର କୋଅର୍ଡିନେଟର ପୁଷ୍ପାଙ୍ଗିନୀ ଯୋଶୀ। ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ପୁଷ୍ପାଙ୍ଗିନୀ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି।
ପାଟଣାଗଡ଼!-->!-->!-->…
କ୍ୟାଣ୍ଟନମେଣ୍ଟ ଥାନା ଭିତରୁ ଅଭିଯୁକ୍ତ ଫେରାର୍
କଟକ : ଥାନା ଭିତରୁ ଚମ୍ପଟ ମାରିଲା ଅଭିଯୁକ୍ତ । କଟକ କ୍ୟାଂଟନମେଂଟ ଥାନାରୁ ଫେରାର୍ ମାରିଲା ଚୋରୀ ଘଟଣାର ଅଭିଯୁକ୍ତ ବବଲୁ ବେହେରା । ମୋବାଇଲ ଚୋରି ଅଭିଯୋଗରେ ବବୁଲକୁ ପଚରାଉଚରା ପାଇଁ ଆଣିଥିଲା ପୁଲିସ । ଥାନା ଭିତରେ ପୋଲିସ ସାମ୍ନାରେ ଅଭିଯୁକ୍ତ ଫେରାର ହେବା ନେଇ ପ୍ରଶ୍ନ ଉଠିଛି ।
!-->!-->!-->…
ନୟାଗଡ ଦଶପଲ୍ଲା ଟାକରା ଛକରେ ବୋମାମାଡ଼, ଦୁର୍ବୁତ୍ତକୁ କାବୁ କଲେ ଗ୍ରାମବାସୀ
ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଟାକରା ଛକରେ ବୋମାମାଡ଼ । ଗୋପାଳପୁର ଗାଁର ଶ୍ରୀନିବାସ ବେହେରା ଏହି ବୋମାମାଡ଼ କରିଥିବା ଜଣାପଡିଛି । କାବୁ ଟାକରା ଛକରେ ଥିବା ଶକ୍ତିକାନ୍ତ ଷଡଙ୍ଗୀଙ୍କ ଚା ଦୋକାନ ଓ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ ଘର ଆଗରେ ବୋମାମାଡ କରିଛି ଶ୍ରୀନିବାସ । ତେବେ!-->…
ଆଉ ଜଣେ ନକଲି ଡାକ୍ତରକୁ ଖୋଜୁଛି ପୋଲିସ
କଟକ: ନିକଟରେ ନକଲି ଡାକ୍ତରଙ୍କ ଖୁଲାସା ପରେ କଟକରେ ଦ୍ୱିତୀୟ ନକଲି ଡାକ୍ତରଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଛି। ବର୍ତ୍ତମାନ ଡାକ୍ତର ଜଣକ ଫେରାର ଥିବା ବେଳେ ତାଙ୍କ ମୋବାଇଲ୍ ଫୋନ୍ ବନ୍ଦ ଥିବାରୁ ଯୋଗାଯୋଗ ହୋଇପାରିନାହିଁ। ରିପୋର୍ଟରେ ଦର୍ଶାଯାଇଛି ଯେ ଅଭିଯୁକ୍ତ ଡାକ୍ତର ବିଭିନ୍ନ ସ୍ଥାନରେ!-->…
ଶିକ୍ଷୟତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଅଭିଯୁକ୍ତ ମହିଳା ଗିରଫ
ବସ୍ତା: ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସଗଡାଶୁଳା ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଜଣେ ମହିଳା ଶିକ୍ଷୟିତ୍ରୀ ଅଞ୍ଜଳି ମହାନ୍ତିଙ୍କୁ ମାଡ଼ ମାରିବା ଅଭିଯୋଗରେ ହରପ୍ରିୟା ମହାନ୍ତି ନାମକ ଜଣେ ମହିଳାଙ୍କୁ ପୁଲିସ ଗିରଫ କରିଛି। ଏହି ହିଂସାତ୍ମକ ଘଟଣା ସେତେବେଳେ ସାମ୍ନାକୁ!-->…
ଘର ଦେବା ନାଁରେ ୧୫ କୋଟି ଠକେଇ, ରିଅଲ୍ ଇଷ୍ଟେଟ କମ୍ପାନୀର ଅତିରିକ୍ତ ନିର୍ଦ୍ଦେଶକ ଗିରଫ
ଭୁବନେଶ୍ୱର: ଗୁରୁବାର ଅର୍ଥନୈତିକ ଅପରାଧ ଶାଖା (EOW) ମିଶ୍ର କ୍ରିଏସନ୍ ପ୍ରାଇଭେଟ୍ ଲିମିଟେଡର ଅତିରିକ୍ତ ନିର୍ଦ୍ଦେଶକଙ୍କୁ ଗିରଫ କରିଛି । ଏକାଧିକ ବ୍ୟକ୍ତିଙ୍କ ଠାରୁ ଘର ଦେବା ନାଁରେ ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି ଇଓଡବ୍ଲୁ । ଗିରଫ ଜଣଙ୍କ ହେଉଛନ୍ତି!-->…
ବାପାଙ୍କ ମୃତ୍ୟୁର ବର୍ଷେ ପରେ ସମାନ ସ୍ଥାନରେ ପୁଅକୁ ହତ୍ୟା
ବରଗଡ଼: ୫ ଦିନ ମଧ୍ୟରେ ଦ୍ୱିତୀୟ ହତ୍ୟାକାଣ୍ଡ । ପୁଣି ବରଗଡ଼ରେ ଚାଞ୍ଚଲ୍ୟ । ମାତ୍ର ସପ୍ତାହକ ଭିତରେ ବରଗଡ଼ ସହରରେ ଗଡ଼ିଲାଣି ଦୁଇ ଦୁଇଟି ମୁଣ୍ଡ । ଗତ ୧୫ ତାରିଖରେ ୧୧ ନମ୍ବର ୱାର୍ଡରୁ ଜଣଙ୍କ ରକ୍ତାକ୍ତ ମୃତଦେହ ମିଳିଥିବା ବେଳେ ଆଜି ପୁଣି ୧ ନମ୍ବର ୱାର୍ଡରୁ ମିଳିଛି କ୍ଷତ ବିକ୍ଷତ!-->…