Browsing Category

ଅପରାଧ

CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ

ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା । ଚଢାଉ ବେଳେ ଜଣେ ମହିଳାଙ୍କ ସମେତ ୧୦ ଜଣ ଦଲାଲଙ୍କୁ ଅଟକ ରଖାଯାଇଛି ।…

ମାଟି ତଳୁ ନାବାଳକର ମୃତଦେହ ଉଦ୍ଧାର, ଦୁଇ ଦିନ ଆଗରୁ ପୋତିଥିଲା ଜିଆରପି

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଶନିବାର ଜଣେ ନାବାଳକର ମୃତଦେହ ମାତିତଳୁ ଉଦ୍ଧାର କରା ଯାଇଛି। ନାବାଳକ ଜଣକ ହେଲେ କଣ୍ଟାବାଞ୍ଜିର ଲଳିତ ଜୈନ (୧୩)। ସୂଚନା ଅନୁସାରେ ଲଳିତ ଗତ ଗୁରୁବାର ସକାଳୁ ଘରୁ କୁଆଠେ ଚାଲିଯାଇଥିଲେ। ହେଲେ ପରିବାର ବର୍ଗ ବହୁତ…

ଏକତରଫା ପ୍ରେମ ନିବେଦନ କଲେ ବିବାହିତ ଯୁବକ, ନିର୍ଧୁମ ଛେଚିଲେ ଲୋକେ

ବାଙ୍କୀ଼ : ଏକତରଫା ପ୍ରେମ ନିବେଦନ କରିବା ପଡିଲା ମହଙ୍ଗା । ଅଙ୍ଗନୱାଡି କର୍ମୀଙ୍କୁ ପ୍ରେମ ନିବେଦନ କରି କାନ ଧରି ଉଠ୍ ବସ୍ ହେଲେ ଜଣେ ବିବାହିତ ଯୁବକ । ଖାଲି ସେତିକି ନୁହେଁ ତାସହିତ ଗ୍ରାମବାସୀଙ୍କଠାରୁ ନିର୍ଧୁମ ଛେଚା ବି ଖାଇବାକୁ ପଡିଛି ତାଙ୍କୁ । ଘଟଣାଟି ଘଟିଛି ବାଙ୍କୀ ଥାନା…

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ, କ୍ରାଇମବ୍ରାଞ୍ଚ ରିପୋର୍ଟ

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ । ଜୀବନ ପ୍ରତି ବିପଦ ଥିବାରୁ ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କଲା ଗୋପାଳ ଦାସ । ସେ ହିଁ ହତ୍ୟାକାରୀ । ଗୋପାଳ ବ୍ୟତୀତ ହତ୍ୟାରେ ଆଉ କାହାର ସଂପୃକ୍ତି ନାହିଁ । କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ୫୪୩ ପ୍ରାଥମିକ ଚାର୍ଜସିଟ୍‌ରେ…

ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର: ଭଞ୍ଜନଗର ସବ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ବେଲଗୁଣ୍ଠାର ହୋଇଥିବା ବେଳେ ୫ ଦିନ ତଳେ ତାଙ୍କୁ ଏକ ଚୋରି ମାମଲାରେ ଗିରଫ କରିଥିଲା ପୋଲିସ । ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ପିଟିପିଟି ମାରି ଦେଇଥିବା ପରିବାର ଲୋକ…

ଜାଲ୍ ନୋଟ୍ ବଦଳ ବେଳେ ଭୁବନେଶ୍ୱର ଆରବିଆଇରୁ ଯୁବକ ଗିରଫ

ଭୁବନେଶ୍ୱର: ନକଲି ନୋଟ୍ ବଦଳ ତାହା ପୁଣି ରିଜର୍ଭ ବ୍ୟାଙ୍କରେ । ଏଭଳି ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଯୁବକ । କମିଶନରେଟ ପୋଲିସ ଶୁକ୍ରବାର ଯୁବକ ଜଣଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଶହେଟି ନକଲି ୫୦୦ ଟଙ୍କିଆ ନୋଟ୍ ଜବତ କରିଛି । ସୂଚନା ଅନୁସାରେ, ଖୋର୍ଦ୍ଧା ଅଞ୍ଚଳର ବିକାଶ…

ଦିବ୍ୟାଙ୍ଗ ଭାଣିଜୀକୁ ଦୁଷ୍କର୍ମ କଲା ମାମୁ

ବାରିପଦା: ସଂପର୍କରେ ଲାଗିଲା କଳଙ୍କର ଛିଟା  ।  ହଜିଗଲା ମାନବିକତା । ଯାହାକୁ ଭରସା କରିଥିଲା ସେ ସାଜିଲା ସୈତାନ ।  ଅସହାୟ ଝିଅର କରୁଣ ଚିତ୍କାର ତା ହୃଦୟକୁ ତରଳାଇ ପାରିଲାନି । ଶେଷରେ ପୁରୁଷର କାମନା ଜ୍ୱାଳାରେ ଜଳିଗଲା ଦିବ୍ୟାଙ୍ଗ ଝିଅଟିର ସବୁକିଛି । ଯାହାକୁ ମାମୁ ବୋଲି ଭାବି ଭରସା…

ନବ ଦାସଙ୍କୁ ହତ୍ୟା କରବା ପାଇଁ ସମଲେଇଙ୍କ ପାଖେ ଶପଥ ନେଇଥିଲା ଗୋପାଳ ଦାସ

ଭୁବନେଶ୍ୱର:  ନବ ଦାସ ହତ୍ୟା ମାମଲା ଚାର୍ଜସିଟରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ନବ ହତ୍ୟା ମାମଲାରେ ୫୦୦  ପୃଷ୍ଠାର ଚାର୍ଜସିଟ୍‌ ଦାଖଲ  କୋର୍ଟରେ ଦାଖଲ କରିଛି  କ୍ରାଇମବ୍ରାଞ୍ଚ  । ଏହି ଚାର୍ଜସିଟରେ ବେଶ  ଗପ ଶୁଣାଇଛି ।  ନବଙ୍କୁ ହତ୍ୟା ପାଇଁ ଗାେପାଳ ଦାସ ଶପଥ ନେଇଥିଲା ।…

ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀର ପନିକି ଚୋଟରେ ସ୍ତ୍ରୀ ମୃତ

ହାଟଡ଼ିହି: କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅଧୀନସ୍ଥ ବଣିଆହୁଡ଼ି ଗ୍ରାମରେ ଘଟିଯାଇଛି ଏକ ଅଘଟଣ। ଏଠାରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ଜଣେ ସ୍ୱାମୀ ତାର ସ୍ତ୍ରୀକୁ ଏକ ପନିକିରେ ହାଣି ହତ୍ୟା କରିଛି।ସୂଚନା ଅନୁଯାୟୀ, ଗ୍ରାମର ବାପୁନୁ ବିନ୍ଧାଣୀ ଓ ତାଙ୍କ ସ୍ତ୍ରୀ…