Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଚେକିଂ ଓ ବ୍ଲକିଂ ବେଳେ ପୋଲିସ ମାଡ଼ରେ ଦୁଇ ଯୁବକ ଆହାତ
ପାରାଦ୍ଵୀପ: ଅଭୟଚାନ୍ଦପୁର ପୋଲିସ ମାଡ଼ରେ ଦୁଇ ଯୁବକ ଆହାତ। ଆହତ ଯୁବକଙ୍କୁ ଅଠରବାଙ୍କି ମେଡିକାଲ ଭର୍ତ୍ତି କରାଯାଇଥିଲା। ଆହତ ଯୁବକ ହେଲେ ରାକେଶ ବେହେରା, ସତ୍ୟରଞ୍ଜନ ସ୍ଵାଇଁ। ଅଭୟଚାନ୍ଦପୁର ଥାନା ନିକଟରେ ପୋଲିସର ବ୍ଲକିଂ ଚାଲୁଥିବା ସମୟରେ ଘଟିଛି ଘଟଣା।
ସୂଚନା ଅନୁସାରେ,!-->!-->!-->…
ବାଲେଶ୍ବର ଏସପି ଓ ଜିଲ୍ଲାପାଳଙ୍କୁ ସମନ କଲା ଏନଏଚଆରସି
ବାଲେଶ୍ୱର: ଚାନ୍ଦିପୁରସ୍ଥିତ ଡିଆରଡିଓର ନିଷିଦ୍ଧାଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନ୍ (ଏନଏଚଆରସି) ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କୁ ସମନ୍ ଜାରି କରିଛନ୍ତି। ଘଟଣା ସମ୍ପର୍କରେ ଆବଶ୍ୟକ ରିପୋର୍ଟ ଦେବାରେ ବିଫଳ ହୋଇଥିବାରୁ ଏହି ଦୁଇ ଅଧିକାରୀଙ୍କୁ!-->…
ଦିବ୍ୟାଙ୍ଗ ଝିଅକୁ ଦଳି ଦେଲା ଦନ୍ତା ହାତୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ ଗାଁ ଲୋକେ ନିକଟସ୍ଥ ଜଙ୍ଗଲରୁ!-->…
୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ
ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି ।
ରେଳବାଇର ସେକ୍ସନ୍!-->!-->!-->…
ଗଳାକାଟି ନୃଶଂସ ହତ୍ୟା କରିବା ଘଟଣାରେ ୨ ଜଣଙ୍କୁ କୋର୍ଟ ଚାଲାଣ…
ଦାରିଙ୍ଗବାଡ଼ି, ୬/୭, ଦାରିଙ୍ଗ ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଗତ ଦୁଇ ତାରିଖରେ ଗଡମା ଗାଁରେ ନୃଶଂସ ଭାବେ ଗଳାକାଟି ହତ୍ୟା କରିଥିବା ଘଟଣାରେ ଆଜି ବ୍ରାହ୍ମଣୀଗାଁ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଫରୱାଡ଼ କରିଥିବା ଥାନ ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ପ୍ରଦାନ କରିଛନ୍ତି। ୨ଜଣ!-->…
ବାହାନଗା ଟ୍ରେନ୍ ଦୁର୍ଘଟଣା: ୩ ଜଣଙ୍କୁ ବାନ୍ଧିଲା ସିବିଆଇ
ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ। ମିଳିଥିବା ସୂଚନା ମୁତାବକ ସିନିୟର ସେକ୍ସନ ଇଂଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ ପପୁ କୁମାରଙ୍କୁ ଗିରଫ କରାଯାଇଛି |!-->…
ବଢ଼ିଲା ବୀରେନ୍ଦ୍ର ଲାକ୍ରାଙ୍କ ଅଡୁଆ, ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
କଟକ: ଆନନ୍ଦ ଟପ୍ପୋଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କର ଏହି ମୃତ୍ୟୁ ଘଟଣାରେ ଲିଙ୍କ ଥିବା ନେଇ ଅଭିଯୋଗ ଆଧାରରେ କୋର୍ଟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଆନନ୍ଦଙ୍କ ବାପା!-->!-->!-->…
ପୋଲିସ ଘରୁ ସୁନା ଅଳଙ୍କାର ଚୋରି କରିନେଇଗଲା ଚୋର
ଢେଙ୍କାନାଳ: ଅବକାରୀ ଇନ୍ସପେକ୍ଟରଙ୍କ ଘରୁ ଗୁରୁବାର ଦିନ ଲୁଟେରାମାନେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି। କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜିରିଡାମାଳି ଠାରେ ଇନ୍ସପେକ୍ଟର ସଞ୍ଜୀବ କୁମାର ଶର୍ମା ସହର ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଶର୍ମା କାମାକ୍ଷାନଗର ଅବକାରୀ!-->…
ଆଜି ତୃତୀୟ ଦିନରେ ବି ଚାଲିଛି ଡିଏନ ଗ୍ରୁପରେ ଆୟକର ଚଢଉ, ଗଣି ଗଣି ସରୁନି ଟଙ୍କା
ଭୁବନେଶ୍ୱର:ତିନି ଦିନ ହେଲାଣି ଚାଲିଛି ଚଢାଉ । ଯେତେ ଖୋଳିଲେ ସେତେ ବାହାରୁଛି ସମ୍ପତ୍ତି ତାଲିକା । ଆଜି ତୃତୀୟ ଦିନରେ ଚାଲିଛି ଡିଏନ ଗ୍ରୁପ ଉପରେ ଆୟକର ବିଭାଗର ଚଢାଉ । ପ୍ରଥମ ଦିନ ଚଢାଉରେ ୩୦ କୋଟି ଜବତ ହୋଇଥିବାବେଳେ ଗତକାଲି ବାହାରିଛି ପୁଳା ପୁଳା ଟଙ୍କା । ଗତକାଲି ଚଢ଼ାଉ ବେଳେ!-->…
ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ
ଭୁବନେଶ୍ୱର: ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ । ଛାତ୍ର ଜଣକ ରାଗି ଘରୁ କୁଆଡେ ପଳାଇଥିବା ଜଣାପଡିଛି । ଏ ନେଇ ପରିବାର ଲାେକେ ମୈତ୍ରୀ ବିହାର ଥାନାରେ ଅଭିଯୋଗ କରିଛନ୍ତି । ନିଖୋଜ ଛାତ୍ରଙ୍କ ନାଁ ଯୋଗେଶ ବାଲାଜ । ସ୍କୁଲ ଯିବାକୁ ନେଇ ପରିବାର ଲାେକେ ଏବଂ ଶିକ୍ଷକ ତାଙ୍କୁ ଗୁରୁବାର!-->…