Browsing Category

ଅପରାଧ

ଅତିରିକ୍ତ ଉପ ଜିଲ୍ଲାପାଳଙ୍କ ଘରୁ ପୁଣି ମିଳିଲା ଆଉ ୩ ପ୍ଲଟ, କୋଟଏରୁ ଅଧିକ ଟଙ୍କା

ଭୁବନେଶ୍ୱର: ସରୁନି ସମ୍ପତ୍ତି ତାଲିକା । ଯେତେ ଖୋଳିଲେ ସେତେ ବାହାରୁଛି । ଘରୁ ବାହାରୁଛି ପୁଳା ପୁଳା ଟଙ୍କା, ସୁନା ଆଉ ଜମି । ନବରଙ୍ଗପୁର  ଅତିରିକ୍ତ ଜିଲ୍ଲାପାଳଙ୍କ ଘରୁ ପୁଣି ଠାବ ହୋଇଛି ଆଉ ୩ ପ୍ଲଟ ।   ଭୁବନେଶ୍ୱରରେ ଗୋଟିଏ ଭଦ୍ରକରେ ଦୁଇଟି ବେନାମୀ ପ୍ଲଟ ଠାବ କରିଛି ଭିଜିଲାନ୍ସ ।…

ଶ୍ବଶୁର ଘର ଗାଁପାଖ ଜଙ୍ଗଲରୁ ମିଳିଲା ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ଟୁପାଉଡାର ପଞ୍ଚାୟତ ସାଲେଭଟା ଗ୍ରାମର ନବ ଭୋଇ(୫୦) ନାମକ ଜଣେ ବ୍ୟକ୍ତିଙ୍କର ଝୁଲନ୍ତା ମୃତଦେହ ନିଜ ଶ୍ଵଶୁର ଘର ଏହି ଥାନା ଯମୁନାବାହାଲ ଗ୍ରାମର ତିଖାଲି ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଆଜି ପୁଲିସ ଉଦ୍ଧାର କରିଛି। ସେ ନିଜର ଏକ…

ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ପୁଣି ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର। ରାଜଧାନୀରେ ନିଶା ନିବାରଣ କେନ୍ଦ୍ରରୁ ଉଦ୍ଧାର ହୋଇଛି ମୃତଦେହ । ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଥିବା ନିଶା ନିବାରଣ କେନ୍ଦ୍ରରୁ ଜଣେ ଅନ୍ତେବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଜବତ କରି ତଦନ୍ତ ଆରମ୍ଭ…

ନିଜର ଦୁଇ ଝିଅ ଓ ପୁଅକୁ କୂଅରେ ଫିଙ୍ଗି ଦେଇ ନିଜେ ଡେଇଁ ପଡ଼ିଲେ ମହିଳା, ସାନ ଝିଅ ଓ ସାନ ପୁଅ ମୃତ

ଗଞ୍ଜାମ: ପାରିବାରିକ କଳହର କରୁଣ ପରିଣତି। ୩ ପୁଅ ଓ ଝିଅକୁ ଫିଙ୍ଗି ନିଜେ କୂଅକୁ ଡେଇଁପଡିଲା ମାଆ। ଗଞ୍ଜାମ ଶେରଗଡ଼ ବ୍ଲକ ଲାଉଗୁଡା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମହିଳା ଜଣକ ନିଜର ଦୁଇ ଝିଅ ଓ ପୁଅକୁ କୂଅରେ ଫିଙ୍ଗି ଦେଇ ନିଜେ ଡେଇଁ ପଡ଼ିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ…

ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଚାଞ୍ଚଲ୍ୟ । ମାଂସ ଦୋକାନୀଙ୍କୁ ପିଟିପିଟି ମାରିଦେଲେ ମହିଳା । ଘରକୁ ଫେରୁଥିବା ବେଳେ କିଛି ମହିଳା ଠେଙ୍ଗାରେ ପିଟିପିଟି ମାରି ଦେଇଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ମୃତକ ହେଲେ ଝାରସୁଗୁଡ଼ା ଥାନା ଲେକଚର କଲୋନୀର କୈଳାସ ଚନ୍ଦ୍ର ମେହେର…

ସରିଲା ରିମାଣ୍ଡ ଅବଧି: ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ। ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା। ଦୀର୍ଘ…

ଘରେ ଶୋଇଥିଲେ ଶାଶୂ-ବୋହୂ: ଚଢିଗଲା ହାଇଓ୍ବା

କେନ୍ଦ୍ରାପଡ଼ା: ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲାର କୃଷ୍ଣନଗର ପଞ୍ଚାୟତର ବାଘୁଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ରାସ୍ତାକଡ଼ ଘର ଉପରକୁ ଏକ ଚିପ୍ସ ବୋଝେଇ ହାଇୱା ମାଡ଼ିଯିବା ଫଳରେ ଘର ଭିତରେ ଥିବା ଶାଶୂ ଓ ବୋହୂ ଗୁରୁତର ହୋଇଛନ୍ତି। ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା…

ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ

ଭୁବନେଶ୍ବର: ଆଇପିଏସ୍‌ଙ୍କ ବାପା-ମାଆଙ୍କୁ ଆକ୍ରମଣ। ପୂର୍ବତନ ଭୁବନେଶ୍ୱର ଟ୍ରାଫିକ ଡିସିପି ତଥା ବର୍ତ୍ତମାନର ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ପରିବାର ଉପରେ ଆକ୍ରମଣ ହୋଇଛି। ମିଳିଥିବା ସୂଚନା ଅନସାରେ ଗତକାଲି ରାତିରେ ସାଗରିକାଙ୍କ ବାପା-ମାଆ ଏକ କାର୍‌ରେ ଆମ୍ରି ହସ୍‌ପିଟାଲ ନିକଟରୁ…

ଗଡମା ଗ୍ରାମରେ ଗଳା କାଟି ନୃଶଂସ ଭାବେ ହତ୍ୟା…

ଦାରିଙ୍ଗବାଡ଼ି,୩/୭ ଦାରିଙ୍ଗବାଡ଼ି ବ୍ଳକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଗଡ଼ମାହା ଗ୍ରାମର ମହେଶ୍ୱର ମାଝୀ ( ୫୦ବର୍ଷ ) ଙ୍କୁ ଗତ କାଲି ସନ୍ଧ୍ୟା ପ୍ରାୟ ଆଠ ଘଣ୍ଟା ସମୟରେ ଏକ ଧାରୁଆ ଛୁରୀ ଦ୍ୱାରା ଦୁର୍ବୃତ୍ତ ଗଳା କାଟି ନୃଶଂସ ଭାବେ ହତ୍ୟା କରିଛନ୍ତି । ବର୍ତ୍ତମାନ ଯାଏ ହତ୍ୟାର କାରଣ…

ବାଇକ୍‌ ଆରୋହୀ ସ୍ବାମୀ-ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଦ୍ରୁତଗାମୀ ଟ୍ରକ୍‌

ଅନୁଗୋଳ: ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍‌ଣରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ଜୀବନ ଚାଲି ଯାଇଛି। ମୃତକମାନେ ହେଲେ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା…