Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଗାଡ଼ି ସାଇଡ୍ ମରାକୁ ନେଇ ରାଜଧାନୀରେ ଗୁଳିକାଣ୍ଡ; ୩ ଗୁରୁତର
ଭୁବନେଶ୍ୱର : ରାଜଧାନୀରେ ଗୁଳିକାଣ୍ଡ । ଗାଡ଼ି ସାଇଡ଼୍ ମରାକୁ ନେଇ ବିଜେଡ଼ି କର୍ପୋରେଟରଙ୍କୁ ଗୁଳିମାଡ଼ । ଗୁଳିମାଡ଼ରେ ୩ ଜଣ ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଆହତମାନେ ୱାର୍ଡ -୩୨ ବିଜେଡି କର୍ପୋରେଟର ଶ୍ରୀଧର ଜେନା, ଶିଖର ଜେନା ଏବଂ ପୁତୁରା ଆଲୋକ ଜେନା ବୋଲି ଜଣାପଡିଛି ।!-->…
ଦିଗପହଣ୍ଡିରେ ଡ଼ବଲ ମର୍ଡର, ୨ ଜଣଙ୍କୁ ହତ୍ୟା କରି ଜାଳି ଦେଲେ ଦୁର୍ବୃତ୍ତ, ଗାଁ ପୁରୁଷଶୂନ୍ୟ…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମରେ ଘଟିଛି ଡବଲ୍ ମର୍ଡର୍। ଆସାମାଜିକଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ହୋଇ ଗାଁ ଲୋକମାନେ ମିଶି ଦୁଇଜଣ ଯୁବକଙ୍କୁ ପିଟିପିଟି ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏହାପରେ ଉଭୟ ଯୁବକଙ୍କ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ି!-->…
ଚିନ୍ତା ବଢାଉଛି ବ୍ରହ୍ମପୁର ପୋଲିସ ଜିଲ୍ଲା : ଆଇନ ଶୃଙ୍ଖଳା ସମ୍ପୂର୍ଣ ବିପର୍ଯ୍ୟସ୍ତ …
ଦିନକୁ ଦିନ ଗଡୁଛି ମୁଣ୍ଡ...
ବ୍ରହ୍ମପୁର : କେତେ ବେଳ ଲୁଟ୍ ଡକାୟତି ତ ଆଉ କେତେ ବେଳେ ସିରିଜ୍ ଚୋରି, ସାଧାରଣ ଲୋକଙ୍କ ମନରେ ଭୟ ଜାଗୃତ କରୁଥିବା ବେଳେ ଆହୁରି ଚିନ୍ତା ଜନକ ପାଲଟିଛି ଦିଗପହଣ୍ଡି ଥାନା । ଗତ କିଛି ମାସ ଧରି ଦିଗପହଣ୍ଡି ଅଞ୍ଚଳ ରେ ଆଇନ ଶୃଖଳା ପରିସ୍ଥିତି ଏକ ପ୍ରକାର!-->!-->!-->…
ଭିଜିଲାନ୍ସ ପଞ୍ଝାରେ ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର
ଦେବଗଡ଼: ଭିଜିଲାନ୍ସ ପଞ୍ଝାରେ ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର। ଅଙ୍ଗନବାଡି କୋଠା ନିର୍ମାଣ ପରେ ବିଲ୍ ପାସ ପାଇଁ ଠିକାଦାରଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାଜେନ୍ଦ୍ର। ଲାଞ୍ଚ ନେବା ବେଳେ ରେଡ୍ ହ୍ୟାଣ୍ଡେଡ ଧରିଲା ଦେବଗଡ଼ ଦୁର୍ନୀତି ନିବାରଣ ବିଭାଗ। ରିଆମାଳ!-->…
ବିଡିଓଙ୍କ ଭିଡିଓ ଭାଇରାଲ୍, ଦୌଡ଼ି ଆସି ରାସ୍ତା ଉପରେ ମାରୁଛନ୍ତି ଚାପୁଡ଼ା…
ପାରାଦୀପ: ଗାଡ଼ିରୁ ଓହ୍ଲାଇ ଆସିଲେ, ରାସ୍ତା ଉପରେ ବ୍ୟକ୍ତିଙ୍କ ଗାଲକୁ କଷି ଦେଲେ । ଭଦ୍ର ବେଶରେ ଥିବା ଏ ବାବୁ ଜଣଙ୍କ କିଏ ? କାହିଁକି ରାସ୍ତା ଉପରେ ରୋବାବ୍ ଦେଖାଉଛନ୍ତି ? ସିସିଟିଭିରେ ରେକର୍ଡ ଭାଇରାଲ୍ ହେଉଥିବା ଏ ଭିଡିଓରେ ଚାପୁଡ଼ା ମାରୁଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି!-->…
୫ ଦିନିଆ ରିମାଣ୍ଡରେ ଗଲେ ଅତିରିକ୍ତ ଉପ ଜିଲ୍ଲାପାଳ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରି ଧରାପଡିଥିବା ନବରଙ୍ଗପୁରର ଅତିରକ୍ତ ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଭିଜିଲାନ୍ସ । ୫ ଦିନିଆ ରିମାଣ୍ଡ ପାଇଁ ବୁଧବାର ଅନୁମତି ଦେଇଛନ୍ତି ସୁନ୍ଦରଗଡ ଭିଜିଲାନ୍ସର ସ୍ୱତନ୍ତ୍ର ଜଜଙ୍କ କୋର୍ଟ । ପ୍ରଶାନ୍ତ ତାଙ୍କ!-->…
ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଲେ ସରକାର
ନବରଙ୍ଗପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ!-->…
ଦିଗପହଣ୍ଡି ବସ୍ ଦୁର୍ଘଟଣା: OSRTC ବସର ଡ୍ରାଇଭର୍ ଗିରଫ
ବ୍ରହ୍ମପୁର : ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ଆସିଲା ବଡ଼ ଖବର । ଦୁର୍ଘଟଣାଗ୍ରସ୍ତ OSRTC ବସ୍ ଡ୍ରାଇଭର୍ ଗିରଫ । ଦୁର୍ଘଟଣାଗ୍ରସ୍ତ OSRTC ବସ୍ ଡ୍ରାଇଭର୍ ମାନସ ପ୍ରଧାନଙ୍କୁ ଗିରଫ କରିଛି ଦିଗପହଣ୍ଡି ଥାନା ପୋଲିସ ।
ଗତକାଲି ରାତିରେ ତାଙ୍କୁ ପଚରାଉଚରା କରାଯାଇଥିଲା । ଏହାପରେ!-->!-->!-->…
୫ ଜଣ ଛଦ୍ମବେଶୀ ନାଗା ବାବାଙ୍କୁ ଧରିଲା କମିଶନରେଟ ପୋଲିସ
ଭୁବନେଶ୍ୱର : କମିଶନରେଟ ପୋଲିସ ଜାଲରେ ନାଗା ବାବା ଗ୍ୟାଙ୍ଗ । ୫ ଜଣ ଛଦ୍ମବେଶୀ ବାବାଙ୍କୁ ଧରିଲା କମିଶନରେଟ ପୋଲିସ । ସନ୍ଦିଗ୍ଧ ଭାବେ ବୁଲୁଥିବା ବେଳେ ମାଡି ବସିଲା ପୋଲିସ । ଗତକାଲି ଲୁଟ୍ ନେଇ ନନ୍ଦନକାନନ ଥାନାରେ ଅଭିଯୋଗ ହୋଇଥିଲା ।
ରଘୁନାଥପୁରର ରାକେଶ ପଢ଼ିଆରୀ ସୁନା ଗହଣା ଚୋରି!-->!-->!-->…
ନାଗା ବାବା ଲୁଟିନେଲେ ସୁନାଗହଣା, ନନ୍ଦନକାନନ ଥାନାରେ ଅଭିଯୋଗ
ଭୁବନେଶ୍ୱର : ନାଗା ବାବା ଲୁଟିନେଲେ ସୁନାଗହଣା । ଭିକ୍ଷା ମାଗିବା ନାରେ ଘରକୁ ଆସି ସୁବିଧା ସୁଯୋଗ ଦେଖି ସୁନା ଗହଣା ଲୁଟିନେଇ ଛୁ ହୋଇଗଲେ ଉତର ପ୍ରଦେଶରୁ ଆସିଥିବା ନାଗାସାଧୁ । ଭୁବନେଶ୍ୱର ଉପକଣ୍ଠ ରଘୁନାଥପୁର ଗାଁରେ ଘଟିଛି ଏଭଳି ଏକ ଘଟଣା । ନନ୍ଦନକାନନ ଥାନାରେ ଏନେଇ ହୋଇଛି!-->…