Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଯନ୍ତ୍ରୀଙ୍କ ପରକୀୟା ପ୍ରୀତି, ଅଧରାତିରେ ପହଞ୍ଚି ଗଲେ ସ୍ତ୍ରୀ
ଉଦଳା: ଯନ୍ତ୍ରୀଙ୍କ ରୋମିଓଗିରି ପଦାରେ ପଡ଼ିଛି। ନିଜ ସ୍ତ୍ରୀ ଥାଇ ବି ଅନ୍ୟ ଜଣେ ଯୁବତୀଙ୍କ ସହିତ ରାତି ବିତାଇବା ମହଙ୍ଗା ପଡ଼ିଛି। ଇଂଜିନିୟର ସ୍ବାମୀ ପରକୀୟା ପ୍ରୀତିରେ ମାତିଥିବା ବେଳେ ସଂପର୍କୀୟଙ୍କ ସହିତ ସ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚି ଯାଇଛନ୍ତି। ଫଳରେ ଦୀର୍ଘ ଦିନରୁ ଚାଲି ଆସିଥିବା!-->…
ଟାଙ୍ଗୀ ଚଣ୍ଡେଶ୍ୱର ଛକରେ ଗୁଳିକାଣ୍ଡ, ଠିକାଦାର ମୃତ
ଟାଙ୍ଗୀ: ଗୁଳି ମାଡ଼ରେ ଠିକାଦାର ମୃତ । ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ଚଣ୍ଡେଶ୍ୱର ଛକରେ ଗୁଳିକାଣ୍ଡ । ମୃତକ ହେଲେ ଠିକାଦାର ରମେଶ ରାଉତ । ନିଜ ଘର ରାଧାମୋହନପୁରକୁ ଫେରୁଥିବା ବେଳେ ଘଟିଛି ଗୁଳିକାଣ୍ଡ ।
ଏକ ବାଇକରେ ଆସି ଦୁଇ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର !-->!-->!-->…
ଅସଂଯତ ଅବସ୍ଥାରେ ଧରାପଡିଥିବା କନେଷ୍ଟବଳ ମଞ୍ଜିତ ସିଂ ମାଝୀ ଚାକିରିରୁ ନିଲମ୍ବିତ
ବଲାଙ୍ଗିର: ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟାପ୍ରୀତି । କନେଷ୍ଟବଳ ମଞ୍ଜିତ ସିଂ ମାଝୀ ଚାକିରିରୁ ନିଲମ୍ବିତ । ବଲାଙ୍ଗିର ଏସ୍ପି ଋଷିକେଶ ଖିଲାରୀ ତାଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି । ଗତ ୧୬ତାରିଖ ତାରିଖରେ ହତିଶାଲ ପଡାରେ ମଞ୍ଜିତ ପ୍ରେମିକାଙ୍କ ଘରୁ ଧରାପଡିଥିଲେ । ଅସଂଯତ!-->…
ସିଲିଣ୍ଡର ଭିତରୁ ଗ୍ୟାସ୍ ଚୋରି, ୨ ଅଟକ
ବ୍ରହ୍ମପୁର: ଦୀର୍ଘ ଦିନ ହେଲା ବ୍ରହ୍ମପୁର ସହରରେ ଚାଲିଥିଲା ରନ୍ଧନ ଗ୍ୟାସ କେଳେଙ୍କାରୀ । ପ୍ରତ୍ୟେକ ଗ୍ୟାସ ସିଲିଣ୍ଡରରୁ କେଜିଏ ରୁ ଦୁଇ କେଜି କରାଯାଉଥିଲା ଗାଏବ । ଏହି ଘଟଣାର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ । ବ୍ରହ୍ମପୁର ଉପକଣ୍ଠ ଜଳେଶ୍ଵରପୁରରେ ଥିବା ଏକ ଗ୍ୟାସ ଡିପୋ ଓ!-->…
ଅଜଣା ଯୁବତୀଙ୍କ ସହ ଚାଟିଂ କରି ୨୦ ଲକ୍ଷ ଟଙ୍କା ଲୁଟର ଶିକାର
କଟକ: ଅଜଣା ଯୁବତୀଙ୍କ ସହ ଚାଟିଂ କରି ସର୍ବସ୍ବାନ୍ତ ହେଲେ ବୃଦ୍ଧ। ସାଇବର ଠକେଇର ଶିକାର ହେଲେ କଟକର ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ। ଏନେଇ କଟକ ସାଇବର ଥାନାରେ ଅଭିଯୋଗ କରିଛନ୍ତି ବୃଦ୍ଧ। ବୃଦ୍ଧଙ୍କ ଠାରୁ ୨୦ ଲକ୍ଷ ୬୨ ହଜାର ଟଙ୍କାର ଠକେଇ କଲେ ସାଇବର ଠକ। ଜଣେ ଯୁବତୀଙ୍କ ସହ!-->…
ମାତୃହନ୍ତା ପୁଅକୁ ପିଟିପିଟି ମାରିଦେଲେ ବାପା ଓ ଭାଇ
ଜଳେଶ୍ୱର: ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କବାଟଘାଟି ଗାଁରେ ଗତ ୧୪ ତାରିଖ ରାତିରେ ଡବଲ ମର୍ଡର ଘଟଣାକୁ ୭୨ ଘଣ୍ଟା ବିତିଛି କି ନାହିଁ ପୁଣି ରାଇବଣିଆ ପଞ୍ଚାୟତ ରୁପାଦିଘୀ ଗାଁରେ ଆଜି ଆଉ ଏକ ହତ୍ୟାକାଣ୍ଡ ଘଟିଛି। ୩ ବର୍ଷ ତଳେ ମାଆକୁ ହତ୍ୟା କରି ଫେରାର ଥିବା ଜଣେ ଯୁବକକୁ!-->…
ଶିକାରୀଙ୍କ ଗୁଳିରେ ଫରେଷ୍ଟରଙ୍କ ମୃତ୍ୟୁ ଘଟଣାରେ ୧୦ ଜଣ ଅଟକ
କରଞ୍ଜିଆ: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ ଫରେଷ୍ଟରଙ୍କ ମୃତ୍ୟୁ ପରେ ଆକ୍ସନ ମୋଡରେ ପୋଲିସ । ଅଭିଯୁକ୍ତ ଶିକାରୀକୁ ଧରିବାକୁ ପୋଲିସ ପକ୍ଷରୁ ଶିମିଳିପାଳ ଅଞ୍ଚଳର ବିଭିନ୍ନ ଗାଁରେ ରେଡ ଚାଲିଛି । ଏ ପର୍ଯ୍ୟନ୍ତ ୧୦ ଜଣକୁ ଅଟକ ରଖିଛି ଠାକୁରମୁଣ୍ଡା ପୋଲିସ । ଏପଟେ ଆଜି!-->…
କୁଜଙ୍ଗରେ ଡବଲ ମର୍ଡର, ଯୁବକର କଟୁରି ଚୋଟରେ ଦୁଇ ମହିଳାଙ୍କ ମୃତ୍ୟୁ
ପାରାଦ୍ବୀପ: ଜଗତସିଂହପୁର ଜିଲ୍ଲା କୁଜଙ୍ଗରେ ଡବଲ ମର୍ଡର। ଯୁବକର କଟୁରି ଚୋଟରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି। ବଳରାମପୁର ନ୍ୟାସନାଲ ସ୍କୁଲ ନିକଟରେ ଦୁଇ ମହିଳାଙ୍କୁ ହତ୍ୟା କରିଛି ଦୁର୍ବୃତ୍ତ । ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପ୍ରାପ୍ତଖବର ଅନୁଯାୟୀ ଆଜି ସକାଳ ସମୟରେ!-->…
ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର
ରେଢାଖୋଲ: ମହିଳାଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ । ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ରଥତଇଲା ଗାଁ ନିକଟରେ ହତ୍ୟାକାଣ୍ଡ ଘଟିଛି। ଏକ ଘର ଭିତରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ମହିଳା ହେଲେ ୩୬ ବର୍ଷିୟା ସାଲିମ୍ ମିଞ୍ଜି । ତାଙ୍କର ଏକ ଦୁଇ ବର୍ଷର ପୁଅ ରହିଛି ।
କିଛି ଦିନ ହେବ!-->!-->!-->…
ରେଲୱେ ବ୍ରିଜ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଟିଟିଲାଗଡ଼ : ସଇଁନ୍ତଲା ଥାନା କମରଲଗା ଗାଁ ଲାଂଥ ନଦୀ ରେଲୱେ ବ୍ରିଜ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଟ୍ରେନରୁ ଖସି ମୃତ୍ୟୁ ହୋଇ ଥିବା ଆଶଙ୍କା କରାଯାଉଛି । ଏହା ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି।
ଯୁବକଙ୍କ ନିକଟରୁ ଏକ!-->!-->!-->…