Browsing Category

ଅପରାଧ

ଚିକିତ୍ସା ଅବହେଳାରୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

କେନ୍ଦ୍ରାପଡ଼ା:  ଚିକିତ୍ସା ଅବହେଳାରୁ କେନ୍ଦ୍ରାପଡ଼ା  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ଖରିନାସୀ ଗାଁର ଆଦିତ୍ୟ ନାରାୟଣ ରାୟଙ୍କ ସ୍ତ୍ରୀ ରିଦ୍ଧି ରାୟଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ଗତ ୧୪ ତାରିଖ…

ଘରେ ଲୁଚାଇଥିଲେ ବାଘଛାଲ ଓ ହରିଣ ଶିଙ୍ଗ, ୩ ଗିରଫ

ନବରଙ୍ଗପୁର: ଘରେ ଲୁଚାଇ ରଖିଥିଲେ ବାଘଛାଲ ଓ ହରିଣ ଶିଙ୍ଗ। ଭାବିଥିଲେ କେହି ଜାଣିପାରିବେନି। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇ ରାତିଅଧରେ ଚଢ଼ାଉ କରି ବାଘ ଛାଲ, ହରିଣ ଶିଙ୍ଘ ଏବଂ କିଛି ଅନ୍ୟ ଜୀବଙ୍କ ଅବଶେଷ ଜବତ କରିଛି। ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅନ୍ତର୍ଗତ ଛତିଶଗଡ଼ ସୀମାନ୍ତ…

ନୟାଗଡ଼ର ପୂର୍ବତନ ସିଏସଓଙ୍କ ଅଚଳାଚଳ ସମ୍ପତ୍ତି, ଭୁବନେଶ୍ୱରରେ ୫ କୋଠା…

କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଆଜି ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ (ଏବେ ନିଲମ୍ବିତ ହୋଇ ରହିଛନ୍ତି) ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ତାଙ୍କର ସଂପତ୍ତି ଦେଖି ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ଆଶ୍ଚର୍ଯ୍ୟ…

ଆମ୍ବୁଲାନ୍ସ ଧକ୍କାରେ ସ୍ୱାମୀ ମୃତ: ସ୍ତ୍ରୀ ଓ ଝିଅ ଗୁରୁତର

ବଲାଙ୍ଗୀର: ବଲାଙ୍ଗୀର-ପାଟଣାଗଡ଼ ରାସ୍ତାର ମାୟାବର୍ହା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଆମ୍ବୁଲାନ୍ସ ଧକ୍କାରେ ସ୍ୱାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଓ ଝିଅ ଗୁରୁତର ଅବସ୍ଥାରେ ପାଟଣାଗଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। …

ଗାଡ଼ି ଚୋର ରାକେଟ୍‌କୁ ଧରିଲା ମଙ୍ଗଳାବାଗ୍‌ ପୋଲିସ, ୩ଲକ୍ଷରୁ ଉର୍ଦ୍ଧ୍ଵ ସାମଗ୍ରୀ ଜବତ

କଟକ: ଗାଡି ଚୋର ରାକେଟକୁ ଧରିଲା ମଙ୍ଗଳାବାଗ ଥାନା ପୋଲିସ । ୬ଟି ବାଇକ ସହ ନଗଦ ୨୦ ହଜାର ଟଙ୍କା ଜବତ ହୋଇଛି। ଦୁଇ ଚକିଆ ଯାନ ଯନ୍ତ୍ରାଂଶ ଜବତ ହୋଇଥିବା ବେଳେ ତିନି ଅଭିଯୁକ୍ତ ଗିରଫ ହୋଇଛନ୍ତି। ମୁଖ୍ୟ ଅଭିଯୁକ୍ତ ୨୧ ବର୍ଷୀୟ ସୌରଭ ସ୍ୱାଇଁ। ସୌରଭ ନାଁରେ ପୂର୍ବରୁ ରହିଛି ୯ଟି ମାମଲା । …

ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ

ବ୍ରହ୍ମପୁର: ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଡାକ୍ତର ଶୁଭାନୀ ପଟ୍ଟନାୟକଙ୍କ ମୃତଦେହ ଉଦ୍ଧାର । ଡାକ୍ତର ଶୁଭାନୀ ଚର୍ମରୋଗ ବିଭାଗରେ ପିଜି କରୁଥିଲେ । ତାଙ୍କ ନିଜ ଗାଁ ନୟାଗଡ଼ରେ । ପରିବାର ଲୋକ…

ଲୋକ ଲଗାଇ ସ୍ତ୍ରୀକୁ ମାଡ଼ ମାରିବା ସହ ଦୁଷ୍କର୍ମ କରିବାକୁ କହିଥିଲା ସ୍ବାମୀ

କେନ୍ଦ୍ରାପଡ଼ା : ବାରମ୍ବାର ପତ୍ନୀଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିବା ନୃଶଂସ ସ୍ୱାମୀ ମାନବିକତାର ସବୁ ସୀମା ଟପି ଯାଇଛି। ପତି-ପତ୍ନୀର ପବିତ୍ର ବନ୍ଧନକୁ ଭୁଲି ଲୋକ ଲଗାଇ ସ୍ତ୍ରୀକୁ ନିସ୍ତୁକ ମାଡ଼ ମାରିବା ସହ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିବାର ଅଭିଯୋଗ ହୋଇଛି। ଏଭଳି ଅମାନବୀୟ ଘଟଣା…

ରନ୍ଧନ ଗ୍ୟାସ ଚୋରି ବେଳେ ସାଧା ପୋଷାକରେ ଧରିଲା ପୁଲିସ…

ବ୍ରହ୍ମପୁର : ଉପଭୋକ୍ତାଙ୍କୁ ଯୋଗାଣ ପାଇଁ ଗୋଦାମରେ ରଖାଯାଇଥିବା ଏଲପିଜି ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଚୋରି ହେଉଥିବା ବେଳେ ବ୍ରହ୍ମପୁର ପୁଲିସ ପକ୍ଷରୁ ଚଢ଼ାଉ କରାଯାଇଛି ।  ବ୍ରହ୍ମପୁର ଆଙ୍କୁଲି ନିକଟ ଜଳେଶ୍ଵର ଖଣ୍ଡି ଠାରେ ଅନେକ ଦିନ ଧରି ଏହି କଳା କାରନାମା ଚାଲିଥିବା ବେଳେ କୌଣସି…

ଫୁଲବାଣୀରେ ଗୁଳି କାଣ୍ଡ…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀର ଟାଉନ ଥାନା ଅନ୍ତର୍ଗତ ଡାକପାଲା ଗ୍ରାମରେ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଅବସ୍ଥାରେ ପ୍ରଥମେ ଫୁଲବାଣୀ ମୂଖ୍ୟ ଚିକିତ୍ସାଳୟ ଓ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତରିତ କରାନଯାଇଛି l ସୂଚନା ମୁତାବକ ଅଜିତ ଗତ ରାତି ପ୍ରାୟ 9 ସମୟରେ କାମ ସାରି ଘରକୁ…

କାଶିପୁର ଗଜେନ୍ଦ୍ର ନାଏକ ହତ୍ୟା ମାମଲା ହତ୍ୟାର ୪ଦିନ ପରେ ୩ ଅଭିଯୁକ୍ତ ଗିରଫ…

କାଶୀପୁର : ରାୟଗଡା ଜିଲ୍ଲା କାଶୀପୁର ବ୍ଲକଗତ 9/6/2023 ତାରିଖ ଦିନ ଶିକରଲଟା ଗ୍ରାମରେ କାଶୀପୁରର କଂଗ୍ରେସ ନେତାତଥା ଠିକାଦାର ଗଜେନ୍ଦ୍ରନାଏକ ଏକ ଠିକାକାମ ଏବଂ ଜମି ସମ୍ବନ୍ଧିୟ ସମସ୍ୟା ଉପରେ ପ୍ରଥମେ ବଚସା ହୋଇଥିଲା ପରେ ଗଜେନ୍ଦ୍ର ନାଏକଙ୍କୁ ହତ୍ୟାକରି ଅଭିଯୁକ୍ତ ମାନେ ଫେରାର ହୋଇ…