Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ସ୍ତ୍ରୀକୁ ହତ୍ୟା ପରେ ଝୁଲି ପଡିଲା ସ୍ବାମୀ…
ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ନିଜ ସ୍ତ୍ରୀକୁ କଟୁରୀରେ ହତ୍ୟା କରିବା ପରେ ଗଛରେ ରସି ଲଗାଇ ଆତ୍ମହତ୍ୟା କଲା ସ୍ୱାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଧାମନଗର ଥାନା ଅଧିନସ୍ଥ ମୁଲଣା ସାହି ଗ୍ରାମରେ।
ଗତ କାଲି ରାତିରେ ପାରିବାରିକ କଳହ ଯୋଗୁ ଭାସ୍କର!-->!-->!-->…
ଫୋନ୍ ପେ’ରେ ଲାଞ୍ଚ ନେଇ ଦୁଇ TPCODL ଅଧିକାରୀ ଗିରଫ
ଭୁବନେଶ୍ୱର: ବିଦ୍ୟୁତ୍ ସଂଯୋଗୀକରଣ ପାଇଁ ଲଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ଲାଞ୍ଚ ନେଇ ଗିରଫ ହେଲେ TPCODLର ଜଣେ ଅଧିକାରୀ। TPCODL ଅଧିକାରୀ ତରୁଣ ନାୟକ ଏବଂ ଶୈଳଜା ମୁଦୁଲିଙ୍କୁ ଗିରଫ କରିଛି ଟିମ୍। ଫୋନ୍ ପେ ଜରିଆରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତରୁଣ ନାୟକ!-->…
କରଞ୍ଜିଆ ତହସିଲଦାର ଚାର୍ଲସ ନାୟକ ଗିରଫ
କରଞ୍ଜିଆ : ଲାଞ୍ଚ ନେଇ ବନ୍ଧା ହେଲେ ତହସିଲଦାର। ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକକୁ ଗିରଫ କଲା ଭିଜିଲାନ୍ସ। ଗିରଫ ପରେ ଆଜି ବାରିପଦା କୋର୍ଟରେ ହାଜର କରାଯିବ। ତହସିଲଦାରଙ୍କ ସହଯୋଗୀ ଫେରାର ଅଛନ୍ତି । ଭିଜିଲାନ୍ସ ଇତିହାସରେ ସର୍ବାଧିକ ଲାଞ୍ଚ ନେଉଥିଲେ!-->…
ଗଛରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କଲେ ମାତାଲ ବ୍ୟକ୍ତି
ଭୁବନେଶ୍ୱର ଲୋୟର ପିଏମ୍ଜିରେ ମାତାଲ ଜଣେ ବ୍ୟକ୍ତିଙ୍କ ଉନ୍ମତ୍ତକାଣ୍ଡ। ଗଛରେ ଚଢ଼ି ଯିବା ପରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ। ବହୁ କଷ୍ଟରେ ତାଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ତେବେ ଏହି ବ୍ୟକ୍ତି ଜଣଙ୍କ କିଏ ଓ କାହିଁକି ଏପରି କାଣ୍ଡ ଘଟାଇଛନ୍ତି ଜଣାପଡିନି।
ତେବେ!-->!-->!-->…
୨୦ ଦିନର ଝିଅକୁ ବିଷ ଇଞ୍ଜେକସନ ଦେଲା ପିଶାଚ ବାପା
ନୀଳଗିରି : ୨୦ ଦିନର ଝିଅକୁ ବିଷ ଇଞ୍ଜେକସନ ଦେଇଦେଲା ବାପା। କନ୍ୟା ସନ୍ତାନ ଚାହୁଁନଥିବା ବାପା ଘଟାଇଛି ଏହି ନାରକୀୟ କାଣ୍ଡ। ଶ୍ୱଶୁର ଘରେ ପଶି ପିଶାଚ ବାପା ଝିଅ ଦେହରେ ବିଷ ଇଞ୍ଜେକସନ୍ ଦେଇ ହତ୍ୟା ଉଦ୍ୟମ କରିଛି। ଝିଅକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଭର୍ତ୍ତି!-->…
ସ୍ତ୍ରୀକୁ କୋଦାଳ ବେଣ୍ଟରେ ପିଟିପିଟି ମାରିଦେଲା ସ୍ୱାମୀ
ସୁନ୍ଦରଗଡ଼:ଘରୋଇ କଳିରୁ ସ୍ତ୍ରୀକୁ ହତ୍ୟା କରି ଘର ସାମ୍ନାରେ ପୋତି ଦେଲା ସ୍ୱାମୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ବାବୁନୁଆ ଗାଁରେ ଅଭାବନୀୟ ଘଟଣା । ଘରୋଇ କଳିକୁ ନେଇ ସ୍ତ୍ରୀ ସରସ୍ୱତୀକୁ ସ୍ୱାମୀ ତ୍ରିଲୋଚନ କିସାନ କୋଦାଳ ବେଣ୍ଟରେ ପିଟି ପିଟି ହତ୍ୟା କରିଛି ।
ହତ୍ୟା!-->!-->!-->…
୧୨ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ କରଞ୍ଜିଆ ତହସିଲଦାରଙ୍କୁ ଧରିଲା ଭିଜିଲାନ୍ସ
କରଞ୍ଜିଆ :ଭିଜିଲାନ୍ସ ଇତିହାସରେ ସର୍ବାଧିକ ଲାଞ୍ଚ । ଦୁଇଟି ବ୍ଲାଙ୍କ ଚେକରେ ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ କରଞ୍ଜିଆ ତହସିଲଦାରଙ୍କୁ ଧରିଲା ଭିଜିଲାନ୍ସ । ଜମି ଅଧିଗ୍ରହଣ ଅର୍ଥ ରିଲିଜ ପାଇଁ ଲାଞ୍ଚ ନେଉଥିଲେ ଚାଲର୍ସ ନାୟକ । ୫୧ ଲକ୍ଷ ଅର୍ଥ ରାଶି ଦେବାକୁ ବ୍ଲାଙ୍କ ଚେକରେ ନେଉଥିଲେ ୧୨!-->…
ଭୁବନେଶ୍ବରରୁ ୨୭୩ କେଜି ଗଞ୍ଜେଇ ଜବତ
ଭୁବନେଶ୍ୱର : ଭୁବନେଶ୍ବରରୁ 273କେଜି ଗଞ୍ଜେଇ ଜବତ କରିଛି NCB। ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଟାଟା ଟ୍ରକ୍ ରେ ଡ୍ରାଇଭର ସିଟ ପଛରେ ଥିବ କ୍ୟାବିନ୍ ରେ ପ୍ୟାକେଟ ରେ ରଖା ଯାଇଥିଲା ଗଞ୍ଜେଇ। ପୁଷ୍ପା ଫିଲ୍ମ ଷ୍ଟାଇଲ ରେ ଗଞ୍ଜେଇ ଚୋରା ଚାଲାଣ ହେଇଥିଲା।
NCB ଟିମ୍!-->!-->!-->…
କଟକ ତାଳଦଣ୍ଡା କେନାଲକୁ ଖସିଲା କାର, ଜଣଙ୍କର ମୃତ୍ୟୁ
କଟକ: ଭାରସାମ୍ୟ ହରାଇ କଟକ ତାଳଦଣ୍ଡା କେନାଲକୁ ଖସିଲା କାର। ମାତୃଭବନ ସମୁଖରେ ଭାରସାମ୍ୟ ହରାଇ କେନାଲକୁ ଖସିଯାଇଥିବା ସୂଚନା ରହିଛି । ସ୍ଥାନୀୟ ଲୋକଙ୍କ ଦ୍ଵାରା ଉଦ୍ଧାର କାଯ୍ୟ ଜାରି ରହିଥିବାବେଳେ କାରରେ ୨ ଜଣ ଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ କଟକ ବଡ଼!-->…
ଭାରସାମ୍ୟ ହରାଇ ତଳକୁ ଖସିଲା ବୋଲେରୋ, ୨ ଗୁରୁତର
ପାରାଦୀପ : ଭାରସାମ୍ୟ ହରାଇ ତଳକୁ ଖସିଲା ବୋଲେରୋ । ୨ ଗୁରୁତର । ପାରାଦୀପ କୁଜଙ୍ଗ ଥାନା ସନ୍ତରା ଗଡା ନିକଟରେ ଦୁର୍ଘଟଣା । ବୋଲେରୋଟି ପାରାଦୀପରୁ କଟକ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଥିଲା ।
ଦୁର୍ଘଟଣାରେ ଗାଡି ସମ୍ପୁର୍ଣ୍ଣ ଭାଙ୍ଗିରୁଜି ଯାଇଛି!-->!-->!-->…