Browsing Category

ଅପରାଧ

ବ୍ରହ୍ମପୁର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ : ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ କହିଲେ କିଛି ଭୁଲ ହେବ ନାହିଁ l ଦିନକୁ ଦିନ ଅଶାନ୍ତ ଆଡକୁ ଗତି କରୁଛି ବ୍ରହ୍ମପୁର ସହର ସହରରେ ଥିବା ବଡବଜାର ଥାନା, ଟାଉନ ଥାନା, ଗୋଶାଣୀ ନୂଆଗାଁ ଥାନା ଏବଂ ବୈଦ୍ୟନାଥପୁର ଥାନା ଅଞ୍ଚଳ ଅତି ସ୍ପର୍ଶକାତର ଅଟେ, ପୋଲିସ ବିଭାଗର

କ୍ଷୀର ବ୍ୟବସାୟୀ ତଥା ଜମି ଦଲାଲଙ୍କୁ ନିର୍ମମ ହତ୍ୟା :କାରଣ ଅସ୍ପଷ୍ଟ…

କୁଆଁରମୁଣ୍ଡା-କୁଆଁରମୁଣ୍ଡା ବ୍ଳକ ଅନ୍ତର୍ଗତ ଗୋବିରା ପଂଚାୟତ ରେ ଗତ କାଲି ରାତି ରେ ଏକ ହତ୍ୟାକାଣ୍ଡ ଘଟି ଜଣଙ୍କର ମୃତ୍ଯୁ ହୋଇଛି ।ମୃତ୍ଯୁ ବରଣ କରିଥିବା ବ୍ଯକ୍ତି ଜଣକ ପଦ୍ମପୁର ପଂଚାୟତ ଅର୍ନ୍ତଗତ ଜମୁନାନାକି ଅଞ୍ଚଳର ଅମରନାଥ ଯାଦବ ବୋଲି ପୋଲିସ ସୂତ୍ର ରୁ ଜଣାପଡିଛି । ଗୋବିରା

ପୁଅ ର ଧାରୁଆ ଅସ୍ତ୍ର ର ମାଡ ରେ ଜନ୍ମକଲା ମା ଗୁରୁତ୍ତର

ମାଲକାନଗିରି : କାଲିମେଳା ବ୍ଲକ୍ ମୋଟୁ ଥାନା ଅନ୍ତର୍ଗତ ଏମ ପି ଭି ୩୬ ଗ୍ରାମରେ ପୁଅ ର ଧାରୁଆ ଅସ୍ତ୍ର ର ମାଡ ରେ ଜନ୍ମକଲା ମା ଗୁରୁତ୍ତର। ଗୁରୁତ୍ତର ଅବସ୍ତା ରେ ଦେଖି ଗ୍ରାମବାସୀ ଉଦ୍ଧାର କରି କାଲିମେଳା ମେଡିକାଲ କୁ ନେଇଥିଲେ।କାଲିମେଳା ରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ

ଶାଢ଼ୀ ଭିତରେ ଜିନିଷ ପୁରାଇ ଖସି ପଳାଉଥିଲା ମହିଳା ଲୁଟେରା ଗ୍ୟାଙ୍ଗ, ମାଡ଼ି ବସିଲା ପୋଲିସ୍

ଭୁବନେଶ୍ୱର: ପୋଲିସ କବ୍‌ଜାରେ ମହିଳା ଲୁଟେରା ଗ୍ୟାଙ୍ଗ। ୱେଷ୍ଟ ବେଙ୍ଗଲର ଏହି ୯ ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ମଲକୁ ମଲ ବୁଲି ଲୁଟ୍‌ କରୁଥିଲେ ଲେଡି ଲୁଟେରା । ଆଖି ଆଗରେ ଯାହା ପଡୁଥିଲା, ଆଖି ପିଛୁଳାକେ କରି ଦେଉଥିଲେ ଗାଏବ। ପିନ୍ଧିଥିବା ଡ୍ରେସ ଭିତରେ

ସତୀଗୁଡ଼ା ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା : ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସତୀଗୁଡ଼ା ଜଳଭଣ୍ଡାରରେ ନିଖୋଜ ୨ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ଆଜି ସକାଳେ ଉଦ୍ଧାର ହୋଇଛି। ଉକ୍ତ ମହିଳାଙ୍କ ନାଆଁ ତୁଳସୀ ମାଢି ବୋଲି ଜଣାଯାଇଛି। ଏବେ ମୃତକଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ନିଖୋଜ ଗୋବିନ୍ଦ ସରଦାରଙ୍କୁ ଉଦ୍ଧାର

ପାରାଦୀପରେ ହୋଟେଲ କର୍ମଚାରୀଙ୍କୁ ନିର୍ମମ ହତ୍ୟା

ପାରାଦୀପ: ପାରାଦୀପରେ ହୋଟେଲ କର୍ମଚାରୀଙ୍କୁ ନିର୍ମମ ହତ୍ୟା । ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଛି । ପାରାଦୀପ ଆଦର୍ଶଥାନାଠାରୁ ମାତ୍ର ଶହେ ମିଟର ଦୂରରେ ଥିବା ଅଟୋ ଷ୍ଟାଣ୍ଡ ନିକଟରେ ଏକ ପିଣ୍ଡିରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବଡ଼ ପଡିଆ ରେବିକା ହୋଟେଲ

କଟକ ଏସସିବିରୁ ଶାଢି ପିନ୍ଧି ଚମ୍ପଟ ମାରିଲା ବିଚାରାଧିନ କଏଦୀ

କଟକ : କଟକ ଏସସିବିରୁ ଶାଢି ପିନ୍ଧି ଚମ୍ପଟ ମାରିଲା ବିଚାରାଧିନ କଏଦୀ । ବାଥ ରୁମ ଯିବା ବାହାନାରେ ଛୁ ମାରିଲା । ଏନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଚୌଦ୍ୱାର ଜେଲ କର୍ତ୍ତୃପକ୍ଷ । ଚମ୍‌ମ୍ପଟ ମାରିଥିବା ବିଚାରଧୀନ କଏଦୀ ହେଲେ ଜଗତସିଂପୁର ନାଉଗାଁର ସଜନ ଦାସ । ଏକ

ପ୍ରତାପ ସାମଲଙ୍କ ୧୧ କୋଟି ଟଙ୍କାର ସଂପତ୍ତି ଆଟାଚ୍‌ କଲା ଇଡି

ଭୁବନେଶ୍ୱର :ଓଡ଼ିଶା ପୁଲିସ ଗୃହ ନିର୍ମାଣ ନିଗମ ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲ ଙ୍କ ୧୧ କୋଟି ଟଙ୍କାର ସଂପତ୍ତି ଆଟାଚ୍‌ କଲା ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)। ୧୧ କୋଟି ୩୫ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସଂପତ୍ତି ଆଟାଚ୍‌ କରିଛି ଇଡି। ପୂର୍ବରୁ ପ୍ରତାପଙ୍କ ଘରେ ଚଢ଼ଉ

ନିଶା ବିକିଲେ ରାଜଧାନୀରୁ ତଡ଼ିପାର ହେବେ ବେପାରୀ

ଭୁବନେଶ୍ବର: ନିଶା କାରବାର ବିରୋଧରେ କମିଶନରେଟ ପୋଲିସର ଜିରୋ ଟଲରାନ୍ସ। ରାଜଧାନୀରେ ରହିପାରିବେନି ନିଶା ବେପାରୀ। ନିଶା ବିକିଲେ ୬ ମାସ ପାଇଁ ହେବେ ତଡିପାର। ପ୍ରଥମ ଥର ନିଶା ବେପାରିକୁ କରାଗଲା ତଡିପାର। ପୂର୍ବରୁ ପେଶାଦାର ଅପରାଧୀଙ୍କୁ ତଡିପାର କରାଯାଉଥିଲା । White Spider

୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ

ଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା। ସୂଚନା ଅନୁଯାୟୀ, ବିଭାଜନ ପଟ୍ଟା (ଆରଓଆର) ପ୍ରଦାନ ପାଇଁ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା ଜଣେ