Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବିବାହ ଭୋଜି ଖାଇ ଫେରିବାବେଳେ ଜେଇଙ୍କୁ ସଂଘବଦ୍ଧ ଆକ୍ରମଣ
ବାଲେଶ୍ୱର : ଜେଇଙ୍କୁ ସଂଘବଦ୍ଧ ଆକ୍ରମଣ। ବିବାହ ଭୋଜି ଖାଇ ଫେରିବାବେଳେ ମରଣାନ୍ତକ ଆକ୍ରମଣ। ବିଦ୍ୟୁତ୍ କାଟ୍ ନେଇ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ନୀଳଗିରି ବିଦ୍ୟୁତ୍ ବିଭାଗ ଜେଇ ପାର୍ଥ ସାରଥୀ ବାରିକ ଓ ଜଣେ କର୍ମଚାରୀ ବିବାହ ଭୋଜି ଖାଇ ଫେରିବାବେଳେ!-->…
ୟୁଟୁବ୍ ଭିଡ଼ିଓକୁ କେନ୍ଦ୍ରକରି ଫୁଟିଲା ଗୁଳି, ୟୁଟୁବର ସମେତ ୬ ଅଭିଯୁକ୍ତ ଗିରଫ
ବାଲେଶ୍ବର: ଅଶ୍ଳୀଳ ଭାଷା ବ୍ୟବହାର କରି ୟୁଟ୍ୟୁବରେ ଭିଡ଼ିଓ ପୋଷ୍ଟିଂ କରୁଥିଲା। ଆଉ ଲକ୍ଷ ଲକ୍ଷ ଟଙ୍କା ଉପାର୍ଜନ କରୁଥିଲା। ଏକ ପୋଷ୍ଟିଂ ଭିଡ଼ିଓରେ ଜଣେ ଫଲୋଅରଙ୍କ କମେଣ୍ଟକୁ କେନ୍ଦ୍ର କରି ୟୁଟୁବର ଗୁଳି ଚଳାଇଥିଲା। ଗୁଳିକାଣ୍ଡ ସମ୍ପର୍କରେ ଅଭିଯୋଗ ହେବା ପରେ ପୁଲିସ ୬ଜଣ ଅଭିଯୁକ୍ତକୁ!-->…
ଗଞ୍ଜେଇ କାରବାରରୁ ବାପ, ପୁଅ କୋଟିପତି
ବ୍ରହ୍ମଗିରି : ନିଶା କାରବାରରୁ କୋଟିପତି ହୋଇଥିବା ଓ ଆଖି ଖୋସିଦେଲା ଭଳି ଅଚଳାଚଳ ସମ୍ପତ୍ତି ଠୁଳ କରିଥିବା ମାଫିଆ ବାପ, ପୁଅଙ୍କୁ ଗିରଫ କରିଛି ଏସ୍ଟିଏଫ୍ ଓ ବ୍ରହ୍ମଗିରି ପୁଲିସ। ନିଶା କାରବାର କରି ଠୁଳ କରୁଥିବା ବହୁ ସଂଖ୍ୟକ ପ୍ଲଟ, ଏକାଧିକ ଆଲିସାନ୍ ଘର, ଦୋକାନ, ଗୋଦାମ, କାର,!-->…
ପରକିୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ୪ଦିନ ପରେ ସ୍ୱାମୀ ଗିରଫ
ନୂଆପଡା : ପରକିୟା ପ୍ରୀତି ସନ୍ଦେହରେ ପତ୍ନୀକୁ ହତ୍ୟା। ଜଙ୍ଗଲ ମଧ୍ୟରେ ପିଟିପିଟି ହତ୍ୟା ପରେ ଫେରାର ସ୍ୱାମୀ ଫେରାର। ୪ଦିନ ପରେ ମୃତଦେହ ଉଦ୍ଧାର ସହ ଗିରଫ ହେଲା ସ୍ୱାମୀ। ନୂଆପଡା ଜିଲା କୋମନା ଥାନା ଅଞ୍ଚଳରେ ଘଟିଛି ଏଭଳି ହତ୍ୟାକାଣ୍ଡ।
ସୂଚନା ଅନୁଯାୟୀ , ୨୪ତାରିଖରେ ଛତାଗାଁର!-->!-->!-->…
ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନବରଙ୍ଗପୁର ଜିଲ୍ଲା ଉମରକୋଟ ବୈପାରିଭଟା ଜଙ୍ଗଲରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯୁବକଙ୍କ ନାମ ମନଭତ ଭତରା ଓ ଯୁବତୀଙ୍କ ନାମ ପୁନେଇଁ ଭତରା ବୋଲି ଜଣା ପଡିଛି। ଉଭୟ ବୋକଦା ପଞ୍ଚାୟତର ତାରାଗାଁ ଗୋଟିଗୁଡ଼ା ଗ୍ରାମର।
ଗତ କାଲି ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନଥିଲେ।!-->!-->!-->…
ବିବାହର ୩ ମାସ ନପୁରୁଣୁ ସଡ଼କ ଦୁର୍ଘଟଣାରେ ଚାଲିଗଲା ଡାକ୍ତରଙ୍କ ଜୀବନ
ଭୁବନେଶ୍ୱର: ବିବାହର ୩ ମାସ ନପୁରୁଣୁ ଚାଲିଗଲା ଡାକ୍ତରଙ୍କ ଜୀବନ। ବିବାହର ୩ ମାସିକ ପୂର୍ତ୍ତି ପାଳନ କରିବାକୁ ଯାଉଥିବା ବେଳେ ଜଗି ବସିଥିଲା ମୃତ୍ୟୁ। ଏବେ ପରିବାରରେ ଶୋକର ଲହରି ଖେଳି ଯାଇଛି। ରାଜଧାନୀ ଭୁବନେଶ୍ବରରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ସଡ଼କ ଦୁର୍ଘଟଣାରେ ଡାକ୍ତର!-->…
ଦୁର୍ଘଟଣା ଗ୍ରସ୍ତ ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଜଣେ ମୃତ
ଯାଜପୁର : ଟ୍ରକ ପଛ ପଟୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ। ଘଟଣାସ୍ଥଳରେ ଜଣେ ମୃତ। ଆଜି ସକାଳୁ ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର କୁଆଖିଆ ଛକ ନିକଟରେ।
ସୂଚନା ମୁତାବକ ଗତକାଲି ରାତିରୁ ଦୁର୍ଘଟଣା ଗ୍ରସ୍ତ ହୋଇ ଜାତୀୟ ରାଜପଥରେ ଛିଡା ହୋଇଥିବା ଟ୍ରକ ପଛରେ ଧକ୍କା!-->!-->!-->…
ଗାଁ ଦାଣ୍ଡରେ ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲା ଦୁର୍ବୃତ୍ତ, ସାନଭାଇର ମୃତ୍ୟୁ ଓ ବଡ଼ଭାଇ ଗୁରୁତର
ଖୋର୍ଦ୍ଧା: ଜଘନ୍ୟ ହତ୍ୟା । ଗାଁ ଦାଣ୍ଡରେ ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଆକ୍ରମଣରେ ସାନଭାଇର ମୃତ୍ୟୁ, ବଡ଼ଭାଇ ଗୁରୁତର । ଖୋର୍ଦ୍ଧା ବୋଲଗଡ ବ୍ଲକ ସାନକୁମାରୀ ଗାଁରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ମୃତକ!-->…
ନେମାଳ ଥାନା ନାଗସପୁର ବାଲିଘାଟରେ ଗୁଳିମାଡ଼
କଟକ: ବାଲିଘାଟରେ ଗୁଳିମାଡ଼ । ବୁଲଡୋଜର ଜାଳିଦେଲ ଦୁର୍ବୃତ୍ତ । କଟକ ଜିଲ୍ଲା ନେମାଳ ଥାନା ନାଗସପୁର ଥିବା ଏକ ବାଲି ଘାଟରେ ଗୁଳିମାଡ ହୋଇଛି। ଗୁଳିମାଡ଼ ସହ ଏକ ବୁଲଡୋଜର ଜାଳିଦେଇଛନ୍ତି ଦୁର୍ବୃତ୍ତ । ବାଲିଘାଟର କର୍ମଚାରୀଙ୍କ ଅଭିଯୋଗ ମୁତାବକ, ଗତକାଲି ବିଳମ୍ବିତ ରାତିରେ ୩ରୁ ୪ଜଣ!-->…
ପର୍ଜଙ୍ଗ ତହସିଲଦାରଙ୍କୁ ପ୍ରାଣାନ୍ତକ ଆକ୍ରମଣ ଘଟଣା: ୮ ଅଭିଯୁକ୍ତ ଗିରଫ
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ତହସିଲଦାର ସିରିୟଲ ସୁଭ୍ର ପଟେଲ ଓ ରାଜସ୍ବ ନିରୀକ୍ଷକ ଆଲୋକ ଲେଙ୍କାଙ୍କୁ ଶୁକ୍ରବାର ଦିନ ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ଏହି ମାମଲାରେ ସଂପୃକ୍ତ ଥିବା ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୁକ୍ତାପସି ଗାଁର ପ୍ରଫୁଲ୍ଲ!-->…