Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ…
ଭୁବନେଶ୍ୱର: ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ମୁହଁରେ ମୁଖା, ହାତରେ ଶାବଳ ଧରି ରାଜଧାନୀରୁ ଲୁଟିଲେ ଲୁଟେରା । ତମାଣ୍ଡୋ ଥାନା କଳିଙ୍ଗ ବିହାର K4ଏଲଆଇଜି ପ୍ଲଟ ୮୬୭ ଥିବା ପତାଞ୍ଜଳି ଷ୍ଟୋରରୁ ଲୁଟ୍ ଲକ୍ଷାଧିକ ଟଙ୍କାର ମେଡିସିନ ସହ ୫୦ ହଜାରରୁ ଊର୍ଦ୍ଧ୍ବ ନଗଦ ଟଙ୍କା!-->…
ଅର୍କେଶଙ୍କ ବିରୋଧ ଅଭିଯୋଗ କଲେ ପତ୍ନୀ ଅଦ୍ରିଜା…
ବଲାଙ୍ଗିର : ଏବେ ଚର୍ଚ୍ଚାରେ ବଡ ଘର ବଡ ଗୁମର କଥା। ପଦାରେ ପଡିଲା ବଲାଙ୍ଗିର ରାଜ ପରିବାରର ଘରୋଇ କଳି । ଏବେ ରାଜ ପରିବାରର ଅର୍କେଶ ନାରାୟଣ ସିଂଦେଓ ଓ ଆଦ୍ରିଜା ମଞ୍ଜରୀ ସିଂ ଦେଓଙ୍କ କଳି ହାଟରେ ପଡି ଦାଣ୍ଡରେ ଗଡୁଛି । ଅଦ୍ରିଜାଙ୍କୁ ତାଙ୍କ ସ୍ୱାମୀ ଅର୍କେଶ ମାଡ ମାରିଥିବା ନେଇ!-->…
ଜମି ରୁ ଅଜଣା ବ୍ୟକ୍ତିର ମୃତ ଦେହ ଠାବ, ହତ୍ୟା ନା ଆତ୍ମହତ୍ୟା…!
ଉମରକୋଟ (୧୬/୦୫/୨୦୨୩)ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ପାରୁଆ ପଞ୍ଚାୟତ ଅନ୍ତର୍ଗତ ମହୁଭାଟା ଗ୍ରାମର ପବିତ୍ର ଗଣ୍ଡଙ୍କୁ ଧାନ ବିଲ ଭିତରେ ଏକ ଅଜଣା ବ୍ୟାକ୍ତିର ଶବ ପଡ଼ିଥିବା ଛେଳି ଚରାଇ ଯାଉ ଥିବା ଛୋଟ ଛୋଟ ପିଲା ମାନେ ଦେଖି ଡରରେ ଦୌଡ଼ି ପଳାଇ ଗ୍ରାମରେ ଯାଇ ନିଜ ପରିବାର ଓ!-->…
ଚୋର ଲେଖିଲା ପ୍ରାୟଶ୍ଚିତ ଚିଠି, ନଅ ବର୍ଷ ପରେ ଫେରାଇଲା ଠାକୁର ଗୋପୀନାଥଙ୍କ ଚୋରି ଗହଣା
ଭୁବନେଶ୍ୱର: “ହଁ ମାନୁଛି ନଅ ବର୍ଷ ତଳେ ପ୍ରଭୁ ଗୋପୀନାଥଙ୍କର ଅଳଙ୍କାର ସବୁ ଚୋରି କରି ନେଇଯାଇଥିଲି। ହେଲେ ଶାନ୍ତିରେ ଗୋଟିଏ ଦିନ ବି ରହିପାରିନି। ବିଭିନ୍ନ ରୋଗ ବ୍ୟାଧି ହେଲା । ଯେତେ ଯୁଆଡେ ଡାକ୍ତର ଦେଖାଇଲି ଭଲ ହୋଇପାରୁନଥିଲା । ଯୁଆଡେ ଗଳି କନ୍ଦି ଗଲି ସାପ ଜଗି ବସି ରହିଲା ।!-->…
ବ୍ୟବସାୟୀଙ୍କୁ ଗୁଳିମାଡ଼, ଲୁଟେରାକୁ କାବୁ କରି ନିସ୍ତୁକ ପିଟିଲେ ସ୍ଥାନୀୟ ଲୋକେ
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ବ୍ୟବସାୟୀଙ୍କୁ ଗୁଳିମାଡ଼ । ଜାତୀୟ ରାଜପଥ ଉପରେ ଲୁଟେରାଙ୍କ ଗୁଳି ମାଡ଼ରେ ବ୍ୟବସାୟୀ ଗୌରବ କୁମାର ଦାସଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ବହଳଦା ବାଇପାସ ୨୨୦ ନଂ ଜାତୀୟ ରାଜପଥରେ!-->!-->!-->…
ଦିନ ଦ୍ୱିପହରରେ ଗହଣା ସୋ’ ରୁମ୍ରୁ ଲୁଟି ନେଲେ ପ୍ରାୟ ୧୨ କୋଟିର ସୁନା ଅଳଙ୍କାର
ଯାଜପୁର:ଆଜି ମଧ୍ୟାହ୍ନରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ବ୍ୟାସନଗର ସହରରେ ବଡଧରଣର ଲୁଟ ହୋଇଛି। ସହରରେ ଦୀର୍ଘ ଦିନରୁ ବ୍ୟବସାୟ କରୁଥିବା ସିନକୋ ଗୋଲ୍ଡ ସୁନା ଦୋକାନରୁ ପାଖାପାଖି ୧୨ କୋଟି ଟଙ୍କାର ସୁନାଗହଣା ଲୁଟ ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଆଜି ମଧ୍ୟାହ୍ନ ୧.୩୦ ସମୟରେ ୨ ଜଣ!-->…
ଦମ୍ପତିଙ୍କୁ ଗୁଳିମାଡ, ଲୁଟିଲେଅଢେଇ ଲକ୍ଷ ଟଙ୍କା
ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କିଞ୍ଜିରକେଲା ଥାନା ହୁରମେଇ ଗ୍ରାମରେ ଗୁଳିମାଡ଼। ସ୍ଵାମୀ ଓ ସ୍ତ୍ରୀକୁ ଗୁଳିମାଡ଼ ହୋଇଥିବା ସୂଚନା। ଫଟୋ ଉଠାଇବା ବାହାନାରେ ଆସି ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ସୂଚନା । ହୁରମେଇ ଗ୍ରାମର ବସନ୍ତ ବାରା ନିଜ ଘରେ କରିଥିବା ଜନସେବା!-->…
ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ
ବାଲେଶ୍ଵର: ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ହୋଇଛି ୨୦ ବର୍ଷ ଜେଲ ଦଣ୍ଡାଦେଶ। ଏଥିସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଏହି ଶିକ୍ଷକ ଜଣକ ସ୍ଥାନୀୟ ରାମପୁରର ବସନ୍ତ ଦାସ( ୫୯)। ଆଜି ବାଲେଶ୍ଵର ଜିଲ୍ଲା ସ୍ଵତନ୍ତ୍ର ପକ୍ସୋ କୋର୍ଟ ଏହି ଦଣ୍ଡାଦେଶ କରିଛନ୍ତି। ଜରିମାନା ଅନାଦେୟ!-->…
ଫାରୁକ୍ ହତ୍ୟା ମାମଲା: ନିର୍ଦ୍ଦୋଷରେ ଖଲାସ ହେଲେ ଡି ବ୍ରଦର୍ସ
କଟକ: ବହୁଚର୍ଚ୍ଚିତ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍ ଫାରୁକ୍ ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ୨ ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ଓ ସୁଶିଲ ଧଳସାମନ୍ତ। ଏଥିସହ ସହଯୋଗୀ ଆରିଫ୍ ଖାଁକୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଜିଲ୍ଲା ଦୌରା ଜଜ୍। ତଥ୍ୟ ପ୍ରମାଣ ଅଭାବରୁ ଏ ତିନିଜଣଙ୍କୁ!-->…
୫ ଦିନିଆ ରିମାଣ୍ଡରେ ଆସିବେ ପାକିସ୍ତାନ ଗୁଇନ୍ଦା ଏଜେଣ୍ଟଙ୍କୁ ତଥ୍ୟ ଯୋଗାଉଥିବା ଗିରଫ ୩ ଅଭିଯୁକ୍ତ
ଭୁବନେଶ୍ବର: ISI ଏଜେଣ୍ଟକୁ OTP ସେୟାର ସେୟାର କରି ୩ ଓଡ଼ିଆ ଗିରଫ ଘଟଣାରେ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କଲା STF । ୫ ଦିନିଆ ରିମାଣ୍ଡ ଆବେଦନ କଲା କ୍ରାଇମବ୍ରାଞ୍ଚ STF। ଜବତ ହୋଇଥିବା ବ୍ୟାଙ୍କ ଆକାଉଣ୍ଟର ତଥ୍ୟ ଜାଣିବା ପାଇଁ ବ୍ୟାଙ୍କ୍କୁ ଚିଠି ଲେଖିବ କ୍ରାଇମବ୍ରାଞ୍ଚ STF ।!-->…