Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଘରକୁ ଆସିଥିବା ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା
ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ହାତିନୋଟା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ ଗାଁର ପ୍ରେମାନନ୍ଦ ନାଏକ ତାଙ୍କ ଘର ପାଖରେ ଥିବା ସଜୁନା ଗଛରେ ବେକରେ ଚୁନି ବାନ୍ଧି ଆତ୍ମହତ୍ୟା କରିଛନ୍ତି।
ପ୍ରେମାନନ୍ଦ ପେୁଲିସ୍ କନେଷ୍ଟବଳ (ଏ.ଏସ୍.ଏ.ପି) ଭାବରେ!-->!-->!-->…
ଗ୍ରାମରେ ପ୍ରଜାକୋର୍ଟ : ନିରିହ ଯୁବକଙ୍କୁ ଚୋର ଭାବି ଗ୍ରାମବାସୀ ମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା…
ହଜି ଗଲା ମାନବିକତା ମରି ଗଲା ମଣିଷ ପଣିଆ..!
ବାହାବେଦିରେ ବାଇକ୍ ଡିମାଣ୍ଡ କଲା ବର: ଥାନାରେ ଅଟକ
ବଲାଙ୍ଗୀର: ବଲାଙ୍ଗୀର ସହରର ଶ୍ରୀରାମନଗର ଏକ ବାହାଘରରେ ବେଦିରେ ବାଇକ ମାଗି ଏବେ ଥାନାରେ ଅଟକ ବର। ବାହା ଭାଙ୍ଗି ଥାନାର ଦ୍ୱାରସ୍ଥ ହେଲେ କନ୍ୟା ପିତା। ବେଦିରୁ ବରକୁ ଉଠାଇଆଣିଲା ଟାଉନ ପୁଲିସ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ସହର ଶ୍ରୀରାମନଗର ପଡ଼ାରେ। ବୁର୍ଲାର ଏମଡି ଶେଖ!-->…
ଓଡ଼ିଶା ସିମକାର୍ଡର ପାକିସ୍ତାନ ଲିଙ୍କ: ଲାଗିବ ଦେଶଦ୍ରୋହ ଅପରାଧ ଦଫା
ଭୁବନେଶ୍ବର: ଓଡ଼ିଶା ସିମକାର୍ଡର ପାକିସ୍ତାନ ଲିଙ୍କ ନେଇ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ)କୁ ସାଂଘାତିକ ତଥ୍ୟ ମିଳିବା ପରେ ତନାଘନା ଚଳାଇଛି ଏସଟିଏଫ୍ । ଏହି ମାମଲାରେ ମାଷ୍ଟରମାଇଣ୍ଡ ପଠାଣୀ ସାମନ୍ତ ଲେଙ୍କା ବିରୋଧରେ ଦେଶଦ୍ରୋହ ଅପରାଧ ଦଫା ଲାଗିବ ବୋଲି ସୂଚନା ରହିଛି।
!-->!-->!-->…
ବାଇକକୁ ଧକ୍କା ଦେଲା ବୋଲେରୋ, ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ
ନୂଆପଡା : ନୂଆପଡା ଜିଲ୍ଳା ପତୋରା ମୁଖ୍ୟ ରାସ୍ତାର ଭେରା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ବାଇକକୁ ବୋଲେରୋ ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ ଆରୋହୀ ଜଣକ ହେଲେ ଧରମବନ୍ଧା ଗାଁର!-->…
ବୋଲେରୋ ଧକ୍କାରେ ଶଳା ଓ ଭିଣୋଇଙ୍କ ସମେତ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ
ବଲାଙ୍ଗୀର: ସାବିତ୍ରୀ ଅମାବାସ୍ୟାରେ ଅଘଟଣ। ବୋଲେରୋ ଧକ୍କାରେ ତିନିଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଭିତରେ ଅଛନ୍ତି ଦୁଇଜଣ ଶଳା-ଭିଣୋଇ। ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା-ଭରସୁଜା ରାସ୍ତାର କରକାଚିଆ ଛକ ଠାରେ।
ସୂଚନା ଅନୁସାରେ ବାଇକ୍ ଚାଳକ ରାଜେଶ ପଟେଲ, ଭିଣୋଇ!-->!-->!-->…
ପଶ୍ଚିମବଙ୍ଗ ବାଣ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତଙ୍କର କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
କଟକ: ଜଳେଶ୍ବର/ଭୋଗରାଇ: ପଶ୍ଚିମବଙ୍ଗ ବାଣ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ଭାନୁ ବାଗଙ୍କର କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବାର ଖବର ମିଳିଛି। ୧୬ ତାରିଖ ରାତି ୨ ଟା ସମୟରେ ସେ ଭର୍ତି ହୋଇଥିଲେ। ତାଙ୍କ ଶରୀରର ୮୦% ଭାଗ ଜଳିଯାଇଥିଲା। ଘର ତାଙ୍କର!-->…
ବାଲି ମାଫିଆଙ୍କ କବଳରେ ଆସିକା : ମାଲ ଖାଇ ପ୍ରଶାସନ ସାଜିଛି ଧୃତରାଷ୍ଟ…
ସୂଚନା ଆଇନ କୁ ଆସ୍କା ତହସିଲ ଫୁ...!
କନ୍ଧମାଳ : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ଚାଉଳ ଲୁଟ୍ ଅଭିଯୋଗ : ତଦନ୍ତ ଦାବୀ
ଫୁଲବାଣୀ // ବାଲିଗୁଡା : କନ୍ଧମାଳ ଜିଲାରେ ହିତାଧିକାରୀଙ୍କ ଚାଉଳ ହେରଫେର ହେଉଥିବା ଅଭିଯୋଗ ହୋଇଛି। ବିଗତ ଦିନରେ କୁଟିଆ କନ୍ଧଙ୍କ ଚାଉଳ ହରିଲୁଟକୁ ନେଇ ଜିଲାରେ ଚର୍ଚ୍ଚା ଜୋର ଧରିଥିଲା। ଘଟଣାକୁ ଚପାଇ ଦେବାକୁ ସେତେବେଳେ ବେଶ ଉଦ୍ୟମ କରାଯାଇଥିଲା। ଆଜି ପର୍ଯ୍ୟନ୍ତ ସେହି ଘଟଣାର ତଦନ୍ତ!-->…
ସରକାରୀ ବସ କୁ ଗୁଳିମାଡ଼ ମାମଲାରେ ଘଟଣା ସ୍ଥଳରେ ସାଇନ୍ଟଫିକ ଟିମର ତନାଘନା…
ମାଲକାନଗିରି : ଚିତ୍ରୋକୋଣ୍ଡା ରୁ ବ୍ରହ୍ମପୁର ଯାଉଥିବା ସରକାରୀ ବସ ନଂ OD 07 AK4255 ଉପରକୁ ଗତକାଲି ଗୁଳି ମାଡ଼ ଘଟଣାକୁ ନେଇ ତଦନ୍ତ ଜାରି ରହିଥିଲା ବେଳେ ଗତକାଲି ଠାରୁ ସମସ୍ତ ଯାତ୍ରୀଙ୍କୁ ପଚରା ଉଚରା କରିବା ସହ ବୈପାରିଗୁଡା ପୋଲିସ ଅଟକ ରଖିଥିବା ଜଣାପଡିଛି । ଗତକାଲି ରାତିରେ!-->!-->!-->…