Browsing Category

ଅପରାଧ

ଘରେ ପଶିଲେ ୮ ଡକାୟତ, ଲୁଟି ନେଲେ ଟଙ୍କା ସହ ସୁନା

ବାଲେଶ୍ୱର: ୨ ମାସ ତଳେ ଘରକୁ ଆସିଥିଲା ନୂଆ ବୋହୂ । ତେଣୁ ଘରେ ସୁନା ଗହଣା ସାଙ୍ଗକୁ ନଗଦ ଟଙ୍କା ବି ଥିଲା। ଏହା ଜାଣି ପାରି ଗତ ରାତିରେ ମାରଣାସ୍ତ୍ର ଧରି ଘରେ ପଶିଲେ ୮ ଡକାୟତ । ଆଉ ଶାଶୂ, ବୋହୂଙ୍କୁ ବନ୍ଧୁକ, ଭୁଜାଲି ଦେଖାଇ ଲୁଟି ନେଲେ ୫୦ ହଜାର ଟଙ୍କା ସାଙ୍ଗକୁ ୫ ଭରି ସୁନା। ଏପରି ଏକ

ବାଇକକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ

ଗଜପତି : ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠା ଛକ ନିକଟରେ ଦୁର୍ଘଟଣା ଘଟିଛି। ବାଇକକୁ ଧକ୍କା ଦେଲା ଟ୍ରକ। ଫଳରେ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟ ହୋଇଛି। ଘଟଣାସ୍ଥଳରେ ପାରଳାଖେମୁଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜସମନ୍ତ ଗମାଙ୍ଗ ବଡଓ୍ବାର୍ଦା ବୋଲି ଜଣାପଡିଛି।

ପୁରୀରୁ ଫେରୁଥିବା ବେଳେ କାରକୁ ଧକ୍କା ଦେଲା ଟ୍ରକ, ୪ ଗୁରୁତର

ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଜଗନ୍ନାଥ ରାଇସ ମିଲ୍‌ ନିକଟରେ ଦୁର୍ଘଟଣା । କାର୍‌ ସହ ଟ୍ରକର ଧକ୍କା । ଏହି ଦୁର୍ଘଟଣାରେ ଚାରି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ୩ ସାଙ୍ଗ ମୃତ

ଯାଜପୁର: କାଳିଆ ଦର୍ଶନ ପାଇଁ ବାହାରିଥିଲେ ୩ ସାଙ୍ଗ । ହେଲେ ମଝି ବାଟରେ ଘଟିଲା ଅଘଟଣ। ରାତି ଅଧରେ ଏକ ଅଜଣା ଗାଡ଼ି ଚଢ଼ି ଯିବାରୁ ରାସ୍ତା ଉପରେ ହିଁ ଜୀବନ ହାରିଲେ ୩ ସାଙ୍ଗ । ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡେଇ ଛକ ନିକଟରେ ଘଟିଛି ।

ଭିଜିଲାନ୍ସ ଜାଲରେ ଜୁନିୟର ଷ୍ଟେନୋଗ୍ରାଫର

ନୟାଗଡ଼: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ଟ୍ରେଜେରୀ ଅଫିସର ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର। ସେ ୪୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ୧୬୧ ଜଣ

ଶାଗ ଖାଇ ପରିବାରର ଜଣେ ମୃତ, ଦୁଇ ଗୁରୁତର

ସୁନ୍ଦରଗଡ଼ //ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ବ୍ଲକର ସାଲେଇ ପାଲି ଗାଁରେ ଘଟିଛି ଅଘଟଣ। ଭାତ ସହିତ ବାଡ଼ି ଶାଗ ଖାଇବା ପରେ ଅସୁସ୍ଥ ହୋଇ ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଥିବା ଅଭିଯୋଗ ହୋଇଥିବା ବେଳେ ତାଙ୍କ ମାମୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ମୃତ ଯୁବତୀଙ୍କ ନାଁ ଅନୁ

ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଭୁଅନେଶ୍ୱର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ମୃତୁର କାରଣ ଅସ୍ପଷ୍ଟ ରହିଛି । ମୃତକ ଜଣକ ମଞ୍ଚେଶ୍ୱରର ଏକ ଘରୋଇ କଲେଜର ITI ଇଲେକଟ୍ରିକାଲ ଛାତ୍ର ଥିଲେ । ତାଙ୍କ ଘର କେଉଁଝର ଅଞ୍ଚଳର ବୋଲି କୁହାଯାଉଛି ।

ରାଜଧାନୀରେ ATM ଲୁଟ୍ କୁ ପଣ୍ଡ କଲା ପୋଲିସ

ଭୁବନେଶ୍ୱର : ରାଜଧାନୀରେ ATM ଲୁଟ୍ କୁ ପଣ୍ଡ କଲା ପୋଲିସ। ଗତକାଲି ବିଲମ୍ବିତ ରାତିରେ ସୈନିକ ସ୍କୁଲ ପଛପଟେ ଥିବା sbi ATM ଲୁଟ ପାଇଁ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ। ଲୁଟେରାଙ୍କୁ ୩ଘଣ୍ଟା ଧରି ପିଛା କଲା କମିଶନରେଟ୍ ପୋଲିସର ୭ଟି ପିସିଆର ଭ୍ୟାନ୍ । ଶେଷରେ ଚନ୍ଦ୍ରଶେଖରପୁର ଅଞ୍ଚଳର

ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ

ଗଜପତି : ବିପତ୍ତି ହଟୁ ନାହିଁ ଗଜରାଜଙ୍କ ଉପରୁ । ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ମୃତ୍ୟୁ ଅନୁମାନ। ସୀମାନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲ୍ଲା ବାମିନି ମଣ୍ଡଳମ କାଟ୍ରାଗଡ଼ ଗାଁ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମର ନିକଟରେ ପଡିଛି ହାତୀଙ୍କ ମୃତଦେହ। ଆଉ ୨ଟି ହାତୀ ଆହତ ହୋଇଥିବା

ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ…

ଛତ୍ରପୁର : ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଉକ୍ତ ଲାଞ୍ଚ ଟଙ୍କା ସହ ବିଭିନ୍ନ କାଗଜ ପତ୍ରକୁ ଭିଜିଲାନ୍ସ ଟିମ ଜବତ