Browsing Category

ଅପରାଧ

ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ

କୁଚିଣ୍ଡା: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ସମ୍ବଲପୁର ଜିଲ୍ଲା ଜମନକିରା ଥାନା ବଡ଼ମାଲ ପଞ୍ଚାୟତ ନୂଆଁଡିହି ଗାଁରେ ଅଭାବନୀୟ ଘଟଣା ଘଟିଛି। ରୋଷେଇ କରିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖାଯାଇଛି। ଘଟଣାସ୍ଥଳରେ ପୋଲିସ

ମା’କୁ ଧକ୍କା ମାରି ନାବାଳିକା ଝିଅର ତଣ୍ଟି କାଟିଦେଲା ଦୁର୍ବୃତ୍ତ…

ଅନୁଗୋଳ: ଘରେ ପଶି ନାବାଳିକାର ତଣ୍ଟିକାଟି ଜଣେ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠ କୁଇଓ ଗ୍ରାମରେ। ଡାକ୍ତର ନାବାଳିକାକୁ ମୃତ ଘୋଷଣା କରିଛନ୍ତି। ମୃତ ନାବାଳିକା ଜଣଙ୍କ ହେଲେ ଭାଗିରଥି ସାହୁଙ୍କ ଝିଅ ଖୁସି ସାହୁ।

ପୋଲିସ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ…

ମାଲକାନଗିରି: ଏନକାଉଣ୍ଟରରେ ଟଳିପଡିଲେ ୨ ନକ୍ସଲ। ଛତିଶଗଡ଼ ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ଯବାନ-ମାଓବାଦୀ ମୁହାଁମୁହିଁ। ପୋଲିସ୍ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। LOS କମାଣ୍ଡର ମଡକମ ନାଁରେ ୮ ଲକ୍ଷ ଓ ମହିଳା

କାମାକ୍ଷାନଗର ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା…

କାମାକ୍ଷାନଗର: ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା । ଘରକୁ ଫେରିବା ବେଳେ ସଂଘବଦ୍ଧ ଆକ୍ରମଣ । ହାଣି ପକାଇଲେ ଦୁର୍ବୃତ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ନିର୍ମମ ଭାବରେ ହାତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାଁ

୫ ହାଇୱେ ଲୁଟେରା ଗିରଫ ପରେ କୋର୍ଟ ଚାଲାଣ

ବାଲେଶ୍ୱର : ଦିନ କୁ ଦିନ ବଢି ଚାଲିଛି ଲୁଟେରାଙ୍କ ପ୍ରାଦୁର୍ଭାବ । ରାଜରାସ୍ତାରେ ଯାଉଥିବା ବେଳେ ସେମାନଙ୍କୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଦେଖାଇ ମୋବାଇଲ, ବାଇକ କିମ୍ବା କୌଣସି ଅନ୍ୟାନ୍ୟ ଜିନିଷକୁ ଲୁଟ କରୁଥିଲେ ଲୁଟେରା । ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସିବା ପରେ ପୋଲିସର

ଚାକିରି ଦେବାକୁ କହି କୋଟିଏରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ, STF ହାତରେ ଧରାପଡିଲା ନକଲି ଭିଜିଲାନ୍ସ SP

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ STF ହାତରେ ଧରାପଡିଲା ଠକ । ଭିଜିଲାନ୍ସ SP ବୋଲି ପରିଚୟ ଦେଇ କରୁଥିଲା ଭାଣ୍ଡାମି । ଇଞ୍ଜିନିୟର, କଣ୍ଟ୍ରାକ୍ଟରଙ୍କୁ ଦେଉଥିଲା ଖୋଲାଖୋଲି ଧମକ । ASO ଚାକିରି ଦେବାକୁ କହି ଲୁଟିଛି ଟଙ୍କା । ସରକାରୀ ଚାକିରିଆ ହୁଅନ୍ତୁ ବା ଠିକାଦାର ଅଥବା NGO । ଭିନ୍ନ

ଧାନବାଦ ଏକ୍ସପ୍ରେସ ଟଏଲେଟରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା:ଖୁବ୍‌ଶୀଘ୍ର ଖୋଲିବ ହତ୍ୟାକାଣ୍ଡର ଗୁମର

ଭୁବନେଶ୍ବର : ରାଉରକେଲାରୁ ନିରାଶ, ଭୁବନେଶ୍ୱରରେ ଖିଅ ଖୋଜା । ଭୁବନେଶ୍ୱରରେ ଧାନବାଦ ଏକ୍ସପ୍ରେସ ଟଏଲେଟରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାରେ ଏଯାଏ ମିଳିନି ପରିଚୟ । ରାଉରକେଲାରେ ତନାଘନା ପରେ ଜିଆରପିକୁ ବଡ଼ ସୁରାକ ମିଳିଲାନି । ଅନୁମାନ କରାଯାଉଛି, ଭୁନେଶ୍ୱରରେ ମହିଳାଙ୍କୁ ହତ୍ୟା

କୁଖ୍ୟାତ ମାଓବାଦୀ ହିଡମାର ମୁଖ୍ୟ ସହଯୋଗୀର ମୃତ୍ୟୁ

ମାଲକାନଗିରି : କୁଖ୍ୟାତ ମାଓବାଦୀ ହିଡମାର ମୁଖ୍ୟ ସହଯୋଗୀର ମୃତ୍ୟୁ । ହିଡମା ସହଯୋଗୀ ଟପ୍‌ ମାଓ ନେତା ବସନ୍ତ ଅରଫ ସମଲୁର ମୃତ୍ୟୁ । ସ୍ୱାସ୍ଥ୍ୟ ସମସ୍ୟା ଥିବାରୁ ମୃତ୍ୟୁ ହୋଇଥିବା ମାଓ ସଂଗଠନର ପ୍ରବକ୍ତା ସମତା ଏକ ପ୍ରେସନୋଟ୍‌ ଜରିଆରେ ଏହି ସୂଚନା ଦେଇଛନ୍ତି । ଟପ୍‌ ମାଓ ନେତା ହିଡମା

ନୟାପଲ୍ଲୀ ବେହେରା ସାହି ଲେଡିଜ୍‌ ହଷ୍ଟେଲରେ ଗୁଣ୍ଡାଗର୍ଦ୍ଦି ଘଟଣା: ସିସିଟିଭି ଫୁଟେଜ୍‌ ଆଧାରରେ ତିନି ଜଣ ଅଟକ

ଭୁବନେଶ୍ୱର : ଭୁବନେଶ୍ୱର ନୟାପଲ୍ଲୀ ବେହେରା ସାହିରେ ଲେଡିଜ୍‌ ହଷ୍ଟେଲରେ ଗୁଣ୍ଡାଗର୍ଦ୍ଦି ଘଟଣାରେ ୩ ଜଣ ଅଟକ । ସିସିଟିଭି ଫୁଟେଜ୍‌ ଆଧାରରେ ତିନି ଜଣଙ୍କୁ ଅଟକ ରଖିଛି ନୟାପଲ୍ଲୀ ଥାନା ପୋଲିସ । ସେମାନଙ୍କୁ ପଚରାଉଚରା ଚାଲିଛି । ଲେଡିଜ୍‌ ହଷ୍ଟେଲରେ ଗଣ୍ଡଗୋଳ ଓ ମାରପିଟ୍‌ ଘଟଣାରେ

ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସ ଉପରେ ମରଣାନ୍ତକ ଆକ୍ରମଣ, ମହିଳା ଏଏସଆଇ ଗୁରୁତର

ତିର୍ତ୍ତୋଲ: ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସ ହଟହଟା । ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଶିରୋଳ ଗାଁରେ ପୋଲିସ ଉପରେ ଆକ୍ରମଣ ହୋଇଛି । ଏକ ମାମଲାର ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଯାଇଥିଲା ପୋଲିସ । ଏତିକିବେଳେ ପୋଲିସ ଟିମ