Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବିଦ୍ୟୁତ୍ ଆଘାତରେ ୪ ହାତୀଙ୍କ ମୃତ୍ୟୁ
ଗଜପତି : ବିପତ୍ତି ହଟୁ ନାହିଁ ଗଜରାଜଙ୍କ ଉପରୁ । ବିଦ୍ୟୁତ୍ ଆଘାତରେ ୪ ହାତୀଙ୍କ ମୃତ୍ୟୁ ଅନୁମାନ। ସୀମାନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲ୍ଲା ବାମିନି ମଣ୍ଡଳମ କାଟ୍ରାଗଡ଼ ଗାଁ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମର ନିକଟରେ ପଡିଛି ହାତୀଙ୍କ ମୃତଦେହ। ଆଉ ୨ଟି ହାତୀ ଆହତ ହୋଇଥିବା!-->…
ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ…
ଛତ୍ରପୁର : ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଉକ୍ତ ଲାଞ୍ଚ ଟଙ୍କା ସହ ବିଭିନ୍ନ କାଗଜ ପତ୍ରକୁ ଭିଜିଲାନ୍ସ ଟିମ ଜବତ!-->!-->!-->…
ବ୍ରହ୍ମପୁର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ :ବ୍ରହ୍ମପୁର ବାଉରୀ ସୁକୁଣ୍ଡା ଗ୍ରାମ ରେ ପୁଣି ଜଣେ ଯୁବକଙ୍କୁ ହତ୍ୟା…
ବ୍ରହ୍ମପୁର : ବ୍ରହ୍ମପୁର ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର ଥାନା ଅଧିକାରୀ ମହେନ୍ଦ୍ର ସାହୁ ଓ ଏସ୍ଡିପିଓ ଶିବ!-->…
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କ ସମେତ ତିନି ଜଣଙ୍କୁ ୪ ବର୍ଷ ଜେଲ…
ଫୁଲବାଣୀ,୧୨/୫ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଆଜି ଜଣେ ପ୍ରଧାନ ଶିକ୍ଷକଙ୍କ ସମେତ ତିନିଜଣଙ୍କୁ ୪ ବର୍ଷ ଲେଖାଏଁ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀ ମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଜରିମାନା ଅନାଦେୟ!-->!-->!-->…
ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ମାଡ଼ରେ ଯୁବକ ଗୁରୁତର
ଝାରସୁଗୁଡା : ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ବାଟୁଳି ମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କୋଲାବିରାଥାନା ଅନ୍ତର୍ଗତ ଖଡ଼ିଆପଡ଼ାରେ। ଯୁବକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି!-->…
ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ଲାଗିଲା ନିଆଁ
ଭୁବନେଶ୍ବର: ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ନିଆଁ ଲାଗିଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏପରି ଘଟଣା ଘଟିଛି ଭୁବନେଶ୍ୱର ୟୁନିଟ୍ ୨ ଥିବା ଏକ ସରକାରୀ କ୍ୱାର୍ଟର୍ସରେ।
ଭୁବନେଶ୍ୱର ୟୁନିଟ୍ ୨ରେ ଥିବା ଏକ ସରକାରୀ କ୍ୱାର୍ଟର୍ସରେ ବେଆଇନ ଭାବେ!-->!-->!-->…
ଠକ ସଂସ୍ଥାର ୧.୨୨ କୋଟି ଟଙ୍କା ଫ୍ରିଜ୍ କଲା ଇଓଡବ୍ଲୁ
ଭୁବନେଶ୍ବର: ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ଏକ ପୋନଜି ଆପ୍ ଜଏନ୍ ଟ୍ରେଡ୍’ର ୧.୨୨ କୋଟି ଟଙ୍କା ଫ୍ରିଜ୍ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡର ଲୋକପ୍ରିୟ ଅଭିନେତାଙ୍କ ଚିତ୍ର ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ ଭ୍ରମିତ କରିବା ଏବଂ ବିଶ୍ୱାସ ସୃଷ୍ଟି କରିବା ନେଇ!-->…
୩ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍: ଚଳନ୍ତା କାରରେ ବିଧବାଙ୍କୁ କରିଥିଲେ ଗଣଦୁଷ୍କର୍ମ
ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ ଅଦାଲତରେ ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଚଳନ୍ତା କାରରେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ଯସ୍ତ କରି ୨୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି ଜିଲ୍ଲା ଦୌରା!-->…
ଚଢ଼ାଉ ବେଳେ ତହସିଲ ଏନଫୋର୍ସମେଣ୍ଟ ଟିମକୁ ଆକ୍ରମଣ
ନୟାଗଡ଼ : ରଣପୁର ତହସିଲ ଏନଫୋର୍ସମେଣ୍ଟ ଟିମ୍କୁ ଆକ୍ରମଣ । ୨୦ରୁ ଅଧିକ ପଥର ମାଫିଆ ଆକ୍ରମଣ କରିଛନ୍ତି । ଜୋର ଜବରଦସ୍ତ ଗାଡି ନେଇଯିବା ସହ ଗାଡି ଚଢାଇ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏନଫୋର୍ସମେଣ୍ଟ ଟିମ ସଦସ୍ୟ ସୁଦାମ ଚରଣ!-->…
ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ରେଡ୍
ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ।
ଟ୍ୟାକ୍ସ ଫାଙ୍କିବା ନେଇ ରେଡ ଚାଲିଥିବା ସୂଚନା ମିଳିଛି ।!-->!-->!-->…