Browsing Category

ଅପରାଧ

ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସ ଉପରେ ମରଣାନ୍ତକ ଆକ୍ରମଣ, ମହିଳା ଏଏସଆଇ ଗୁରୁତର

ତିର୍ତ୍ତୋଲ: ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସ ହଟହଟା । ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଶିରୋଳ ଗାଁରେ ପୋଲିସ ଉପରେ ଆକ୍ରମଣ ହୋଇଛି । ଏକ ମାମଲାର ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଯାଇଥିଲା ପୋଲିସ । ଏତିକିବେଳେ ପୋଲିସ ଟିମ…

ସ୍ତ୍ରୀକୁ ଟିକଟିକ୍ କରି ହାଣି ଅଖାରେ ପ୍ୟାକ କରି ରଖିଥିଲା ସ୍ବାମୀ

ଜଳେଶ୍ୱର: ଜଘନ୍ୟ ହତ୍ୟା । ସ୍ତ୍ରୀ ହନ୍ତାର ବର୍ବର କାଣ୍ଡ । ସ୍ତ୍ରୀକୁ ପିସ୍‌ ପିସ୍‌ କରି କାଟିଲା । ମୃତଦେହକୁ ଖଣ୍ଡ ଖଣ୍ଡ କରି ଅଖାରେ ଭର୍ତ୍ତି କଲା ସ୍ୱାମୀ । ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ପଳାସିଆ ଗାଁରେ ଏହି ନୃଶଂସ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ମାମା ଦାସ ।…

ରାଷ୍ଟ୍ରପତିଙ୍କ ସୁରକ୍ଷାରେ ସାଂଘାତିକ ତ୍ରୁଟି, ହେଲିକପ୍ଟର ସହ ସେଲ୍‌ଫି ନେଲେ ଫାର୍ମାସିଷ୍ଟ

ମୟୂରଭଞ୍ଜ : ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲଫି । ଏହି ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ ବେଳେ ବିଜୁଳି ଚାଲିଯିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଏହି ସେଲଫି ଘଟଣା ସାମନାକୁ…

ବାହା ହେବାକୁ ଜିଦ୍‌ କରି ବାପାକୁ ହତ୍ୟା କଲା ପୁଅ

ସମ୍ବଲପୁର :ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ତିହାଡିପାଲି ଗାଁରେ ଘଟିଛି ଅଭାବନୀୟ ଘଟଣା। ବାହା କରାଇଦେବାକୁ ଜିଦ୍ କରୁଥିବା ପୁଅ ଘଟାଇଛି ଅଘଟଣ। ଜିଦ୍ ପୂରଣ ନକରିବାରୁ ବାପାକୁ ହତ୍ୟା କରିଛି ପୁଅ। ଆଜି ମଧ୍ୟାହ୍ନରେ ଏହି ଘଟଣା ଘଟିଛି। ମୃତକ ତିହାଡିପାଲିର ପରମାନନ୍ଦ ନାଏକ। ଅଭିଯୁକ୍ତ…

ଛାତ୍ରୀଙ୍କୁ ଅଶ୍ଳିଳ ଇଂଗିତ ସହ ପ୍ରେମ ନିବେଦନ କଲେ ଖେଳ ଶିକ୍ଷକ, ବିଇଓଙ୍କ ଅଫିସରେ ତାଲା ପକାଇଲେ ସ୍ଥାନୀୟ ଲୋକ

କେନ୍ଦ୍ରାପଡା: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବିଇଓଙ୍କ ଅଫିସରେ ତାଲା ପକାଇଲେ ସ୍ଥାନୀୟ ଲୋକ । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଶିକ୍ଷା ଅଧିକାରୀଙ୍କୁ ୨ ଘଣ୍ଟା ଘଣ୍ଟା ତାଲା ପକାଇଦେଲେ ସ୍ଥାନୀୟ ଲୋକେ । ମଙ୍ଗଳପୁର ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଖେଳ…

ଖୋର୍ଦ୍ଧା ରୋଡ଼ ଷ୍ଟେସନରୁ ଏକ ଟ୍ରେନରୁ ଦୁଇ ଦିନର ଶିଶୁ ପୁତ୍ର ଉଦ୍ଧାର

ଖୋର୍ଦ୍ଧା: ସକାଳୁ ସକାଳୁ ଟ୍ରେନରୁ ଉଦ୍ଧାର ହେଲା ଦୁଇ ଦିନର ଶିଶୁ ପୁତ୍ର ପୁତ୍ର । ଖୋର୍ଦ୍ଧା ରୋଡ଼ ଷ୍ଟେସନରୁ ଏକ ଟ୍ରେନରୁ ଉଦ୍ଧାର କରିଲା ଆରପିଏଫ। ଦୁଇ ଦିନର ଶିଶୁକୁ ଜନ୍ମ କରିଥିବା ମା ଟ୍ରେନରେ ଛାଡିଦେଇଥିବା ନେଇ ସନ୍ଦେହ । ଆରପିଏଫ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପାଇଁ…

ଗିରଫ ଠକ ମୌଲାନାର ରିମାଣ୍ଡ ଶେଷ, ୯୫ ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍, ୬ଟି ଏତଲା ପଞ୍ଜୀକୃତ

କଟକ: ଗିରଫ ଠକ ମୌଲାନାର ରିମାଣ୍ଡ ଶେଷ ହୋଇଛି। ଏ ନେଇ ସାମ୍ବାଦିକ ସମ୍ମିଳନୀରେ ଅଧିକ ସୂଚନା ଦେଇ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ତନ୍ତ୍ରମନ୍ତ୍ର ନାଁରେ ଲୋକଙ୍କଠାରୁ କୈଫି ଖାନ୍ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକେଇ କରିଛି। ତା ନାଁରେ ୬ ଟି ଏତଲା ପଞ୍ଜୀକୃତ ହୋଇଛି। ଏଥିମଧ୍ୟରୁ ୫ ଟି…

ମହାନଦୀରୁ ଉଦ୍ଧାର ହେଲା ମୃତଦେହ, ପରିଚୟ ଅସ୍ପଷ୍ଟ

କଟକ: ମହାନଦୀରେ ମୃତ ଦେହ। ଯୋବ୍ରା ବ୍ଯରେଜ ଗେଟରେ ଲାଗି ଭାସୁଛି ମୃତଦେହ। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ଘଟଣା ସ୍ଥଳରେ ଜଗତପୁର ଥାନା ପୋଲିସ ପହଁଚି ଅଧିକ ତଦନ୍ତ କରୁଛି।

ଶିକ୍ଷକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଠାବ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଆଜି ସକାଳେ ଜଣେ ଶିକ୍ଷକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଠାବ ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ…

୪୧ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ହଡପ କରିଥିବା ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ

କୋରାପୁଟ: ଠିକା କର୍ମଚାରୀଙ୍କ ବଡ କାରନାମା । ସରକାରୀ ଟଙ୍କା ହଡପ କରି କରୁଥିଲେ ଅୟସ । ବିଳମ୍ବ ହେଲେ ମଧ୍ୟ ଧରାପଡିଛି କଳା କାରନାମା ।୪୧ ଲକ୍ଷ ୪୫ ହଜାରରୁ ଉର୍ଦ୍ଧ୍ବ ଟଙ୍କା ହଡପ କରିଥିବା ଅଭିଯୋଗରେ କୋରାପୁଟ ଜିଲ୍ଲା ସହରାଂଚଳ ଉନ୍ନୟନ ସଂସ୍ଥାର(ଡୁଡା) ଆକାଉଣ୍ଟାଣ୍ଟ ପି ଆଶିଷ…