Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଓଲଟିଲା ଗୋରୁ ବୁଝେଇ ପିକଅପ ଗାଡି, ୪ ଗୋରୁ ମୃତ
ସୋର : ବେଆଇନ ଗୋରୁ ବୋଝେଇ ପିକଅପ ଗାଡି ଓଲଟି ୪ ଗୋରୁ ମୃତ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାଙ୍କତିରା ଛକରେ ଖଇରା ଆଡୁ ଏକ ପିକଅପ ଗାଡି ୮ଟି ଗୋରୁ ନେଇ ସୋର ଆସୁଥିବା ବେଳେ ବାଙ୍କିତିରା ଛକ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରେ ବାଡେଇ ଓଲଟି ପଡିଥିଲା । ଫଳରେ ଗାଡିରେ ଥିବା ୮ ଟି ଗୋରୁ!-->…
ନୟାପଲ୍ଲୀ ଜମି ଜବରଦଖଲ ଘଟଣ : ମାଷ୍ଟରମାଇଣ୍ଡ ରାଘବ ଜେନାକୁ ଗିରଫ କଲା ସ୍ପେଶାଲ ସ୍କ୍ଵାଡ୍
ଭୁବନେଶ୍ୱର : ଭୁବନେଶ୍ୱରରେ ଜମି ପଜେସନ୍ ଗ୍ୟାଙ୍ଗର କିଙ୍ଗପିନ୍ ଗିରଫ । ମାସେରୁ ଅଧିକ ଦିନ ଲୁଚକାଳି ଖେଳ ପରେ ମୁଖ୍ୟ କାର୍ପଟଦାର ରାଘବ ଜେନାକୁ କାବୁ କରିଛି ସ୍ପେଶାଲ ସ୍କ୍ଵାଡ୍ ଓ ନୂଆପଲ୍ଲୀ ଥାନା ପୋଲିସ । ତାର ଜଣେ ସହଯୋଗୀକୁ ବି ଗିରଫ କରାଯାଇଛି । ପୁରୀ ଜିଲ୍ଲାର ଏକ!-->…
ମଦୁଆର ହାତଗୋଡ଼ ବାନ୍ଧି ପୋଲିସ୍ ଜିମା ଦେଲେ ମହିଳା
ନରଙ୍ଗପୁର: ମଦ୍ୟପଙ୍କୁ ମହିଳାଙ୍କ “ପେଣ୍ଟଟେଡ୍ ମେଡ଼ିସିନ” । ମଦ ପିଇଲେ କିମ୍ବା ମଦ ରାନ୍ଧିଲେ ମହିଳା ଙ୍କ ଦ୍ୱାରା ନିଆଯିବ କାର୍ଯ୍ଯାନୁଷ୍ଠାନ l କାର୍ଯ୍ଯାନୁଷ୍ଠାନ ଏପରି ହେବ ଯେ ମଦ୍ୟପ ଜଣକ ଆଉ କେବେ ମଦ ପିଇବାକୁ ସାହସ କରିବ ନାହିଁ। ଏଭଳି ଲକ୍ଷ୍ୟ ନେଇଁ ମଇଦାନକୁ ଓଲ୍ଲାଇଛନ୍ତି!-->…
ଜୁଆଖେଳ ପାଇଁ ବନ୍ଧା ପଡ଼ିଥିବା ଛାତ୍ର ଫାର୍ମ ହାଉସ୍ରୁ ଉଦ୍ଧାର
ଚାନ୍ଦବାଲି: ଜୁଆଖେଳ ପାଇଁ ବନ୍ଧା ପଡ଼ିଥିବା ଛାତ୍ର ଉଦ୍ଧାର । ଚାନ୍ଦବାଲି ଜୁଆଖେଳ ପାଇଁ ବନ୍ଧା ପଡ଼ିଥିବା ନବମ ଶ୍ରେଣୀ ଛାତ୍ର ଉଦ୍ଧାର । ଭଦ୍ରକ ରମ୍ଭିଳାରେ ଥିବା ଫାର୍ମ ହାଉସ୍ରୁ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି । ଛାତ୍ରକୁ ଉଦ୍ଧାର କଲା ବାଂଶଡ଼ା ପୋଲିସ । ଘଟଣାର ଅଧିକ ଖୋଳତାଡ଼!-->…
ଜାଲ୍ ୱେବ୍ସାଇଟ୍ ଖୋଲି ଠକିନେଲେ ୩୯.୧୧ କୋଟି
ଭୁବନେଶ୍ବର: ମିଛ ୱେବ୍ସାଇଟ ଖୋଲି କୋଟିକୋଟି ଟଙ୍କା ଠକିନେଇଛନ୍ତି ଦୁର୍ବୃତ୍ତ। ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଘଟଣାର ତଦନ୍ତ କରି ଅପରାଧୀମାନେ ପ୍ରାୟ ୩୭୦୦ ପୁଞ୍ଜିନିବେଶକାରୀଙ୍କଠାରୁ ୩୯.୧୧ କୋଟି ଟଙ୍କା ଠକି ନେଇଥିବା ସ୍ପଷ୍ଟ କରିଛି। ତେବେ ଏଥିରୁ ମାତ୍ର ୧୧ ଲକ୍ଷ ୯୧!-->…
ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ
ଖୋର୍ଦ୍ଧା: ବାଘମାରୀ ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରାଯିବା ସହ ଏହି ମାମଲାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ଗୁଇନ୍ଦା ସୂତ୍ରରୁ ସୂଚନା ପାଇ ଗତକାଲି ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ବାଘମାରୀ ଥାନାର ଏସ୍ଆଇ!-->!-->!-->…
ବସ୍ ଦୁର୍ଘଟଣାରେ ଆଇଆରବି ଯବାନଙ୍କ ମୃତ୍ୟୁ
ଖୋର୍ଦ୍ଧା: ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ତରତୁଆ ଠାରେ ଥିବା ଆଇଆରବି ବାଟାଲିଅନ୍ର ଯବାନ ବିଶ୍ୱମ୍ବର ମନ୍ତ୍ରୀ(୫୦)ଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ସୋମବାର ସଂଧ୍ୟା ପ୍ରାୟ ୬ଟା ବେଳେ ବିଶ୍ୱମ୍ବର ମୋଟରସାଇକଲରେ ଖୋର୍ଦ୍ଧାରୁ ନିଜର ବାଟାଲିଅନ କାର୍ଯ୍ୟାଳୟକୁ ଯାଉଥିଲେ।
!-->!-->!-->…
ଲୁମେକ୍ସ ମହାଠକେଇ; ମୁଖ୍ୟ କାର୍ପଟଦାର ରାଜୀବଲୋଚନ ଗିରଫ
ଲୁମେକ୍ସ ମହାଠକେଇର ମୁଖ୍ୟ କାର୍ପଟଦାର ରାଜୀବଲୋଚନ ଦାସ ଗିରଫ। ରାଜୀବ ଲୋଚନଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW)। ଆଜି ତାଙ୍କୁ କୋର୍ଟଚାଲାଣ କରିଛି EOW।
ଭୁବନେଶ୍ୱର DLF ସାଇବରସିଟିରେ ଖଣିଜ ପଦାର୍ଥ ଚାଲାଣ କମ୍ପାନୀ ଖୋଲି ସେଥିରେ ନିବେଶ ଆଳରେ କୋଟି!-->!-->!-->…
ମୌଲାନା କୈଫି ଖାନ୍ଙ୍କୁ ୪ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍ ପୋଲିସ
କଟକ: ରିମାଣ୍ଡରେ ଆସିବ ଠକ ତାନ୍ତ୍ରିକ। କୈଫି ଖାନକୁ ୪ ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟ ଦେଲେ ଅନୁମତି। ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ମଙ୍ଗଳାବାଗ ଥାନା ପୋଲିସ। ସିଟି ଜେ. ଏମ୍.ଏଫ.ସି କୋର୍ଟ ରେ ରିମାଣ୍ଡ ଆବେଦନ କରାଯାଇଥିଲା। ଠକେଇ ଅଭିଯୋଗରେ ଗିରଫ ମୌଲାନା କୈଫି!-->…
କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡିକୁ ଧକ୍କା ଦେଲା ମୋ ବସ
ଭୁବନେଶ୍ୱର: ରାଜମହଲ ଛକରେ କଟକ ଅତିରିକ୍ତ ଜିଲ୍ଲା ପାଳଙ୍କ ଗାଡ଼ିକୁ ଧକ୍କା ଦେଲା ମୋ ବସ। ଅତିରିକ୍ତ ଜିଲ୍ଲା ପାଳଙ୍କ ଗାଡିର ପଛ ପଟ ଭାଙ୍ଗି ଯାଇଛି ବୋଲି ଜଣାପଡ଼ିଛି।
ଏଥିରେ କାହାର କୌଣସି କ୍ଷତି ଘଟି ନାହିଁ ବୋଲି ସୂଚନା ମିଳିଛି । ଘଟଣା ସ୍ଥଳରେ କ୍ୟାପିଟାଲ ଥାନା ପୋଲିସ!-->!-->!-->…