Browsing Category

ଅପରାଧ

ରାଜଧାନୀରୁ କଫସିରଫ ଜବତ ଘଟଣା: ଏମଏସ ଫାର୍ମା କେଆର ଇଣ୍ଡିଆର ମାଲିକଙ୍କୁ ଧରିବାକୁ ପୁଲିସର ଚଢ଼ଉ ଜାରି

ଭୁବନେଶ୍ୱର: ରାଜଧାନୀରୁ କୋଡିନ କଫସିରଫ ଜବତ ଘଟଣାକୁ ନେଇ ନୂଆ ଖୁଲାସା ହୋଇଛି। ଅହମ୍ମଦାବାଦ ପରେ ଏବେ ହିମାଚଳପ୍ରଦେଶ ଓ କୋଲକାତା ଲିଙ୍କ ସାମ୍ନାକୁ ଆସିଛି। ଏମଏସ ଫାର୍ମା କେଆର ଇଣ୍ଡିଆକୁ ଏହି ୩ଟି ସହରରୁ କଫସିରଫ ଆସୁଥିଲା ବୋଲି ଜଣାଯାଇଛି। ସେପଟେ ସଂସ୍ଥାର ମାଲିକ ପ୍ରବୀଣ ଦାସଙ୍କୁ…

ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବରଗଡ଼ : ବରଗଡ଼ ଜିଲ୍ଲା ଆଖିଫୁଟା ଗାଁରେ ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଛତିଶଗଡ଼ରୁ ମୁଖ୍ୟ ଅଭିଯୁକ୍ତ ବାସୁଦେବ ସାହୁକୁ ଗିରଫ କରିଛି ବରଗଡ଼ ପୋଲିସ । ସେହିପରି ବାସୁଦେବ ରଖିଥିବା ଚୋରି ସୁନାକୁ କିଣିଥିବା ଅଭିଯୋଗରେ ଶ୍ରବଣ ରଣାଙ୍କୁ ମଧ୍ୟ…

ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌

କଟକ : ଖୋଲୁଛି ଭଣ୍ଡ ତାନ୍ତ୍ରିକର ଠକେଇ ପେଡ଼ି । ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌ । ତାକୁ ଜେରା ବେଳେ ପୋଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏପଟେ ଠକ ତାନ୍ତ୍ରିକର ମୁଖ୍ୟ ସହଯୋଗୀ ଶେଖ ଇସ୍ରାଏଲକୁ ଗିରଫ କରିଛି କଟକ ମଙ୍ଗଳାବାଗ ଥାନା…

ଶକ୍ତିନଗର ଦୋକାନରୁ ଚୋରି…

ବ୍ରହ୍ମପୁର : ସ୍ଥାନୀୟ ଲୋଚାପଡା ନିକଟସ୍ଥ ଶକ୍ତିନଗର ପଞ୍ଚମ ଲେନ ଥିବା ଏକ ରାସନ ଦୋକାନରୁ ଗତକାଲି ମଧ୍ୟ ରାତ୍ରରେ ଚୋରି ହୋଇଥିବା ଦୋକାନ ମାଲିକ ପଞ୍ଚାନନ ଚୌଧୁରୀ ନିମଖଣ୍ଡି ଥାନାରେ ଅଭିଯୋଗ କରିଥିଲେ ଅଭିଯୋଗ ପ୍ରକାରେ ଥାନା ଅଧିକାରୀ ସହ ସାଇଣ୍ଟିଫିକ ଟିମ ଓ ସନ୍ଧନୀ…

ସ୍କୁଟି ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍

ବ୍ରହ୍ମପୁର :ସ୍କୁଟି ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଆସିକା ରୋଡର ନୂଆ କାଳୁ ପାତ୍ର ସାହି ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ତୁଳସୀ ନଗର ଅଞ୍ଚଳର ମୋହନ ରାଓ। ଆଜି ସକାଳେ ମୋହନ…

ଜ୍ୱାଇଁର ଭୁଜାଲି ଆକ୍ରମଣରେ ଶାଶୁ-ଶ୍ୱଶୁର ଆହତ

କେନ୍ଦ୍ରାପଡ଼ା: ଶ୍ୱଶୁର ଘରେ ଜ୍ୱାଇଁର ଆତଙ୍କରାଜ୍‌। ଜ୍ୱାଇଁର ଭୁଜାଲି ଆକ୍ରମଣରେ ଶାଶୁ-ଶ୍ୱଶୁର ଆହତ। କେନ୍ଦ୍ରାପଡ଼ା ଜିଲ୍ଲା କଂସାର ଗାଁରେ ଶ୍ୱଶୁର ଘରେ ପଶି ଜ୍ୱାଇଁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଶାଶୁ ଓ ଶ୍ୱଶୁର ଗୁରୁତର ଆହତ ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଭୁବନେଶ୍ୱର: ରାଜଧାନୀରେ ହତ୍ୟାକାଣ୍ଡ । ଖଣ୍ଡଗିରି ଥାନା ଅନ୍ତର୍ଗତ ବାହାଦଲପୁର ଠାରେ ଏହି ହତ୍ୟାକାଣ୍ଡ ଘଟିଛି। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ସାଙ୍ଗକୁ ହତ୍ୟା କଲା ସାଙ୍ଗ । ମୃତକ ହେଲେ ଅଶୋକ ସେଠୀ । ଖବର ଅନୁଯାୟୀ, ଖଣ୍ଡଗିରି ଥାନା ବାହାଦଲପୁରରେ ହତ୍ୟାକାଣ୍ଡ ଘଟିଛି ।…

ଓଲଟିଲା ଗୋରୁ ବୁଝେଇ ପିକଅପ ଗାଡି, ୪ ଗୋରୁ ମୃତ

ସୋର : ବେଆଇନ ଗୋରୁ ବୋଝେଇ ପିକଅପ ଗାଡି ଓଲଟି ୪ ଗୋରୁ ମୃତ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାଙ୍କତିରା ଛକରେ ଖଇରା ଆଡୁ ଏକ ପିକଅପ ଗାଡି ୮ଟି ଗୋରୁ ନେଇ ସୋର ଆସୁଥିବା ବେଳେ ବାଙ୍କିତିରା ଛକ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରେ ବାଡେଇ ଓଲଟି ପଡିଥିଲା । ଫଳରେ ଗାଡିରେ ଥିବା ୮ ଟି ଗୋରୁ…

ନୟାପଲ୍ଲୀ ଜମି ଜବରଦଖଲ ଘଟଣ : ମାଷ୍ଟରମାଇଣ୍ଡ ରାଘବ ଜେନାକୁ ଗିରଫ କଲା ସ୍ପେଶାଲ ସ୍କ୍ଵାଡ୍‌

ଭୁବନେଶ୍ୱର : ଭୁବନେଶ୍ୱରରେ ଜମି ପଜେସନ୍‌ ଗ୍ୟାଙ୍ଗର କିଙ୍ଗପିନ୍‌ ଗିରଫ । ମାସେରୁ ଅଧିକ ଦିନ ଲୁଚକାଳି ଖେଳ ପରେ ମୁଖ୍ୟ କାର୍ପଟଦାର ରାଘବ ଜେନାକୁ କାବୁ କରିଛି ସ୍ପେଶାଲ ସ୍କ୍ଵାଡ୍‌ ଓ ନୂଆପଲ୍ଲୀ ଥାନା ପୋଲିସ । ତାର ଜଣେ ସହଯୋଗୀକୁ ବି ଗିରଫ କରାଯାଇଛି । ପୁରୀ ଜିଲ୍ଲାର ଏକ…

ମଦୁଆର ହାତଗୋଡ଼ ବାନ୍ଧି ପୋଲିସ୍ ଜିମା ଦେଲେ ମହିଳା

ନରଙ୍ଗପୁର: ମଦ୍ୟପଙ୍କୁ ମହିଳାଙ୍କ “ପେଣ୍ଟଟେଡ୍ ମେଡ଼ିସିନ” । ମଦ ପିଇଲେ କିମ୍ବା ମଦ ରାନ୍ଧିଲେ ମହିଳା ଙ୍କ ଦ୍ୱାରା ନିଆଯିବ କାର୍ଯ୍ଯାନୁଷ୍ଠାନ l କାର୍ଯ୍ଯାନୁଷ୍ଠାନ ଏପରି ହେବ ଯେ ମଦ୍ୟପ ଜଣକ ଆଉ କେବେ ମଦ ପିଇବାକୁ ସାହସ କରିବ ନାହିଁ। ଏଭଳି ଲକ୍ଷ୍ୟ ନେଇଁ ମଇଦାନକୁ ଓଲ୍ଲାଇଛନ୍ତି…