Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ବିଜେବି କଲେଜରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ୪ ଗିରଫ
ଭୁବନେଶ୍ବର: ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ୍ ଖେଳନ୍ତି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରୀ,!-->…
ପୁରୀରୁ ୫ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
ପୁରୀ: ପୁରୀର ଦୁର୍ଦ୍ଦାନ୍ତ ଅପରାଧୀ ମନୁଆ ଓରଫ ମନୋରଞ୍ଜନ ମହାନ୍ତି (୩୮) ଓ ତାର ଗ୍ୟାଙ୍ଗକୁ ଧରିବାରେ ପୁଲିସ ସଫଳ ହୋଇଛି। ମନୁଆ ନାଁରେ ୧୮ଟି ଅପରାଧିକ ମାମଲା ରହିଛି। ମନୁଆ ବ୍ୟତୀତ ସୌମ୍ୟରଂଜନ ଆଚାର୍ଯ୍ୟ ଓରଫ ରାଜା (୩୨), ମିଲନ୍ ମିଶ୍ର (୩୫), ଦୀପକ ସୁଆର ଓରଫ ଦିପୁନା ,ଦିପୁ ଏବଂ ନିଲୁ!-->…
ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର :ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ମାମଲାର ହେବ ପୁନଃ ଶୁଣାଣି। ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଇଡି ମାମଲାରେ ବ୍ୟକ୍ତିଗତ ହାଜର ନ ହେବାକୁ କରିଥିଲେ ଆବେଦନ। ଏଭଳି ଆବେଦନକୁ!-->…
ବାଲି ମାଫିଆଙ୍କ ମଧ୍ୟରେ କୋକୁଆ ଭୟ, STF ଚଢ଼ାଉ ୧୦ ହାଇୱା ଜବତ
ଦେବଗଡ଼: ବାଲି ମାଫିଆଙ୍କ ମଧ୍ୟରେ କୋକୁଆ ଭୟ । ବାରକୋଟ ଥାନା ଅନ୍ତର୍ଗତ ସିଂଶାଲ ଓ ସିଙ୍ଗୁରି ବାଲିଘାଟରେ ଏସଟିଏଫର ରାତିଅଧିଆ ଚଢ଼ାଉ । ସିଂଶାଲରୁ ୭ ଓ ସିଙ୍ଗୁରିରୁ ୩ଟି ମୋଟ ୧୦ ହାଇୱା ଜବତ କରି ଅଟକ ରଖିଛି ।
ଏନେଇ ଏସଟିଏଫରେ ତଦନ୍ତ ଜାରି ରହିଛି। ବାଲି ଟ୍ରକ ଧକ୍କାରେ!-->!-->!-->…
ବେଦାନ୍ତ ଫେକର କାରଖାନାରେ ପୁଣି ୭୨ ଘଣ୍ଟା ବଢିଲା ୧୪୪ ଧାରା ଅବଧି
ଭଦ୍ରକ : ବେଦାନ୍ତ ଫେକର କମ୍ପାନୀ ପରିସରରେ ବଢ଼ିଲା କଟକଣା ଅବଧି । ପୁଣି ୭୨ ଘଣ୍ଟା ବଢିଲା ୧୪୪ ଧାରା ଅବଧି । ୨୨ ତାରିଖ ସକାଳ ୬ଟାରୁ ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ କଟକଣା ।
ସୂଚନା ଅନୁଯାୟୀ ଭଦ୍ରକ ରାନ୍ଦିଆସ୍ଥିତ କମ୍ପାନୀରେ ଗତ ୧୧ ତାରିଖରେ ଫର୍ଣ୍ଣେସରେ ପୋଡ଼ିଯାଇ!-->!-->!-->…
ନନ୍ଦନ ବିହାରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: ନନ୍ଦନ ବିହାରର ଏକ ନିର୍ମାଣଧୀନ କୋଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ସେହି କୋଠାରେ ଲେବର ଭବେ କାର୍ଯ୍ୟ କରୁଥିଲେ ବୋଲି କୁହାଯାଉଛି । ସ୍ଥାନୀୟ ଲୋକେ ହତ୍ୟା ସନ୍ଦେହ କରୁଥିବାର କୁହାଯାଉଛି।
ଖବର ପାଇ!-->!-->!-->…
ନକ୍ସଲ-ପୋଲିସ ଗୁଳିବିନିମୟ, ଦୁଇ ମହିଳା ମାଓବାଦୀ ମୃତ
ମାଲକାନଗିରି: ପୋଲିସ ଏନକାଉଣ୍ଟର ଦୁଇ ହାର୍ଡ କୋର ମହିଳା ମାଓବାଦୀ ମୃତ। ୨୮ ଲକ୍ଷ୍ୟ ଟଙ୍କା ଇନାମୀ ଦୁଇ ମହିଳା ମାଓବାଦୀ ମୃତ। ମଧ୍ୟପ୍ରଦେଶ ପୋଲିସର ଏନକାଉଣ୍ଟର ରେ ଦୁଇ ହାର୍ଡ କୋର ମହିଳା ମାଓବାଦୀ ମୃତ। ବାଲାଘାଟ ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପୋଲିସର!-->…
ଯୁବକଙ୍କୁ ବୀଭତ୍ସ ହତ୍ୟା: ଗାଁ ପଡିଆ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର
ଅନୁଗୁଳ: ଅନୁଗୁଳ ସହର ହୁଲୁରିସିଂହାରେ ଜଣେ ଯୁବକକୁ ବୀଭତ୍ସ ହତ୍ୟା କରାଯାଇଛି। ମୃତ ଯୁବକ ହୁଲୁରିସିଂହାର ଅଭିରାମ ବେହେରାଙ୍କ ପୁଅ ପ୍ରକାଶ ବେହେରା ବୋଲି ଜଣାପଡିଛି। କେଉଁ କାରଣରୁ ହତ୍ୟା କରାଯାଇଛି ତାର କାରଣ ଅସ୍ପଷ୍ଟ ରହିଛି । ଟାଉନ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ!-->…
ଟ୍ରେନ୍ ଟଏଲେଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବେକରେ କ୍ଷତ ଚି଼ହ୍ନ ଥିବା ନେଇ ପୋଲିସ କଲା ବଡ଼ ଖୁଲାସା
ଭୁବନେଶ୍ୱର: ସତ୍ୟନଗର କୋଚିଂ ୟାର୍ଡ଼ରେ ଧାନବାଦ ଏକ୍ସପ୍ରେସର ଟଏଲେଟରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା। Grp ପୋଲିସକୁ ମିଳିଛି ମୃତ ମହିଳାଙ୍କ ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ। ମୃତ ମହିଳାଙ୍କ ବେକକୁ କୌଣସି ଏକ ମୁନିଆ ଜିନିଷରେ ଆଘାତ କରାଯାଇଥିବା ଅନୁମାନ କରାଯାଉଛି । ମହିଳାଙ୍କ!-->…
ବାଳକକୁ ହତ୍ୟା ଅଭିଯୋଗ, ଗାଁ ପୋଖରୀରୁ ମିଳିଲା ମୃତଦେହ
ଭଞ୍ଜନଗର : ୧୨ ବର୍ଷର ବାଳକକୁ ହତ୍ୟା ଅଭିଯୋଗ । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଲାଡି ପଞ୍ଚାୟତର କାଦପଡା ଗାଁ ନିକଟରେ ଘଟିଛି ଏଭଳି ଘଟଣା । ମୃତକ ଜଣକ କାଦପଡା ଗାଁ ର ଶିବରାମ ପଣ୍ଡାଙ୍କ ନାବାଳକ ପୁଅ । ଶନିବାର ଦିନ ଟିଉସନ୍ କୁ ଯାଇ ଘରକୁ ନଫେରିବାରୁ , ପରିବାର!-->…