Browsing Category

ଅପରାଧ

ଭୁବନେଶ୍ୱର ଏକାମ୍ର ହାଟରେ ମାରପିଟ…

ଭୁବନେଶ୍ୱର: ହୋଟେଲରେ ବସିବାକୁ କେନ୍ଦ୍ର କରି ତୁମୁଳକାଣ୍ଡ । ଭୁବନେଶ୍ୱର ଏକାମ୍ର ହାଟରେ ମାରପିଟ । ଖାଇବା ପିଇବା ଚାଲିଥିବା ବେଳେ ଗଣ୍ଡଗୋଳ । ବଚସାରୁ ହାତାହାତି । ଚେୟାରରେ ପିଟାପିଟି । ଗତକାଲି ଏକାମ୍ର ହାଟରେ ଏମିତି ଘଟଣା ଦେଖିବାକୁ ମିଳିଥିଲା । ଜଣେ ବ୍ୟକ୍ତିଙ୍କୁ କିଛି ଲୋକ…

କୂଅରେ ପଡ଼ି ନାବାଳକର ମୃତ୍ୟୁ

କାମାକ୍ଷାନଗର: କୂଅରେ ପଡ଼ି ଜଣେ ନାବାଳକର ମୃତ୍ୟୁ। ମୃତକ ନାବାଳକ ହେଲେ ତୁମୁସିଙ୍ଗା ଥାନା ବୋଲୁଅ ଗ୍ରାମର ବିରଞ୍ଚି ନାରାୟଣ ନାୟକଙ୍କ ୧୨ ବର୍ଷର ପୁଅ ଶୁଭମ ନାୟକ। ସୂଚନା ଅନୁଯାୟୀ, ଶୁଭମ ଗତକାଲି ମାମୁଁଘର ସରଦେଇପୁର ଗ୍ରାମକୁ ଯାତ୍ରା ଦେଖିବାକୁ ଯାଇଥିବାବେଳେ ଅସାବଧାନତାରୁ କୁଅରେ…

ଅନୁଗୋଳ ଜିଲ୍ଲା ବଡ଼କନ୍ତକୁଳ ଗାଁରେ ହାତୀ ଆକ୍ରମଣରେ ଦୁଇ ମୃତ

ଅନୁଗୋଳ: ଦଳିଦେଲା ଦନ୍ତା। ଅନୁଗୋଳ ଜିଲ୍ଲା ବଡ଼କନ୍ତକୁଳ ଗାଁରେ ହାତୀ ଆକ୍ରମଣରେ ଦୁଇ ମୃତ । ମୃତକ ଦୁଇ ଜଣ ମୁନି ପ୍ରଧାନ ଓ ଗୌରୀ ରାଉଳ । ଘର ପାଖ ଆମ୍ବ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ। ଦନ୍ତା ଦୁଇ ଜଣଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ…

ଟ୍ରେନ୍ ଟଏଲଟରେ ମହିଳାଙ୍କ ମୃତଦେହ ମିଳିବା ଘଟଣା, ପୋଷ୍ଟର ଲଗାଇଲା GRP

ଭୁବନେଶ୍ୱର: ଭୁବନେଶ୍ୱର ରେଲୱେ ଷ୍ଟେସନରେ ଏକ ଟ୍ରେନ ଟଏଲଟରେ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ପୋଷ୍ଟର ଲଗାଇଲା GRP। ମୃତ ମହିଳାଙ୍କ ପରିଚୟ ଜାଣିବାକୁ ଭୁବନେଶ୍ୱର ଷ୍ଟେସନ, ରାଜ୍ୟ ବାହାର ଷ୍ଟେସନ ଓ ଜନଗହଳି ପୂର୍ଣ୍ଣ ସ୍ଥାନ ମାନଙ୍କରେ ପୋଷ୍ଟର ଲଗାଯାଇଛି। ସେଥିରେ ମହିଲାଙ୍କ…

ଭୁବନେଶ୍ୱରରେ ଦୁଇ ଛାତ୍ରଙ୍କ ରହସ୍ୟଜନକ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱରରେ ଦୁଇ ଛାତ୍ରଙ୍କ ରହସ୍ୟଜନକ ମୃତ୍ୟୁ । ଜଣେ ଛାତ୍ରଙ୍କର ଆପାର୍ଟମେଣ୍ଟର ୮ ମହଲା କୋଠାରୁ ଖସି ପ଼ଡି ମୃତ୍ୟୁ ହୋଇଛି । ଆଉ ଜଣେ କଲେଡ ହଷ୍ଟେଲରେ ଫ୍ୟାନରେ ଝୁଲି ପଡ଼ିଲେ । ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ନ୍ୟାସନାଲ୍‌ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ର ଅନିରାଜ…

ଟ୍ରକ ମାଡିଯାଇ ୭ବର୍ଷର ନାବାଳିକାର ମୃତ୍ୟୁ: ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ

ରେଢାଖୋଲ: ଟ୍ରକ ଚାପାରେ ୭ବର୍ଷର ନାବାଳିକାର ମୃତ୍ୟୁ ପରେ ଉତ୍ତେଜନା। ରାସ୍ତା ଉପରେ ମୃତଦେହ ରଖି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ। ରେଢାଖୋଲ ଥାନା ୫୫ ନଂ ଜାତୀୟ ରାଜପଥର ଝରଣପଦା ଗାଁ ନିକଟରେ ଦୁର୍ଘଟଣା। ରାସ୍ତା କଡ଼ରେ କେନ୍ଦୁ, ଚାର ଆଦି ବିକ୍ରୀ କରୁଥିବା ନାବାଳିକା ଉପରେ…

ଭୁବନେଶ୍ୱର ମହାରାଜା ସିନେମା ହଲ ପାର୍କିଂ ପ୍ଲେସରେ ଯୁବକ ଓ ମହିଳା ପିଟାପିଟି

ଭୁବନେଶ୍ବର: ଗାଡ଼ି ପାର୍କିଂକୁ ନେଇ ତୁମୁଳକାଣ୍ଡ। ଭୁବନେଶ୍ୱର ମହାରାଜା ସିନେମା ହଲ ପାର୍କିଂ ପ୍ଲେସରେ ଯୁବକ ଓ ମହିଳା ପିଟାପିଟି। ଗାଡ଼ି ପାର୍କିଂକୁ ନେଇ ପ୍ରଥମେ ବଚସା ହେବା ପରେ ମାଡ଼ପିଟ ହୋଇଛି। ଯୁବତୀ ଜଣକ କାରର ବନେଟ ଉପରେ ବସି କାରକୁ ବାହାରକୁ ଛାଡ଼ିନଥିଲେ। ତାଙ୍କ ସହ ଥିବା ଯୁବକ…

ବିଜେବି କଲେଜରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ୪ ଗିରଫ

ଭୁବନେଶ୍ବର: ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ୍‌ ଖେଳନ୍ତି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରୀ,…

ପୁରୀରୁ ୫ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ପୁରୀ: ପୁରୀର ଦୁର୍ଦ୍ଦାନ୍ତ ଅପରାଧୀ ମନୁଆ ଓରଫ ମନୋରଞ୍ଜନ ମହାନ୍ତି (୩୮) ଓ ତାର ଗ୍ୟାଙ୍ଗକୁ ଧରିବାରେ ପୁଲିସ ସଫଳ ହୋଇଛି। ମନୁଆ ନାଁରେ ୧୮ଟି ଅପରାଧିକ ମାମଲା ରହିଛି। ମନୁଆ ବ୍ୟତୀତ ସୌମ୍ୟରଂଜନ ଆଚାର୍ଯ୍ୟ ଓରଫ ରାଜା (୩୨), ମିଲନ୍ ମିଶ୍ର (୩୫), ଦୀପକ ସୁଆର ଓରଫ ଦିପୁନା ,ଦିପୁ ଏବଂ ନିଲୁ…

ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର :ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ମାମଲାର ହେବ ପୁନଃ ଶୁଣାଣି। ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଇଡି ମାମଲାରେ ବ୍ୟକ୍ତିଗତ ହାଜର ନ ହେବାକୁ କରିଥିଲେ ଆବେଦନ। ଏଭଳି ଆବେଦନକୁ…