Browsing Category

ଅପରାଧ

ଟଙ୍କା ଆବଶ୍ୟକତା ପୂରଣ ନିମନ୍ତେ ଅପହରଣ ଓ ହତ୍ୟା: ଏସ୍‌ପି ସ୍ମିତ ପରମାର

ଝାରସୁଗୁଡା : ଟଙ୍କା ଆବଶ୍ୟକତା ପୂରଣ ନିମନ୍ତେ ଅପହରଣ ଓ ହତ୍ୟା। ଝାରସୁଗୁଡ଼ା ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟାକାଣ୍ଡ ମାମଲାରେ ପୁଲିସ ତଦନ୍ତ କରି ଏହା ପାଇଥିବା ଆଜି ଏସ୍‌ପି ସ୍ମିତ ପରମାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଟଙ୍କା ଆବଶ୍ୟକତା ପୂରଣ ପାଇଁ ୨ ଅଭିଯୁକ୍ତ

ସ୍ୱାମୀକୁ ଜାଳିଦେଲା ଦ୍ୱିତୀୟ ପତ୍ନୀ

ଭଞ୍ଜନଗର : ପ୍ରଥମ ପତ୍ନୀଙ୍କ ପୁଅ ଓ ଦ୍ଵିତୀୟ ପତ୍ନୀଙ୍କ ପୁଅ ମଧ୍ୟରେ ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ବିବାଦ ହେଲା। ଯାହାକୁ ନେଇ ଦୁଇଦିନ ତଳେ ଦ୍ୱିତୀୟ ପତ୍ନୀ ସହ ସ୍ୱାମୀର ସାମାନ୍ୟ ବଚସା ହୋଇଥିଲା। ହେଲେ ଆଜି ସ୍ୱାମୀ ଉପରେ କିରାସିନି ଢାଳି ନିଆଁ ଲାଗାଇ ଦେଇଛି ଦ୍ୱିତୀୟ ପତ୍ନୀ । ଗୁରୁତର

ଗାଧୋଇବା ବେଳେ ବୁଡ଼ିଗଲେ ୫ ସାଙ୍ଗ, ୩ ଛାତ୍ରଙ୍କ ସଲିଳ ସମାଧି

ଭଦ୍ରକ: ୩ ଛାତ୍ରଙ୍କ ସଲିଳ ସମାଧି । ଗାଧୋଇବା ବେଳେ ବୁଡ଼ିଗଲେ ୫ଜଣ ସାଙ୍ଗ । ଅଘଟଣ ଘଟିଛି ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ନାଳିଆ ନଦୀରେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା । ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ

ବହୁଚର୍ଚ୍ଚିତ ସମର୍ଥ ଅପହରଣ ଓ ହତ୍ୟା ମାମଲା: ଆତ୍ମହତ୍ୟା ଉଦ୍ୟମ କଲା ମୁଖ୍ୟ ଅଭିଯୁକ୍ତ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ସମର୍ଥ ଅପହରଣ ଓ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଅମିତ ଶର୍ମା ପୁଲିସ ହେପାଜତରେ ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ମିଳିଛି। ତେବେ ଠିକ ସମୟରେ କାର୍ଯ୍ୟରତ ପୁଲିସ କର୍ମୀ ଘଟଣା ସଂପର୍କରେ ଜାଣିପାରିବାରୁ ବଡ଼ ଧରଣର ଅଘଟଣ ବିପଦ ଟଳି ଯାଇଛି। ସୂଚନା

ଜାଲ ସାର୍ଟିଫିକେଟ ଘଟଣା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ

ବଲାଙ୍ଗିର: ନକଲି ଚେର ଖୋଜୁଛି କ୍ରାଇମବ୍ରାଞ୍ଚ। ବଲାଙ୍ଗୀର ଜାଲ ସାର୍ଟିଫିକେଟ ଘଟଣାରେ କ୍ରାଇମବ୍ରାଞ୍ଚର ତନାଘନା ତଦନ୍ତ। ୪ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ। ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ଆଲୋକ ଉଦ୍‌ଗାତା ସମେତ ଆଉ ଦୁଇ ଜଣଙ୍କୁ ରିମାଣ୍ଡରେ ନେବାକୁ ଆବେଦନ

ଭୁବନେଶ୍ବରରେ ବାଣ ବିସ୍ଫୋରଣ, ଜଣେ ଆହତ

ଭୁବନେଶ୍ବର: ଭୁବନେଶ୍ବର ଭିଏସଏସ ନଗରରେ ବାଣ ବିସ୍ଫୋରଣରେ ଜଣେ ଆହତ ହୋଇଛନ୍ତି। ଘର ଭିତରେ ବାଣ ଭିଡ଼ିବାବେଳେ ବିସ୍ଫୋରଣ ଘଟିଥିଲା। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିବାବେଳେ ଘରର ଆଜବେସଟେସ ଉଡ଼ି ଯାଇଥିଲା। ବାଣ ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଆସି

ଚାକିରି ଦେବାକୁ କହି ୨ଶହ ଲୋକଙ୍କୁ ଠକେଇ, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଚାକିରି ଦେବାକୁ କହି ୨ଶହ ଆଶାୟୀଙ୍କୁ ଠକିଥିବା ୨ ଅଭିଯୁକ୍ତଙ୍କୁ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଗିରଫ କରିଛି। ୨ ଅଭିଯୁକ୍ତ ରାଜକିଶୋର ପଟ୍ଟନାୟକ ଓ ଅରୁଣ ମହାନ୍ତିଙ୍କୁ ଆଜି ଅର୍ଥନୈତିକ ଅପରାଧ ଶାଖା ପକ୍ଷରୁ ଗିରଫ କରାଯାଇଛି। ଏହି ୨ ଅଭିଯୁକ୍ତ ପିଅନ, କିରାଣୀ,

ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ଲୁଟିଲେ ସାଇବର ଠକ

ଭୁବନେଶ୍ୱର : ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ଟଙ୍କା ଲୁଟିଲେ ସାଇବର ଠକ। ଯାହା ଭିତରେ ଅନ୍‌ଲାଇନ ଟ୍ରେଡିଂ ଓ ଇନଭେଷ୍ଟମେଣ୍ଟ ନାଁରେ ୧.୫୫ କୋଟି ଟଙ୍କା ଠକେଇ ହୋଇଛି। ସେହିପରି ଓଟିପି, କେୱାଇସି ଅପଡେଟ୍‌ ଲିଙ୍କରେ କ୍ଲିକ୍‌ ନାଁରେ ୬୫ ଲକ୍ଷ ଟଙ୍କା ଚଳୁ ହୋଇଛି। ଅନ୍ୟପଟେ

କଳା ପଲସରରେ ଆସି ବ୍ୟବସାୟୀଙ୍କଠାରୁ ଲୁଟିନେଲେ ୧୭ଲକ୍ଷ ୫୦ହଜାର ଟଙ୍କା

ଫୁଲବାଣୀ: କଳା ପଲସରରେ ଆସି ୨ ଲୁଟେରା ଆକ୍ସିସ ବ୍ୟାଙ୍କ ପାଖରୁ ଫୁଲବାଣୀର ଜଣେ ବ୍ୟବସାୟୀଙ୍କଠାରୁ ୧୭ଲକ୍ଷ ୫୦ହଜାର ଝାମ୍ପିନେଇଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ଫୁଲବାଣୀର ଏକ ତେଜରାତି ଦୋକାନ ମାଲିକ ଅଜୟ ପାତ୍ର ଓ ସହଯୋଗୀ ରମେଶ ପ୍ରଧାନ ଏକ ସ୍କୁଟିରେ ଆକ୍ସିସ୍

ନକଲି ଡାକ୍ତର ରମେଶ ସ୍ୱାଇଁ ଠକେଇ ଓ ଗିରଫ ଘଟଣା: ତଦନ୍ତ କରିବ ଇଡି

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ନକଲି ଡାକ୍ତର ରମେଶ ସ୍ୱାଇଁ ଠକେଇ ଓ ଗିରଫ ମାମଲାର ତଦନ୍ତ କରିବ। ଇଡି ଆର୍ଥିକ କାରବାରର ଖୋଳତାଡ଼ କରିବ। ଏନେଇ ଇଡି ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି।ଉଲ୍ଲେଖଯୋଗ୍ୟ, ଏହି ଘଟଣାକୁ ନେଇ ପୂର୍ବରୁ ଇଡି କମିସନରେଟ ପୁଲିସକୁ ତଥ୍ୟ ମାଗିଥିଲା।