Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଓୟ ହୋଟେଲ ରୁମରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…
ଭୁବନେଶ୍ବର: କଣ ହୋଇଯାଇଛି ଯୁବପୀଢୀଙ୍କୁ? କାହିଁକି ଛୋଟ ଛୋଟ କଥାରେ ତୁଚ୍ଛ ମଣିନେଉଛନ୍ତି ନିଜ ଜୀବନକୁ? କାହିଁକି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବାକୁ ପଛାଉ ନାହାନ୍ତି ଯୁବପୀଢୀ? ଏବେ ଏଭଳି ପ୍ରଶ୍ନ ଉଙ୍କି ମାରୁଛି ପ୍ରତିଟି ରାଜଧାନୀବାସୀଙ୍କ ମନରେ। କାରଣ ଆଜି ପୁଣି ଜଣେ ଯୁବକ!-->…
ମା’କୁ ପିଟି ପିଟି ହତ୍ୟା କଲା କୁଳାଙ୍ଗାର ପୁଅ…
ବରଗଡ: ଜନ୍ମ କଲା ମା’କୁ ପିଟି ପିଟି ହତ୍ୟା କଲା ପୁଅ । ବରଗଡ଼ ସଦର ଥାନା ଅନ୍ତର୍ଗତ ପିପିଲିପାଲି ଗାଁର ଘଟିଛି ଏଭଳି ଘଟଣା । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା ।
ଅଭିଯୁକ୍ତ ୨୦ ବର୍ଷୀୟ କାର୍ତ୍ତିକ ଭୁଏକୁ ସଦର ଥାନା ପୋଲିସ ଅଟକ ରଖିଛି । ଘଟଣାସ୍ଥଳରେ ବରଗଡ଼ ସଦର!-->!-->!-->…
କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ଏନ୍କାଉଣ୍ଟର…
ଭୁବନେଶ୍ବର: ରାଜଧାନୀରେ ଏନ୍କାଉଣ୍ଟର। ଦୀର୍ଘ ଦିନର ନୀରବତା ପରେ ପୁଣି ଭୁବନେଶ୍ୱରରେ ଏନକାଉଣ୍ଟର। କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ବାଙ୍କୁଆଳ ନଦୀ ନିକଟରେ ଏନକାଉଣ୍ଟର କରିଛି କମିଶନରେଟ ପୋଲିସର ସ୍ପେଶାଲ୍ ଟିମ୍। ତା ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ପ୍ରଥମେ କ୍ୟାପିଟାଲ!-->…
ରାଜନୈତିକ ଶତ୍ରୁତା କୁ ନେଇ ଶିକୁଳାରେ ଫୁଟିଲା ଗୁଳି…
ପୁରୁଷୋତ୍ତମପୁର : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରବିବାର ସକାଳେ ନିରଞ୍ଜନ ମହାରଣା ଓରଫ କୋକି ନାମକ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିବା ସହ ଗୁଳି କରି ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗ୍ରାମବାସୀ ଘଟଣାସ୍ଥଳରୁ ଉଦ୍ଧାର!-->!-->!-->…
ସଉତୁଣୀର ତଣ୍ଟିଚିପି ହତ୍ୟା କଲା ସଉତୁଣୀ…
କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି। ଗାଧୋଇବାକୁ ଡାକି ନେଇ ସଉତୁଣୀର ତଣ୍ଟିଚିପି ଜଣେ ମହିଳା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନଇଗାଁରେ। ମୃତ ମହିଳା ଜଣଙ୍କ ହେଲେ ଆଶା ମୁଣ୍ଡା।
ନଇଗାଁର ଆକାଶ ମୁଣ୍ଡା ପ୍ରଥମ ପତ୍ନୀ ଥିବା!-->!-->!-->…
ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଟିଲାଗଡ଼: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏଭଳି ଘଟଣା ଘଟିଛି ଟିଟିଲାଗଡ଼ ଥାନା ମନିଗାଁ ଡ଼କା ଡଙ୍ଗର ନିକଟସ୍ଥ ଜଙ୍ଗଲରେ। ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ପୋଲିସ। ଗଛ ନିକଟରେ ଦୁଇଟି ଚପଲ ରହିଥିବା ବେଳେ ଯୁବକ ଙ୍କ ପରିଚୟ ମିଳି ପାରି ନାହିଁ । ହତ୍ୟା!-->…
ନକଲି ସାର୍ଟିଫିକେଟରେ ଅସଲି ଚାକିରି ଘଟଣା : ବଲାଙ୍ଗୀରି କୋଚିଂ ସେଣ୍ଟରେ ଚଢ଼ାଉ, ୮ ଅଭିଯୁକ୍ତ ଗିରଫ
ବଲାଙ୍ଗୀରି: ନକଲି ସାର୍ଟିଫିକେଟର ଗୁମର ଖୋଲିଲା ପୋଲିସ। ବଲାଙ୍ଗୀର ପୋଷ୍ଟାଲ ଚାକିରି ପାଇଁ ଜାଲ ସାର୍ଟିଫିକେଟ ଦେଇ ଚାକିରି ଆବେଦନ ଅଭିଯୋଗ ଘଟଣା । ୮ ଜଣ ଅଭିଯୁକ୍ତ ଙ୍କୁ ଅଟକ ରଖିଲା ବଲାଙ୍ଗୀର ଟାଉନ ପୋଲିସ । ଵଲାଙ୍ଗିର କଲେଜ ଛକ ରେ ଥିବା କୋଚିଂ ସେଣ୍ଟରେ ପୋଲିସର ଚଢ଼ାଉ । ଶହ ଶହ!-->…
ହୋଡିଂ ଉପରେ କାମ କରୁଥିବା ବେଳେ ମହୁମାଛି ଆକ୍ରମଣ, ତଳେ ପଡି ଜଣେ ମୃତ
ବାରଙ୍ଗ: ବାରଙ୍ଗ ଥାନା ଅନ୍ତର୍ଗତ ବଙ୍ଗାଳି ସାହି ଛକରେ ଥିବା ୫୦ ପୁଟର ହୋଡିଂ ଉପରେ ଚଡି କାମ କରିବା ବେଳେ ମହୁମାଛି ଆକ୍ରମଣରେ ଖସି ପଡ଼ି ଯୁବକ ମୃତ ।ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଟୋରେଣ୍ଟ ଆଡ଼ଭାଇଟାଇଜମେଣ୍ଟ କମ୍ପାନୀ ଅଧୀନରେ କାମ କରୁଥିବା ଦୁଇ ଜଣ ଯୁବକ ବିଳମ୍ବିତ!-->…
ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ୩ ଗୁରୁତର
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ସହଦେଵ ଟିକରପଡା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତୋଫାନ ଗୌଡ଼। ଆହତ ହେଲେ କାଳୁ ଗୌଡ଼, ଜୋହ୍ନl ଗୌଡ଼ ଓ ପ୍ରତିମା ଗୌଡ଼l ଆହତ ମାନଙ୍କୁ ପ୍ରଥମେ!-->…
ଯୁବତୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ବନ୍ଧା ହେଲେ ଯୁବକ
ଭୁବନେଶ୍ବର: ଯୁବତୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେବା ମହଙ୍ଗା ପଡ଼ିଲା। କେବଳ ସେତିକି ନୁହେଁ, ସୋଶାଲ ମିଡିଆରେ ସମ୍ପୃକ୍ତା ଯୁବତୀଙ୍କ ଜାଲ୍ ଭିଡିଓ ଅପଲୋଡ୍ କରିବା ପରେ ବନ୍ଧା ହେଲେ ଯୁବକ । ଏପରି ଘଟଣା ରାଜଧାନୀରେ ଘଟିଥିବା ବେଳେ ଗିରଫ ଯୁବକଜଣକ ହେଲେ ପ୍ରୀତି ପ୍ରକାଶ ନାୟକ ନାମକ ।!-->…