Browsing Category

ଅପରାଧ

ଓଡ଼ିଶା-ଆନ୍ଧ୍ର ସୀମାରେ ବ୍ୟାପକ ମାଓ ସାମଗ୍ରୀ ଜବତ…

କୋରାପୁଟ: ବ୍ୟାପକ ମାତ୍ରାରେ ମାଓ ସାମଗ୍ରୀ ଜବତ କରିଛି କୋରାପୁଟ ପୁଲିସ। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନାକୁ ଆଧାର କରି କୋରାପୁଟ ଏସ୍‌ପିଙ୍କ ନିର୍ଦେଶ କ୍ରମେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାନ୍ତ ଅଞ୍ଚଳରୁ ଏହି ମାଓ ସାମଗ୍ରୀ ଜବତ ହୋଇଛି। ସର୍ଚ୍ଚ ଅପରେସନରେ ଡିଭିଏଫ୍‌ ଯବାନ ଓ

ବାଲେଶ୍ୱରରେ ବଡ଼ ଧରଣର ସେକ୍ସ ରାକେଟର ପର୍ଦ୍ଧାଫାଶ

ବାଲେଶ୍ୱର : ବାଲେଶ୍ୱର ପୋଲିସ ଏକ ବଡ଼ ଧରଣର ସେକ୍ସ ରାକେଟର ପର୍ଦ୍ଧାଫାଶ କରିଛି । ସେକ୍ସ ରାକେଟ ସହ ରହିଛି ବାଂଲାଦେଶ ଲିଙ୍କ୍‌ । ସେକ୍ସ୍‌ ରାକେଟ ଅଭିଯୋଗ ରେ ବାଲେଶ୍‌ର ପୋଲିସ ଦ୍ଵାରା ୧୩ ଗିରଫ ହୋଇଥିବା ବେଳେ ବାଲେଶ୍‌ର ଜିଲ୍ଲା ପୋଲିସ ମୁଖ୍ଯାଳୟରେ ବାଲେଶ୍‌ର ଏସ ପି

ଆସିଲା ଡିଜେ ଆଜେକ୍ସଙ୍କର ପୋଷ୍ଟମର୍ଟମ ରିପୋର୍ଟ, ଶ୍ୱାସରୁଦ୍ଧରୁ ହୋଇଛି ମୃତ୍ୟୁ

ଭୁବନେଶ୍ୱର: ଶ୍ୱାସରୁଦ୍ଧରୁ ଡିଜେ ଆଜେକ୍ସଙ୍କ ମୃତ୍ୟୁ। ପୋଷ୍ଟମୋର୍ଟମ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ଆଜେକ୍ଚଙ୍କ ବେକରେ ରହିଛି ଦୌଡି ଚିହ୍ନ। ପୋଲିସ ଜବତ କରିଥିବା ମୃତଦେହ ବ୍ୟବଛେଦ ରିପୋର୍ଟରୁ ଏହା ଜଣାପଡିଛି। ସେପଟେ ଗତ ୧୭ ତାରିଖରେ ପ୍ରେମିକାଙ୍କୁ ଏକାଧିକ ଥର କଲ କରିଥିଲେ

ବାଲିଗଦାରେ ପାଣି ଢାଳି ଦେବାରୁ ରକ୍ତାକ୍ତ ସଂଘର୍ଷ

ପୁରୀ: ଘର ଆଗରେ ଥିବା ବାଲିଗଦାରେ ପାଣି ପକାଇବାକୁ ନେଇ ଦୁଇ ପଡ଼ୋଶୀଙ୍କ ଭିତରେ ରକ୍ତାକ୍ତ ସଂଘର୍ଷ। ଖଣ୍ଡା ଚୋଟରେ ରକ୍ତାକ୍ତ ହୋଇ ଜଣେ ଯୁବକ ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୁରୀ କଣ୍ଠପୁରର କାଶିପୁର ଗ୍ରାମରେ ଆଜି ଏହି ଘଟଣା ଘଟିଛି।

ଟ୍ରକକୁ ପଛରୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ଘଟଣାସ୍ଥଳରେ ୨ ମୃତ

ଖୋର୍ଦ୍ଧା : ଟ୍ରକ୍‌କୁ ପଛରୁ ପିଟିଲା ଭ୍ୟାନ୍‌। ଘଟଣାସ୍ଥଳରେ ୨ ମୃତ। ଖୋର୍ଦ୍ଧା ଗଙ୍ଗପଡା ପୁରୁଣା ଟୋଲଗେଟ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ଟ୍ରକଟି ରାସ୍ତା କଡରେ ଛିଡା ହୋଇଥିବାବେଳେ ଏକ ପିକଅପ୍‌ ଭ୍ୟାନ୍‌ ପଛ ପଟୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ଅଗ୍ନିଶମ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମହିଳାଙ୍କ ସମେତ ୩ ମୃତ…

ଉମରକୋଟ :ରାଜ୍ୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କ ସମେତ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ବର୍ଷର ଶିଶୁ ଗୁରୁତର ଆହତ ହୋଇଛି। ତାକୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ବକଡାବେଢା ଛକ ନିକଟରେ

ରାଜଧାନୀରୁ ଅପହୃତ ଉଦ୍ଧାର, ୩ ଗିରଫ, ୫ ଲକ୍ଷ ମୁଣ୍ଡ ଜାମିନ ରଖିଥିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ରାଜଧାନୀରୁ ଜଣେ ବ୍ୟକ୍ତିଙ୍କୁ ଅପହରଣ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଉଦ୍ଧାର କରିବା ସହ ଏହି ଅପହରଣ ମାମଲାରେ ଜଡିତ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଅପହୃତ ଜଣକ ହେଲେ ମନୋଜ ସେଠୀ । ତାଙ୍କୁ କାମ ଦେବାକୁ କହି ସୈନିକ ସ୍କୁଲ ନିକଟ ହନୁମାନ ମନ୍ଦିର ନିକଟରୁ ଅପହରଣ

DJ ଆଜେକ୍ସ ଆତ୍ମହତ୍ୟା ମାମଲା, ବାନ୍ଧବୀ ଓ ପୁରୁଷବନ୍ଧୁଙ୍କ CDR ରିପୋର୍ଟ ମାଗିଲା ପୋଲିସ

ଭୁବନେଶ୍ୱର : ଅକ୍ଷୟ ମହାରଣା ଓରଫ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ଆତ୍ମହତ୍ୟା ମାମଲାରେ ଖୋଳତାଡ ଜାରି ରଖିଛି ଭୁବନେଶ୍ୱର ଖାରବେଳନଗର ଥାନା ପୋଲିସ । ଆତ୍ମହତ୍ୟା ପଛରେ ଅର୍ଥ ଦେଣନେଣ ଓ ବ୍ଲାକମେଲିଂ ନେଇ ପୋଲିସକୁ ସୁରାକ୍ ମିଳିଥିବା ଚର୍ଚ୍ଚା ହେଉଛି। ସେପଟେ ମୃତ୍ୟୁ ରହସ୍ୟ

ଗଞ୍ଜେଇ ଚାଲାଣରେ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

ମାଲକାନଗିରି: ଗଞ୍ଜେଇ ଚାଲାଣରେ ପୋଲିସ କନେଷ୍ଟବଳ । ଗଞ୍ଜେଇ ଚାଲାଣ ଅଭିଯୋଗରେ ପୋଲିସକୁ ବାନ୍ଧିଲା ପୋଲିସ । ମାଲକାନଗିରି ଥାନା ମାର୍କାପାଲ୍ଲୀ ଠାରେ ଜଣେ ଗଂଜେଇ ବେପାରୀ ଶରତ ଚନ୍ଦ୍ର ହନ୍ତାଳ ଗଂଜେଇ ଚାଲାଣ କରୁଥିବା ଖବର ମିଳିଥିଲା । ମାଲକାନଗିରି SDPO ଘଟଣା ସ୍ଥଳରେ ପହଞ୍ଚି

ମାଟ୍ରିକ ପରୀକ୍ଷା ଚାପ: ଜୀବନ ହାରିଦେଲେ ଛାତ୍ରୀ

ଯାଜପୁର: ମାଟ୍ରିକ ପରୀକ୍ଷା ସରିବାର ଦିନକ ପୂର୍ବରୁ ଆତ୍ମହତ୍ୟା କଲେ ଛାତ୍ରୀ । ଦୁଇଟି ପରୀକ୍ଷାରେ ଖରାପ କରିଥିବାରୁ ଗତକାଲି ରାତିରେ ସେ ଆତ୍ମହତ୍ୟା କରି ଦେଇଛନ୍ତି । ଏମିତି ଦୁଃଖଦ ଖବର ଆସିଛି ଯାଜପୁର ଜିଲ୍ଲାରୁ । ମୃତା ଛାତ୍ରୀ ଜଣକ ଯାଜପୁର ଥାନା ତଥା ଦଶରଥପୁର ବ୍ଳକ