Browsing Category

ଅପରାଧ

ସଫ୍ଟେଓ୍ଵୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ମୃତ୍ୟୁ ମାମଲା : ୫ ମାସ ପରେ ବୟଫ୍ରେଣ୍ଡ ସୌମ୍ୟଜିତ ଗିରଫ..

ଭୁବନେଶ୍ବର: ଭୁବନେଶ୍ୱରରେ ସଫ୍ଟେଓ୍ଵୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତ ଗିରଫ । ଆଜି ସମ୍ବଲପୁରରୁ ସୌମ୍ୟଜିତ୍‌କୁ ଭୁବନେଶ୍ୱର ଆଣିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ। ଗତକାଲି ରାତିରେ ସମ୍ବଲପୁର ବଂଶୀଧର ନଗର ସ୍ଥିତ ଘରୁ ସୌମ୍ୟଜିତ

ବାଇକକୁ ପିଟିଲା ଟ୍ରକ୍: ପ୍ରାଣ ହରାଇଲେ ବାପ ଓ ପୁଅ…

ନୂଆପଡ଼ା: ନୂଆପଡ଼ା  ଜିଲ୍ଲା ଲଖନା ଥାନା କୁସଦହନା ସ୍ଥିତ ବିଜୁ ଏକ୍ସପ୍ରେସ ୱେଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଘଟିଛି। ଏଠାରେ ବାଇକକୁ ପିଟିଛି ଟ୍ରକ୍। ଏହାଫଳରେ ଘଟଣାସ୍ଥଳରେ ବାପ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବାଇକ୍ ଆରୋହୀ କୋମନା ଥାନା ମିଛାପାଲି ଗାଁର କମଳ

ହୋମଗାର୍ଡଙ୍କୁ ଧକ୍କା ଦେଲା ଟ୍ରକ୍‌ , ଘଟଣାସ୍ଥଳରେ ମୃତ୍ୟୁ

ଆନନ୍ଦପୁର: ହୋମଗାର୍ଡଙ୍କ ଉପରେ ମାଡ଼ିଗଲା ଗାଡ଼ି। ଗତକାଲି ବିଳମ୍ବିତ ରାତିରେ ଆନନ୍ଦପୁର ଘଷିପୁରା ଥାନା ଦେଓଗାଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତ ହୋମଗାର୍ଡ ତରିମୂଳ ଗାଁର ସୁରେଶ କୁମାର ରାଉତ । ସେ ଘଷିପୁରା ଥାନାରେ କାର୍ଯ୍ୟରତ ଥିଲେ। ଗତକାଲି ରାତିରେ ସୁରେଶ

ବିଳମ୍ୱିତ ରାତିରେ ଘରେ ପଶି ମହିଳାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ…

ଛତ୍ରପୁର: ଛତ୍ରପୁର ବ୍ଲକ ଅନ୍ତର୍ଗତ ଵିପୁଳିଙ୍ଗି ଗ୍ରାମ ବଡ଼ ସାହିରେ ଘରେ ପଶି ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି । ମୃତକ ମହିଳା ଜଣକ ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ। ଗତକାଲି ରାତିରେ ସୁପ୍ରଭାଙ୍କ ସ୍ୱାମୀ ରାଧାଶ୍ୟାମ ବିପୁଳିଙ୍ଗି ଛକରେ ଥିବା ନିଜ

ଫିରିଙ୍ଗିଆ ପୋଲିସ ର ଆଉ ଏକ ସଫଳତା ୨୫୦ କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ…

ଫିରିଙ୍ଗିଆ-, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ର ଅପେରେସନ ନୀଳ ଜହର ପ୍ରକ୍ରିୟା ଟି ଦିନକୁ ସଫଳତା ଆଡକୁ ଅଗ୍ରସର ହେଉଥିବା ବେଳେ ଗଞ୍ଜା ବେପାରୀ ଓ ଚାଷୀ ଙ୍କ ପ୍ରାଣ ରେ କିନ୍ତୁ ଆତଙ୍କ ଦେଖା ଦେଇଛି |ଫିରିଙ୍ଗିଆ ପୋଲିସ ପ୍ରଶାସନ ନୀଳ ଜହର ଅପେରେସନ କୁ ଗୁରୁତ୍ୱ ଭାବେ ନେଇ

ଘରେ ପଶି ମହିଳାଙ୍କୁ ନିର୍ମମ ହତ୍ୟା…

ଛତ୍ରପୁର : ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମରେ ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ତେବେ ହତ୍ୟାର କାରଣ ଅସ୍ପଷ୍ଟ

ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ବେଳେ ଜଳିଗଲେ ୩ ନାବାଳକ: ଜଣଙ୍କର ମୃତ୍ୟୁ, ଦୁଇ ଗୁରୁତର

ରାୟଗଡ଼ା: ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ହେଲା କାଳ। ୨୫କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବାଳକର ମୃତ୍ୟୁ ହୋଇଥିବା ବେଳେ ଅନ୍ଯ ଦୁଇଜଣ ବଳକାକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଘଟିଛି କଲ୍ଯାଣସିଂହପୁର ଥାନା ଅନ୍ତର୍ଗତ ଭାଲୁ

କ୍ଵାଟରରୁ ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର…

ଢେଙ୍କାନାଳ : ଢେଙ୍କାନାଳ ଟାଉନ ଥାନା କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତ ଶରୀର ରିଜର୍ଭ ଲାଇନ ପୋଲିସ କ୍ଵାଟରରୁ ଉଦ୍ଧାର ହୋଇଛି। ସୁନିତାଙ୍କ ସ୍ୱାମୀ ଗଣେଶ୍ୱର ନାୟକ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ସୂଚନା ଅନୁସାରେ ଗତକାଲି ସେମାନଙ୍କ ମଧ୍ୟରେ କୌଣସି

କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର ସ୍ବପ୍ନା ରେଡି ସଞ୍ଜୁ ରେଡି ଓ

ନବ ଦାସ ହତ୍ୟା ଘଟଣା: ଚୌଦ୍ବାର ଜେଲ୍‌ରେ ପହଞ୍ଚିଲା ଗୋପାଳ

କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଆଜି ସନ୍ଧ୍ୟାରେ କଟକ ଜିଲ୍ଲା ଚୌଦ୍ୱାରସ୍ଥିତ ସର୍କଲ ଜେଲକୁ ଅଣାଯାଇଛି। ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ଏଏସ୍‌ଆଇ ଭାବେ ମୁତୟନ ଥିବା ଅଭିଯୁକ୍ତ ଗୋପାଳକୁ ଚୌଦ୍ୱାର ଜେଲ୍‌ର ୩ନମ୍ବର