Browsing Category

ଅପରାଧ

ବିଳମ୍ୱିତ ରାତିରେ ଘରେ ପଶି ମହିଳାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ…

ଛତ୍ରପୁର: ଛତ୍ରପୁର ବ୍ଲକ ଅନ୍ତର୍ଗତ ଵିପୁଳିଙ୍ଗି ଗ୍ରାମ ବଡ଼ ସାହିରେ ଘରେ ପଶି ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି । ମୃତକ ମହିଳା ଜଣକ ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ। ଗତକାଲି ରାତିରେ ସୁପ୍ରଭାଙ୍କ ସ୍ୱାମୀ ରାଧାଶ୍ୟାମ ବିପୁଳିଙ୍ଗି ଛକରେ ଥିବା ନିଜ…

ଫିରିଙ୍ଗିଆ ପୋଲିସ ର ଆଉ ଏକ ସଫଳତା ୨୫୦ କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ…

ଫିରିଙ୍ଗିଆ-, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ର ଅପେରେସନ ନୀଳ ଜହର ପ୍ରକ୍ରିୟା ଟି ଦିନକୁ ସଫଳତା ଆଡକୁ ଅଗ୍ରସର ହେଉଥିବା ବେଳେ ଗଞ୍ଜା ବେପାରୀ ଓ ଚାଷୀ ଙ୍କ ପ୍ରାଣ ରେ କିନ୍ତୁ ଆତଙ୍କ ଦେଖା ଦେଇଛି |ଫିରିଙ୍ଗିଆ ପୋଲିସ ପ୍ରଶାସନ ନୀଳ ଜହର ଅପେରେସନ କୁ ଗୁରୁତ୍ୱ ଭାବେ ନେଇ…

ଘରେ ପଶି ମହିଳାଙ୍କୁ ନିର୍ମମ ହତ୍ୟା…

ଛତ୍ରପୁର : ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମରେ ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ତେବେ ହତ୍ୟାର କାରଣ ଅସ୍ପଷ୍ଟ…

ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ବେଳେ ଜଳିଗଲେ ୩ ନାବାଳକ: ଜଣଙ୍କର ମୃତ୍ୟୁ, ଦୁଇ ଗୁରୁତର

ରାୟଗଡ଼ା: ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ହେଲା କାଳ। ୨୫କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବାଳକର ମୃତ୍ୟୁ ହୋଇଥିବା ବେଳେ ଅନ୍ଯ ଦୁଇଜଣ ବଳକାକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଘଟିଛି କଲ୍ଯାଣସିଂହପୁର ଥାନା ଅନ୍ତର୍ଗତ ଭାଲୁ…

କ୍ଵାଟରରୁ ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର…

ଢେଙ୍କାନାଳ : ଢେଙ୍କାନାଳ ଟାଉନ ଥାନା କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତ ଶରୀର ରିଜର୍ଭ ଲାଇନ ପୋଲିସ କ୍ଵାଟରରୁ ଉଦ୍ଧାର ହୋଇଛି। ସୁନିତାଙ୍କ ସ୍ୱାମୀ ଗଣେଶ୍ୱର ନାୟକ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ସୂଚନା ଅନୁସାରେ ଗତକାଲି ସେମାନଙ୍କ ମଧ୍ୟରେ କୌଣସି…

କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର ସ୍ବପ୍ନା ରେଡି ସଞ୍ଜୁ ରେଡି ଓ…

ନବ ଦାସ ହତ୍ୟା ଘଟଣା: ଚୌଦ୍ବାର ଜେଲ୍‌ରେ ପହଞ୍ଚିଲା ଗୋପାଳ

କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଆଜି ସନ୍ଧ୍ୟାରେ କଟକ ଜିଲ୍ଲା ଚୌଦ୍ୱାରସ୍ଥିତ ସର୍କଲ ଜେଲକୁ ଅଣାଯାଇଛି। ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ଏଏସ୍‌ଆଇ ଭାବେ ମୁତୟନ ଥିବା ଅଭିଯୁକ୍ତ ଗୋପାଳକୁ ଚୌଦ୍ୱାର ଜେଲ୍‌ର ୩ନମ୍ବର…

ମଝି ଚିଲିକାରେ ୫୦ ଯାତ୍ରୀଙ୍କ ସହ ଫସିଲା ଡଙ୍ଗା

ବ୍ରହ୍ମଗିରି: ମଝି ଚିଲିକାରେ ଯାତ୍ରୀଙ୍କ ସହିତ ଭସାପୋଲ ଫସିବାର ୨୪ ଘଣ୍ଟା ନ ପୁରୁଣୁ ପୁଣି ଏକ ଡଙ୍ଗା ୫୦ ଯାତ୍ରୀଙ୍କ ସହିତ ଫସିଛି । ଦୀର୍ଘ ଘଣ୍ଟାଏ ଧରି ଡଙ୍ଗାଟି ଫସିବା ପରେ କୂଳକୁ ଫେରିଛି । ଖବର ନେବାରେ ଜଣାପଡିଛି ଆଜି ଅପରାହ୍ନରେ ପୁରୀ ଜିଲ୍ଲା ସାତପଡା ଘାଟରୁ ଏକ ଯାତ୍ରୀବାହି…

ଦ୍ୱିତୀୟ ବିବାହ କଲେ ପ୍ରଧାନ ଶିକ୍ଷକ, ଥାନାରେ ଏତଲା ଦେଲେ ପ୍ରଥମ ସ୍ତ୍ରୀ

ଦାରିଙ୍ଗବାଡ଼ି : ପ୍ରଥମ ସ୍ତ୍ରୀ ଘରେ ଅଛନ୍ତି । ତାଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କଲେ ଶିକ୍ଷକ । ଏ ଖବର ପାଇବା ପରେ ପ୍ରଥମ ସ୍ତ୍ରୀ ଶିକ୍ଷକ ସ୍ୱାମୀ ନାଁରେ ଥାନାରେ ଏତଲା ଦେଇଛନ୍ତି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଛନ୍ତି ପ୍ରଥମ ପତ୍ନୀ । …

କଟକ ମହାନଗର ନିଗମ : ବିରୋଧୀ କର୍ପୋରେଟରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ

କଟକ : କଟକ ମହାନଗର ନିଗମରେ ବିରୋଧୀ କର୍ପୋରେଟରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଭୁବନେଶ୍ୱରରେ ଆଇଏଏସ ସମ୍ମିଳନୀରେ ଥିବା ସିଏମସି କମିଶନର ନିଖିଳ ପବନ କଲ୍ୟାଣ ଅପରାହ୍ନରେ ବିରୋଧୀ କର୍ପୋରେଟରଙ୍କ ଆନ୍ଦୋଳନସ୍ଥଳରେ ପହଞ୍ଚି ସମ୍ମିଳନୀ କକ୍ଷରେ ବସି…