Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ନିଶା ନିବାରଣ କେନ୍ଦ୍ରରେ ନିିର୍ଦ୍ଧୁମ ମାଡ଼: ଯୁବକ ମୃତ, ମାଲିକ ଓ ୨ କର୍ମଚାରୀ ଗିରଫ…
ଭୁବନେଶ୍ୱର: ନିଶା ନିବାରଣ କେନ୍ଦ୍ରରେ ଅକଥନୀୟ ଅତ୍ୟାଚାର ଘଟଣା । ଅନ୍ତେବାସୀ ସର୍ବେଶ୍ୱର ବେହେରାଙ୍କ ମୃତ୍ୟୁ ଘଟିଥିବା ସୂଚନା । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ସର୍ବେଶ୍ୱର । ଘଟଣାରେ ୩ ଜଣଙ୍କୁ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ । ସାଇକୃପା ଡି-ଆଡିକ୍ସନନ୍ ସେଣ୍ଟର!-->…
ନବ ଦାସଙ୍କ ସହ ସବୁଠି ଥିଲେ ହତ୍ୟାକାରୀ ଗୋପାଳ ଦାସ; ଭାଇରାଲ ହେଲା ପୁରୁଣା ଫଟୋ…
ଝାରସୁଗୁଡା : ନବ ଦାସଙ୍କ ସହ ସବୁଠି ଥିଲେ ହତ୍ୟାକାରୀ ଗୋପାଳ ଦାସ । ଝାରସୁଗୁଡ଼ା ଜିଲ୍ଲାରେ କାର୍ଯ୍ୟକାଳ ସମୟରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ନିକଟତର ହେବାର ଅନେକ ସୁଯୋଗ ପାଇଥିଲେ ଗୋପାଳ । ବ୍ରଜରାଜନଗର ବିଧାନସଭା କ୍ଷେତ୍ରକୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ!-->…
ନବ ଦାସ ହତ୍ୟା ମାମଲା: ପୁଣି ବ୍ରହ୍ମପୁରରେ ତନାଘନା ଆରମ୍ଭ କଲା କ୍ରାଇମବ୍ରାଞ୍ଚ
ବ୍ରହ୍ମପୁର: ନବକିଶୋର ଦାସଙ୍କୁ ଗୁଳିକରି ହତ୍ୟା ମାମଲା । ପୁଣି ବ୍ରହ୍ମପୁରରେ ତନାଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଟିମ । ଅଭିଯୁକ୍ତ ଗୋପାଳକୃଷ୍ଣର ବ୍ରହ୍ମପୁର ସ୍ଥିତ ଆଙ୍କୁଲି ବାସ ଭବନରେ ଦୁଇଜଣିଆ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଘର ଭିତରେ ASI ଗୋପାଳ ଦାସର ପତ୍ନୀ ଜୟନ୍ତୀ!-->!-->!-->…
ବାଲିଗୁଡ଼ାର ଏକ ଘରୋଇ ସ୍କୁଲରେ ବିସ୍ଫୋରଣ, ୩ ଛାତ୍ର ଗୁରୁତର…
ଫୁଲବାଣୀ : ଘରୋଇ ସ୍କୁଲରରେ ବୁଧବାର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୩ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ସମସ୍ତ ଛାତ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ରୁତୁଙ୍ଗିଆ ପଞ୍ଚାୟତର ଘରୋଇ ହାଇସ୍କୁଲରେ ଏହି ଅଘଟଣ ଘଟିଛି।
!-->!-->!-->…
ସିଡିଏମ୍ଓ ଧରିଲେ ରୋଗୀ ସେବା କରୁଥିବା ନକଲି ଡାକ୍ତର…
ଭଦ୍ରକ: ଭଦ୍ରକ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନକଲି ଡାକ୍ତର ଧରାପଡ଼ିଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍ଓ) ଜଣେ ଯୁବକ ନିଜକୁ ଡାକ୍ତର ବେଶରେ ସଜେଇ ହୋଇ ଭଦ୍ରକ ମେଡ଼ିକାଲରେ ପ୍ରସୂତି ବିଭାଗରେ ରୋଗୀ ସେବା କରୁଥିବା ବେଳେ ତାଙ୍କ ଉପରେ ସନ୍ଦେହ କରି ତାଙ୍କୁ ଧରି!-->…
ଡିଲ ବେଳେ ବାଘଛାଲ ଜବତ, ୮ଜଣ ଗିରଫ…
ବାରିପଦା: ପୁଣି ଏକ ବାଘଛାଲ ଜବତ କରିଛି ପୁଲିସ। ମୟୂରଭଂଜ ଜିଲ୍ଲାର ବାଙ୍ଗିରିପୋଷି ଥାନା ଅଞ୍ଚଳର କତରା ଠାରେ ୪୯ ନମ୍ବର ଜାତୀୟ ରାଜପଥ କଡ଼ର ଟାୱାର ଢ଼ାବାରୁ ବାଘ ଛାଲ ଡିଲ୍ ବେଳେ ଜବତ ହୋଇଛି।
ସୂଚନା ଅନୁଯାୟୀ, ଉକ୍ତ ଢ଼ାବାରେ ବାଘ ଛାଲ ଡିଲ୍ ନେଇ ପୁଲିସ ବିଭାଗ ଖବର ଥିଲା।!-->!-->!-->…
ନବ ଦାସଙ୍କ ହତ୍ୟା ଘଟଣା: ପିଏସ୍ଓ ସସ୍ପେଣ୍ଡ, ଆଇଆଇସିଙ୍କ ବଦଳି…
ଝାରସୁଗୁଡା : ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣାକୁ ନେଇ ତଦନ୍ତ ଜାରି ରହିଛି। ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ତଦନ୍ତ ଜାରି ରହିଥିବାବେଳେ ନବ ଦାସଙ୍କ ପିଏସ୍ଓ ମିତ୍ରଭାନୁ ଦେଓ ସସ୍ପେଣ୍ଡ ହୋଇଥିବା ଖବରରୁ ଜଣା ପଡିଛି। ସେହିପରି ବ୍ରଜରାଜନଗର ଆଇଆଇସି ପ୍ରଦ୍ୟୁମ୍ନ!-->…
ଭୋଜିଖାଇ ଫେରିବା ବେଳେ ଦୁର୍ଘଟଣା; ପୁଲିସ କର୍ମଚାରୀ ମୃତ, ୩ ଗୁରୁତର…
ଖଲ୍ଲିକୋଟ: ଖଲ୍ଲିକୋଟ ନିକଟସ୍ଥ ଡି. ଗୁହାରିଆପାଟଠାରେ ଆଜି ଅପରାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତ ପୁୂଲିସ କର୍ମଚାରୀ ଜଣକ ଛତ୍ରପୁର ଅଷ୍ଟମ ବାଟାଲିୟନର ସତ୍ୟ ଯାନୀ ବୋଲି!-->…
ଲାଞ୍ଚନେଇ ଧରାପଡ଼ିଥିବା ଶିକ୍ଷକଙ୍କୁ ୪ ବର୍ଷ ଜେଲ୍ ଦଣ୍ଡ
କେନ୍ଦୁଝର : କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟର ବିଚାରପତି ରଶ୍ମୀତା ବାରିକ ମଙ୍ଗଳବାର ଏକ ଟ୍ରାପ୍ କେସର ଶୁଣାଣୀ କରି ଜଣେ ସହକାରୀ ଶିକ୍ଷକଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଏଥିସହିତ ୨ ହଜାର ଟଙ୍କା ଜୋରିମାନା ଆଦେଶ କରିଛନ୍ତି । ଜୋରିମାନା ଅନାଦେୟ ଆଉ ୨ ମାସ ଜେଲ ଦଣ୍ଡ!-->…
ଘରୋଇ ବିଶ୍ୱ ବିଦ୍ୟାଳୟର ନର୍ସିଂ କଲେଜରେ ପଢ଼ୁଥିବା ଛାତ୍ରଙ୍କ ଆତ୍ମହତ୍ୟା…
ଭୁବନେଶ୍ୱର: ଭରତପୁର ଥାନା ଅନ୍ତର୍ଗତ ଏକ ଘରୋଇ ବିଶ୍ୱ ବିଦ୍ୟାଳୟର ନର୍ସିଂ କଲେଜରେ ପଢ଼ୁଥିବା ଜଣେ ଛାତ୍ର ହଷ୍ଟେଲ ରୁମ୍ରେ ଗାମୁଛା ଦ୍ୱାରା ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲା ଚିତ୍ତରଞ୍ଜନ ଥାନା ଅଞ୍ଚଳର ସୌରଭ ଦେ (୧୯)। ସେ ଏଠାରେ!-->…