Browsing Category

ଅପରାଧ

ଜଙ୍ଗଲରେ ଯୁବକଙ୍କ ଗଳିତ ଶବ…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଏକ ଜଙ୍ଗଲରୁ ଜଣେ ଯୁବକଙ୍କ ଗଳିତ ଶବ ପୁଲିସ ଠାବ କରିଛି। ମୃତକ ଦଳପଡ଼ା ପଞ୍ଚାୟତ ଅଧୀନ ବ୍ରଡିଗୁଡ଼ା ଗ୍ରାମର ମଛେନ୍ଦ୍ର ବେହେରାଙ୍କ ପୁଅ ସାନୁଜ (୨୨) ) । ସପ୍ତାହେ ହେବ ସେ ନିଖୋଜ ଥିଲେ। ତାଙ୍କୁ ଖୋଜା ଖୋଜି କରୁଥିବା ବେଳେ କେରା

ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ।  ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ ମଦ ପିଇ ଆସି ସ୍ତ୍ରୀ ମଧୁବତିଙ୍କୁ

ବହୁ ଚର୍ଚ୍ଚିତ ପ୍ରତାପ ପୋଲାଇ ହତ୍ୟା କାଣ୍ଡର ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷ ରେ ଖଲାସ…

ଭୁବନେଶ୍ୱର: ଗତ ୨୦୧୭ ମସିହା ନଭେମ୍ବର ମାସ ୬ ତାରିଖ ରେ ଏକ ଘରୋଇ ବସ ରେ ଆସିକା ରୁ ବ୍ରହ୍ମପୁର ଯାଉଥିଲେ ପାକଲା ପଲ୍ଲୀ ର ପ୍ରତାପ ଚନ୍ଦ୍ର ପୋଲାଈ।କରେଞ୍ଜେଇ ନିକଟରେ କିଛି ଯୁବକ ପ୍ରତାପ ଙ୍କୁ ଗୁଳିମାରି ହତ୍ୟା କରିଥିଲେ। ସେତେବେଳେ ଏହି ଏହି ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା

ପିପଲପଦର ଗ୍ରାମରୁ ଚୋରା ଚାଲାଣ ପାଇଁ ଗଛିତ ଗଞ୍ଜେଇ କୁ ଜବତ କଲା ଅବକାରୀ ବିଭାଗ…

ମାଲକାନଗିରି ୨୬/୧୦ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ବିମ୍ବାଧର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ରେଞ୍ଜ ଇନ୍ସପେକ୍ଟର ଶ୍ରୀ ସନ୍ତୋଷ କୁମାର ବଳ , ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ପିପଲପଦର ଗ୍ରାମର ପଶ୍ଚିମ ପାର୍ଶ୍ୱ ଘଞ୍ଚ ପାହାଡ ଜଙ୍ଗଲ ଅଞ୍ଚଳରେ ଚଢ଼ଉ କରି ୧୬୦ କିଲୋଗ୍ରାମ

ଔଷଧ ବ୍ୟବସାୟଙ୍କୁ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ…

ବାଲିଗୁଡା: : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ମଙ୍ଗଳବାର ହୋଇଥିବା ଔଷଧ ବ୍ୟବସାୟୀ ଙ୍କୁ ହତ୍ୟାକାଣ୍ଡ ଘଟଣାର ମୂଖ୍ୟ ଅଭିଯୁକ୍ତ ଆଦିତ୍ୟ ସାମନ୍ତଙ୍କୁ ଗିରଫ କରିଛି ରାଇକିଆ ପୋଲିସ। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଅନ୍ୟ ଜଣଙ୍କର ସହାୟତାରେ

ଏଟିଏମ୍ କାର୍ଡ ବଦଳାଇ ୫୨ ହଜାର ଟଙ୍କା ଲୁଟ…

ହିଞ୍ଜିଳିକାଟୁ : ଏଟିଏମ୍ ରେ ଚତୁରତାର ସହ କାର୍ଡ ବଦଳାଇ ପ୍ରାୟ ୫୨ ହଜାର ଟଙ୍କା ଲୁଟ ହୋଇଥିବା ହିଞ୍ଜିଳି ଥାନା ରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡସାହିର ଉଦୟନାଥ ଗଉଡ ଗତ ୧୮ ତାରିଖରେ ହିଞ୍ଜିଳିକାଟୁ ଏସବିଆଇ ଶାଖା ଏଟିଏମ୍ ରୁ ୨ ହଜାର ଟଙ୍କା ଉଠାଇବା ପାଇଁ ଯାଇଥିଲେ। ସେଠାରେ

ମାଡ଼ ଖାଇଲେ ଧରାକୋଟ ତହସିଲ ର ଛୋଟ ବାବୁ…

ସରକାରୀ କର୍ମଚାରୀ ମାଡ଼ଖାଇ ଚୁପ..! ଲାଞ୍ଚ ମାଗିବା କାରଣ ନୁହଁତ ? ……!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ବିନା ହାତ ଗୁଞ୍ଜା ଅଧିକାଂଶ ସରକାରୀ କାର୍ଯ୍ୟାଳୟ ରେ ଫାଇଲ ଗୁଞ୍ଚୁ ନାହିଁ। ବୋଲି ନିସର୍ତ୍ତ ରେ ଆମେ ରୀତିମତ ଖବର ପ୍ରକାଶ କରି ଆସୁଛୁ। କିନ୍ତୁ ଏଥି ପ୍ରତି ବାବୁ ମାନଙ୍କ ଖାତିର

ରାୟଗଡ଼ା ସହରର ସଟର ଭାଙ୍ଗି ଚୋରି ଘଟଣାର ପର୍ଦ୍ଧାଫାଶ ସହ ୨ ଜଣଙ୍କୁ ଗିରଫ କଲା ରାୟଗଡ଼ା ପୋଲିସ…

ରାୟଗଡା : ରାୟଗଡା ସହର ଅଶୋକ ଟକିସ୍ କମ୍ପ୍ଲେକ୍ସ ସିରିଡ଼ି ସାଇ ହାର୍ଡୱେର ଦୋକାନରେ ଚଳିତ ମାସ ଗତ ୧୬ ତାରିଖ ରେ ସଟର ଭାଙ୍ଗି ଚୋରି ଘଟଣାର ପର୍ଦ୍ଧାଫାଶ କରିଛି ରାୟଗଡ ପୋଲିସ। ଅଭିଯୋଗ ପାଇଲା ପରେ ରାୟଗଡ଼ା ଥାନା ଅଧିକାରୀ ଶ୍ରୀ କମଳାକାନ୍ତ ବିମଳ କୁମାର କଅଁର ଏକ ଟିମ ମାଧ୍ୟମରେ

ଦୁର୍ଘଟଣାରେ ଗୁରୁତର ଚିକିତ୍ସିତ ବ୍ୟକ୍ତିଙ୍କ ଅଙ୍ଗ ଚୋରୀ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ…

ବାଲିଗୁଡ଼ା, :ମୋଟା ଅଙ୍କର ଟଙ୍କା ନେଇ ଅସ୍ତ୍ରପଚାର ସଫଳ ହୋଇଛି କହିବା ପରେ ମେଡିକାଲ ପକ୍ଷରୁ ପରିବାର ଲୋକଙ୍କୁ ମୃତ ହେଇଥିବା ସୂଚନା ଦେଇଛନ୍ତି। ପରିବାର ପକ୍ଷରୁ ମେଡିକାଲ କର୍ମଚାରୀ ଙ୍କୁ ପଚାରିବାରୁ କୌଣସି ସନ୍ତୋଷ ଜନକ ଉତ୍ତର ମିଳିନଥିଲା। ବର୍ତ୍ତମାନ ପରିବାର ପକ୍ଷରୁ ଅଭିଯୋଗ ଯେ