Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ କଟକ ଏସ୍ସିବିରେ ଜଣଙ୍କ ମୃତ୍ୟୁ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ବାଲିଆ ବଜାରରେ ବାଣ ବିସ୍ଫୋରଣ ଟ୍ରାଜେଡିରେ ଜଣଙ୍କ ମୃତ୍ୟୁ । କଟକ ଏସ୍ସିବିରେ ଚିକିତ୍ସାଧୀନ ବାଣୁଆ ଉଦୟ ଭୋଇଙ୍କ ମୃତ୍ୟୁ ହୋଇଛି । ଉଦୟଙ୍କ ଘର କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ବୁହାଳ ଗାଁର । ସେ ପେସାରେ ଜଣେ ବାଣୁଆ । ବାଣ ବିସ୍ଫୋରଣରେ ତାଙ୍କ!-->…
ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ
ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା । ଜଣେ ବାଇକ୍ ଆରୋହୀଙ୍କ ସହ ତାଙ୍କ କାର୍ ଦୁର୍ଘଟଣା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି । ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।
ଗତକାଲି ରାତିରେ!-->!-->!-->…
ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
ବ୍ରହ୍ମପୁର ୨୬/୧୧: ବ୍ରହ୍ମପୁରରେ ଥମୁନି ରାଗିଂ । ଏତର କିନ୍ତୁ କୌଣସି କଲେଜ ନୁହେଁ । ଏଥର ରାଗିଂ ହୋଇଛି ଘରୋଇ ସ୍କୁଲରୁ । ଘରୋଇ ସ୍କୁଲରୁ ରାଗିଂ ହୋଇଥିବା ହୋଇଛି ଅଭିଯୋଗ ।
ଏକ ଘରୋଇ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ କେତେକ ସିନିୟର ଛାତ୍ର ମାଡ଼ ମାରିଥିବା ଅଭିଯୋଗ ହୋଇଛି ।!-->!-->!-->…
ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା, ୨ ଶିକ୍ଷୟତ୍ରୀ ମୃତ
ଜି. ଉଦୟଗିରି ୨୬।୧୧ : ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା । ଚାଲିଗଲା ଦୁଇ ଶିକ୍ଷୟତ୍ରୀଙ୍କ ଜୀବନ ।କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା ।
ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ଦୁଇ ଜଣ ଶିକ୍ଷୟତ୍ରୀ ନିଜ ସ୍କୁଟି ଯୋଗେ ସ୍କୁଲକୁ!-->!-->!-->…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର, ୩ ମାଓବାଦୀ ନିହତ
ମାଲକାନଗିରି ୨୬।୧୧ : ଓଡିଶା ସୀମାନ୍ତରେ ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବି ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।
ଖବର ଅନୁଯାୟୀ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ!-->!-->!-->…
ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ, ଉପନିର୍ବାଚନ ପୂର୍ବରୁ ମାଓ ପୋଷ୍ଟର
ପଦ୍ମପୁର ୨୬।୧୧ : ଆଉ କିଛି ଦିନ ପରେ ପଦ୍ମପୁରରେ ଉପନିର୍ବାଚନ । ହେଲେ ଏହାପୂର୍ବରୁ ଲାଗିଛି ମାଓ ପୋଷ୍ଟର । ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ । ପଦ୍ମପୁରରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର ।
ଖବର ଅନୁଯାୟୀ, ପାଇକମାଲ ରାସ୍ତା ମାଗୁରମାଲ ଛକରେ ଥିବା ନିଶାନୀ ମନ୍ଦିର ପାଖରେ ଲାଗିଛି!-->!-->!-->…
୨୨ ଗ୍ରାମ ବ୍ରାଉନ ସୁଗର ଜବତ; ଜଣେ ଗିରଫ
ଧର୍ମଗଡ଼ ୨୬/୧୧: କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିl ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛିl କି ଭବାନିପାଟଣା ପରିବହନ କାର୍ଯ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ!-->…
ଲାଞ୍ଚ ନେବା ବେଳେ ପୁଲିସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ବୌଦ୍ଧ: ଲାଞ୍ଚ ନେବା ବେଳେ ପୁଲିସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ। ଏହି ପୁଲିସ ବାବୁ ଜଣକ ବୌଦ୍ଧ ଜିଲ୍ଲା ଜହ୍ନପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ ପ୍ରଧାନ। ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ କରି ଅଧିକ ଖୋଳତାଡ଼ ଆରମ୍ଭ କରିଛି। ଏକ ମାମଲାର ତଦନ୍ତ!-->…
ଅର୍ଚ୍ଚନା ମାମଲାରେ ‘ମୋ ଫଟୋକୁ ଯୋଡ଼ା ଯାଇଛି’ : ଥାନାରେ ଏତଲା ଦେଲେ କରଞ୍ଜିଆ ଏନଏସିର ପୂର୍ବତନ ଉପନଗରପାଳ
କରଞ୍ଜିଆ : ଅର୍ଚ୍ଚନା ନାଗ ସହ ସମ୍ପୃକ୍ତି ଥିବା ନେଇ ସୋସିଆଲ ମିଡିଆରେ ବିଭ୍ରାନ୍ତିକର ତଥ୍ୟ ଭାଇରାଲ ହେବା ପରେ ଏହାକୁ ନେଇ ବିରୋଧ । ଏ ସମ୍ପର୍କରେ ଥାନାରେ ଏତଲା ଦେଇଛନ୍ତି କରଞ୍ଜିଆ ଏନଏସିର ପୂର୍ବତନ ଉପନଗରପାଳ ଗିରିଧାରୀ ପୃଷ୍ଟି। ନିଜର ଶତାଧିକ ସମର୍ଥକ ତଥା ବିଜେଡି ନେତାଙ୍କ ସହ!-->…
ଭିଣୋଇଙ୍କୁ ଗୋଡେଇ ଗୋଡେଇ ହାଣିଲେ ଶଳା
ନିମାପଡା: ନିଜ ଭିଣୋଇଙ୍କୁ ଗୋଡେଇ ଗୋଡେଇ ହାଣିଲେ ଶଳା। ପୁରୀ ଜିଲ୍ଲା ଡେଲାଙ୍ଗ ଥାନାରେ ମାମଲା ରୁଜୁ। ଗୁରୁତର ଅବସ୍ଥାରେ ମେଡିକାଲରେ ଭିଣୋଇଙ୍କୁ ଭର୍ତ୍ତି କରାଯାଇଛି। ସ୍ତ୍ରୀର ପରକ୍ରିୟା ପ୍ରୀତିକୁ ବିରୋଧ କରିବାରୁ ସ୍ୱାମୀ ଙ୍କୁ ଗୋଡେଇ ଗୋଡେଇ ହାଣିଲେ ନିଜ ଶଳା ମାନେ। ପୋଲିସ!-->…