Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନାଁରେ ମାନସିକ ନିର୍ଯାତନା ଅଭିଯୋଗ
ଖୋର୍ଦ୍ଧା ୨୪/୧୧: ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତୀଙ୍କ ନାମରେ ମାନସିକ ନିର୍ଯାତନା ଅଭିଯୋଗ। ଏପରି ଅଭିଯୋଗ ଆଣିଛନ୍ତି ତାଙ୍କ ବ୍ୟକ୍ତିଗତ ସହାୟକ (ପିଏ)ଙ୍କ ପତ୍ନୀ ସବିତା ନାୟକ। ଖୋର୍ଦ୍ଧା ଆଦର୍ଶ ଥାନାରେ ସେ ଏନେଇ ଏତଲା ଦେଇଛନ୍ତି। ସୂଚନା ଥାଉକି,!-->…
ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ-ମାଓ ମୁହାଁମୁହିଁ, ୨ ନିହତ
ବଲାଙ୍ଗିର:ଆଣ୍ଟି ନକ୍ସଲ ଅପରେସନରେ ପୋଲିସକୁ ସଫଳତା। ଗତକାଲି ରାତିରେ ଗନ୍ଧମାର୍ଦ୍ଦନ ପାହାଡରେ ପୋଲିସ ମାଓବାଦୀ ଗୁଳିବିନିମୟ ହୋଇଛି।ପ୍ରାୟ ଅଧଘଣ୍ଟା ଧରି ଚାଲିଥିବା ଗୁଳିବିନିମୟରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଘଟଣା ସ୍ଥଳରେ ୫ ଟି ଏସଓଜି ଟିମ ନିୟୋଜିତ ଥିଲେ। ଗତକାଲି ରାତିରେ ଟିମ!-->…
ବିଡିଓଙ୍କୁ ଅତର୍କିତ ଆକ୍ରମଣ କଲେ ସରପଞ୍ଚଙ୍କ ସ୍ୱାମୀ; ଥାନାରେ ଅଭିଯୋଗ
ଉମରକୋଟ ୨୪/୧୧: ଝରିଗାଁ ବ୍ଲକ ବିଡିଓ ଙ୍କୁ ମାଡ଼ ଅଭିଯୋଗ। ବିଡିଓ ସତ୍ୟନାରାୟଣ ମେହେର ନିଜ ଚାମ୍ବରରେ ଥିବା ବେଳେ ପାଲିଆ ସରପଞ୍ଚଙ୍କ ସ୍ୱାମୀ ପବିତ୍ର ସାନ୍ତା ଏବଂ ତାଙ୍କ ସହଯୋଗୀ ରମେଶ ହରିଜନ ତାଙ୍କ ଚାମ୍ବରରେ ପଶି ବିଡିଓଙ୍କୁ ଆତର୍କିତ ଆକ୍ରମଣ କରିଥିଲେ। ସେମାନେ ତାଙ୍କୁ ମାଡ଼ ମାରିବା!-->…
ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
ଭୁବନେଶ୍ୱର ୨୪।୧୧ : ପାରିବାରିକ କଳହର କରୁଣ ପରିଣତି । ନିମିଷକେ ଭାଙ୍ଗିଗଲା ପରିବାର । ସ୍ୱାମୀର ତଣ୍ଟି ଚିପି ହତ୍ୟା ସ୍ତ୍ରୀ । ହତ୍ୟାକାରୀ ସ୍ତ୍ରୀକୁ ଗିରଫ କରିଛି ପୋଲିସ । ସୁନ୍ଦରଗଡ଼ ଟାଉନ୍ ଥାନା ଶ୍ରୀରାମ ନଗରରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।
ଖବର ଅନୁଯାୟୀ,!-->!-->!-->…
୨୪ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ନୀଳଗିରି ୨୪।୧୧ : ବାଲେଶ୍ଵର ଜିଲ୍ଲା ସନ୍ତାରାଗଡ଼ିଆ ଅଞ୍ଚଳରୁ ୨୪୨ ଗ୍ରାମର ବ୍ରାଉନସୁଗାର ଜବତ। ଯାହାର ମୂଲ୍ୟ ୨୪ ଲକ୍ଷରୁ ଅଧିକ ହେବ ବୋଲି ଅନୁମାନ । ବାଲେଶ୍ଵର ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ନୀଳଗିରି ଅବକାରୀ ବିଭାଗ ମିଳିତ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଏହା ସହ ଜଣେ!-->…
ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ
ସମ୍ୱଲପୁର ୨୪/୧୧: ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ । ଭିସୁଟର ଜଣେ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ଚତୁର୍ଥ ବର୍ଷର କିଛି ଛାତ୍ର ରାଗିଂ କରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ର ଜଣକ ଥାନାରେ ଅଭିଯୋଗ କଲା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ ଛାତ୍ର ଜଣକ ନିଜ!-->!-->!-->…
ପୁଅ, ଝିଅ ସହ ମିଶି ସ୍ୱାମୀକୁ ପିଟି ପିଟି ହତ୍ୟା କଲା ସ୍ତ୍ରୀ
ଚାନ୍ଦବାଲି ୨୪।୧୧ : ବାପାକୁ ପିଟି ପିଟି ମାରିଦେଲେ ପୁଅ-ଝିଅ ଏବଂ ସ୍ତ୍ରୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୁରୀହାଟ ଥାନା ଦୌଲତପୁର ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ବ୍ୟକ୍ତିଙ୍କ ନାମ ବାବୁଆ ଦାସ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ବାବୁଆ ଦାସ ଓ!-->!-->!-->…
ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ପ୍ରତିଷ୍ଠିତ ବ୍ୟବସାୟୀ ଗଙ୍ଗାଧର ସାମଲ
ଭୁବନେଶ୍ବର: ଖୋଲୁଛି ଅର୍ଚ୍ଚନା ନାଗ କଳା ସାମ୍ରାଜ୍ୟର ଗୁମର । ହନିଟ୍ରାପ୍ ଓ ମନି ଲଣ୍ଡରିଂ ମାମଲାରେ ଇଡିରେ ହାଜର ହେଉଛନ୍ତି ବଡ଼ ମୁଣ୍ଡ । ଆଜି ଇଡିରେ ହାଜର ହୋଇଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ଗଙ୍ଗାଧର ସାମଲ । ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ପଚରାଉଚରା ଚାଲିଥିବା ସୂଚନା ।!-->…
ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ
କଟକ ୨୪।୧୧: କେନ୍ଦ୍ରାପଡା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭଷାଣୀ ସମୟରେ ଅଘଟଣ। ବାଣ ଫୁଟି ୪୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନେକଙ୍କ ଅବସ୍ଥା ଅତି ଗୁରୁତର ରହିଛି । ପ୍ରଥମେ ସମସ୍ତଙ୍କୁ କାଜୁଆଲଟିରେ!-->…
ଅର୍ଚ୍ଚନା ନାଗ ମାମଲା: EDରେ ପହଞ୍ଚିଲେ ଡାକ୍ତରୀ ଟିମ୍
ଭୁବନେଶ୍ୱର ୨୩/୧୧: ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍ ମେଲର୍ ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବେ ଜୋରଦାର ତଦନ୍ତ ଚଳାଇଛି। ଏହି ମାମଲାରେ ଅର୍ଚ୍ଚନାଙ୍କ ସହ ଲିଙ୍କ୍ ଥିବା ଓ ବେଆଇନ୍ ଅର୍ଥ କାରବାର ମାମଲାରେ ବର୍ତ୍ତମାନ ସୁଦ୍ଧା ଇଡି ଓଡ଼ିଆ ସିନେ!-->…