Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଉଦଳା RWSSର ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ଭିଜିଲାନ୍ସ ରେଡ୍ ବେଳେ ମିଳିଲା କେଜିଏ ସୁନା, ବିଭିନ୍ନ…
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ଉଦଳା RWSSର କୁବେର ଇଂଜିନିୟରଙ୍କ ଆୟ ବହିର୍ଭୂତ ସମ୍ପତ୍ତିର ପେଡ଼ି ଖୋଲୁଛି । ଭୁବନେଶ୍ୱରରେ ଏକାଧିକ ପ୍ଲଟ୍ ଓ ଘର । କେଜିଏ ସୁନା ଅଳଙ୍କାର ଜବତ କରିଛି ଭିଜିଲାନ୍ସ । ଉଦଳା RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ!-->…
୨କୋଟି ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ବାଲିଗୁଡା ପୋଲିସ
ବାଲିଗୁଡ଼ା ୧୫।୧୧ : ୨କୋଟି ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ବାଲିଗୁଡା ପୋଲିସ । କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ l ବାଲିଗୁଡା ଥାନା ଅଧିକାରୀଙ୍କ ନେତୃତ୍ୱରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ଗଞ୍ଜେଇ ଚାଷ ନଷ୍ଟ!-->…
ବନ୍ଧୁକ ଦେଖାଇ ୧୪ ଲକ୍ଷ ଟଙ୍କା ଲୁଟିନେଲେ ୨ ଦୁର୍ବୃତ୍ତ
ରାଉରକେଲା ୧୪/୧୧: ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍ କରିବାକୁ ଗଲାବେଳେ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ନାଲି ପଲସର୍ପରେ ଆସି ବନ୍ଧୁକ ମୁନରେ ନେଇଗଲେ ୧୪ ଲକ୍ଷ ୯୩ ହଜାର ୪୦୦ ଟଙ୍କା। ରାଉରକେଲା ମହାନଗର ନିଗମ ପାଖ ରିଂ ରୋଡରେ ଏପରି ଘଟଣା ହୋଇଛି। ଖବର ଅନୁସାରେ, ସେଠାକାର!-->…
ଓମ୍ ନଗର ଅଞ୍ଚଳରେ ଯୁବତୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର, ୧୪/୧୧: ବଡ ବଜାର ଥାନା ଅନ୍ତର୍ଗତ ଓମ୍ ନଗର ଅଞ୍ଚଳରେ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଗତ ତିନି ଦିନ ପୂର୍ବେ ଯୁବତୀ ଜଣକ ଆତ୍ମହତ୍ୟା କରିଥିବା ବେଳେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜରୁଛି ।
ମାଜିଷ୍ଟ୍ରେଟ୍ଙ୍କ!-->!-->!-->…
ଓଡ଼ିଶା ଚିଟ୍ ଫଣ୍ଡ ଦୁର୍ନୀତି ମାମଲା: ଆମିକସ କ୍ୟୁରି ନିଯୁକ୍ତ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଓଡ଼ିଶା ଚିଟ୍ ଫଣ୍ଡ ଦୁର୍ନୀତି ମାମଲାରେ ସୁପ୍ରମକୋର୍ଟରେ ଶୁଣାଣି ହୋଇଛି । ଶୁଣାଣି ବେଳେ କାଉଣ୍ଟର ଆଫିଡେଭିଡ୍ ଦାଖଲ କରିବା ପାଇଁ ଦୁଇ ସପ୍ତାହର ସମୟ ମାଗିଛି ସିବିଆଇ । ଆସନ୍ତା ନଭେମ୍ୱର ୨୫ ମଧ୍ୟରେ କାଉଣ୍ଟର ଆଫିଡେଭିଡ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ!-->…
ଟାଟାଷ୍ଟିଲ ନିକଟରେ ଗୁଳିକାଣ୍ଡ, ଜଣେ ଗୁରୁତର
ଢେଙ୍କାନାଳ ୧୪।୧୧ : ବଚସାରୁ ଗୁଳିମାଡ଼ । ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ତାଲବାହାଳ ଗାଁରେ ଗୁଳିକାଣ୍ଡ । ଏଥିରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ବିହାରର ରବି କୁମାର ବୋଲି ଜଣାପଡିଛି । ତାଙ୍କୁ ଅନୁଗୁଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଟାଟା!-->!-->!-->…
ରାଉରକେଲା ଗୁଳିକାଣ୍ଡ ଘଟଣାରେ ଅଭିଯୁକ୍ତ ଗିରଫ, ଗୁଳି ଓ ବନ୍ଧୁକ ଜବତ
ରାଉରକେଲା:ରାଉରକେଲା ଗୁଳିକାଣ୍ଡ ଘଟଣାରେ ଅଭିଯୁକ୍ତ ଗିରଫ । ଗୁଳି ଓ ବନ୍ଧୁକ ଜବତ । ଅଭିଯୁକ୍ତ ଅଜିତ୍ ଓରାମଙ୍କୁ ଗିରଫ କରିଛି ପୋଲିସ୍ । ଆଜି ସକାଳେ ଜଲଦା ଫାଣ୍ଡି ଏରିଆରେ ଅଜିତ୍ ଲୁଚିଥିବା ଖବର ପାଇବା ପରେ ଚଢାଉ କରିଥିଲା ପୋଲିସ୍ । ପୋଲିସ ସହ ଗୁଳି ବିନିମୟ ବେଳେ ଅଜିତ୍ର ଗୋଡରେ!-->…
ଶୌଚାଳୟରେ ନବ ବିବାହିତାଙ୍କୁ ଅସଦାଚରଣ ଅଭିଯୋଗ, ବଙ୍ଗାଳୀ ଯୁବକଙ୍କୁ ନିସ୍ତୁକ ମାଡ…
ବ୍ରହ୍ମପୁର ୧୪/୧୧: ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ସିଙ୍ଗି ବନ୍ଧ ନିକଟସ୍ଥ ଶୌଚାଳୟରେ ନବ ବିବାହିତାଙ୍କୁ ଅସଦାଚରଣ ଅଭିଯୋଗ । ଅସଦାଚରଣ ବେଳେ ଆକ୍ରମଣ କରିଥିବା ଜଣେ ବଙ୍ଗାଳୀ ଯୁବକଙ୍କୁ ନିସ୍ତୁକ ମାଡ ମାରିଛନ୍ତି ସ୍ଥାନୀୟ ଲୋକେ । ପରବର୍ତ୍ତୀ ସମୟରେ ସେହି ଯୁବକଙ୍କୁ ଲୋକମାନେ ପୋଲିସରେ!-->…
ମିଥ୍ୟା ଏନ୍କାଉଣ୍ଟର ଘଟଣା, ୨୪ ଆନ୍ଦୋଳନାକାରୀଙ୍କୁ ଗିରଫ କଲା ପୋଲିସ
ମାଲକାନଗିରି ୧୪।୧୧ : କୋରାପୁଟ ଜିଲ୍ଲା ମାଳିପଦର ମିଥ୍ୟା ଏନ୍କାଉଣ୍ଟର ଘଟଣା । ୨୪ ଜଣ ଆନ୍ଦୋଳନକାରୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ । ସହାୟତା ଦାବିରେ ଆନ୍ଦୋଳନ କରୁଥିବା ଗାଁବାସୀଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ ।
ଖବର ଅନୁଯାୟୀ, ରବିବାର ୩୨୬ ନମ୍ବର ଜାତୀୟ ରାଜପଥ!-->!-->!-->…
କଟୁରୀ ଚୋଟରେ ଯୁବକ ଗୁରୁତର
ଭୁବନ ୧୪/୧୧: ରବିବାର ବିଳମ୍ବିତ ରାତିରେ ଭୁବନ ଥାନା ଅନ୍ତର୍ଗତ ମୃଦଙ୍ଗା କୈବର୍ତ୍ତ ସାହିରେ ହୋଇଛି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । କଟୁରୀ ଚୋଟରେ କୈବର୍ତ୍ତ ସାହିର ମୋହନ ବେହେରାଙ୍କ ପୁଅ ଚତୁର୍ଭୁଜ ବେହେରା ଗୁରୁତର ହୋଇଛନ୍ତି । ତାଙ୍କର ଡାହାଣ ଜଙ୍ଘ ପାଖରୁ ଗୋଡ ପର୍ଯ୍ୟନ୍ତ!-->…