Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଶିମିଳିପାଳ ଅଭୟାରଣ୍ୟରୁ ବନ୍ଧାହେଲେ ଶିକାରୀ
ବାରିପଦା ୨୭/୧୦: ଶିମିଳିପାଳ ଅଭୟାରଣ୍ୟରୁ ବନ୍ଧାହେଲେ ଦୁର୍ଦ୍ଦାନ୍ତ ଶିକାରୀ ବାଇଗ ହୋ । ଶିମିଳିପାଳ ଅଭୟାରଣ୍ୟ ଜେନା ବିଲ ରେଞ୍ଜ ଚୌଧୁରୀଗଡ଼ ବିଟ ଅନ୍ତର୍ଗତ ଅନନ୍ତପୁର ଜଙ୍ଗଲରେ ବାଇଗ ହୋକୁ ବନବିଭାଗ କର୍ମଚାରୀ ଗୁଳି ଭର୍ତ୍ତି ଦେଶୀ ବନ୍ଧୁକ ସହ ଗିରଫ କରିଛନ୍ତି । ତାଙ୍କଠାରୁ ୪ଟି ରଙ୍ଗର!-->…
SDJM କୋର୍ଟରେ ହାଜର ପରେ ପୁଣି ଜେଲ୍ ଗଲେ ଅର୍ଚ୍ଚନା ନାଗ, କହିଲେ ‘ମିଛ ଖବର କରନ୍ତୁନି’
ଭୁବନେଶ୍ବର: ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ କଡ଼ା ସୁରକ୍ଷାରେ ହାଜର ହେଲେ ବହୁଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗ । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଦାୟର କରିଥିବା ମାମଲାରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ଉଭୟ ଝାରପଡ଼ା ଜେଲ ଓ କୋର୍ଟ ପରିସରରେ!-->…
ବାପାକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ପୁଅ
ବାଂଶପାଳ: ମାତାଲ୍ ପୁଅର ଠେଙ୍ଗା ମାଡ଼ରେ ବାପାର ଜୀବନ ଗଲା । କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଫୁଲଝର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସାମାନ୍ୟ ବଚସାରୁ ପୁଅ ସୁମନ୍ତ ଦେହୁରୀ ଗତକାଲି ରାତିରେ ନିଜର ଜନ୍ମକଲା ବାପା ବିଦେଶୀ ଦେହୁରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଛି ।
ଖବର ପାଇ!-->!-->!-->…
ରାଜଧାନୀରେ ନବବଧୂ ସୁଶ୍ରୀ ସଙ୍ଗୀତା ବସ୍ତିଆ ଆତ୍ମହତ୍ୟା ଘଟଣା: ଶାଶୁ ଙ୍କୁ ଗିରଫ କଲା ପୋଲିସ୍
ଭୁବନେଶ୍ୱର: ରାଜଧାନୀରେ ନବବଧୂ ସୁଶ୍ରୀ ସଙ୍ଗୀତା ବସ୍ତିଆ ଆତ୍ମହତ୍ୟା ଘଟଣାରେ ଶାଶୁ ଗିରଫ। ତମାଣ୍ଡୋ ଥାନା ପୋଲିସ ଶାଶୁ ସାବିତ୍ରୀ ନାୟକଙ୍କୁ ଗିରଫ କରିଛି। ତାଙ୍କ ବିରୋଧରେ ଦଫା ୪୯୮A, ୩୦୪B, ୩୪୧PC ଲାଗିଛି। ଘଟମାରେ ୪ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଥିବାବେଳେ ସ୍ୱାମୀ, ଶଶୁର ଓ ନଣନ୍ଦ!-->…
ଗ୍ୟାଙ୍ଗଷ୍ଟର ସକିଲକୁ ତଡିପାର୍ ନୋଟିସ୍
କଟକ ୨୫/୧୦: ଗ୍ୟାଙ୍ଗଷ୍ଟର ସକିଲକୁ ତଡିପାର୍ ନୋଟିସ୍ । ସକିଲ ସମେତ ଆଉ ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ତଡିପାର ପାଇଁ ଜାରି ହୋଇଛି ନୋଟିସ୍ । ସକିଲକୁ ନୋଟିସ୍ ଜାରି କରିଛି ମଙ୍ଗଳାବାଗ୍ ପୋଲିସ । ନିକଟରେ ଜେଲରୁ ଜାମିନରେ ମୁକୁଳିଥିଲା ଗ୍ୟାଙ୍ଗଷ୍ଟର ସକିଲ ।
ଅନ୍ୟ ଦୁଇ ଅପରାଧୀ ମିଲନ!-->!-->!-->…
ନକଲି ଔଷଧ କାରବାର ଘଟଣା, ଦୁଇ ଏଜେନ୍ସି ମାଲିକ ଗିରଫ
କଟକ ୨୫/୧୦: କଟକରେ ନକଲି ଔଷଧ କାରବାର ଘଟଣାରେ ପୋଲିସକୁ ସଫଳତା । ଘଟଣାରେ ଦୁଇ ଜଣଙ୍କୁ ଗିରଫ କଲା ପୁରୀ ଘାଟ ଥାନା ପୋଲିସ । ନୟା ସଡକର ଦୁଇ ଏଜେନ୍ସିର ମାଲିକଙ୍କୁ ଗିରଫ କରିଛି ପୋଲିସ । ପୂର୍ବରୁ ଗିରଫ ଡିଷ୍ଟ୍ରିବିୟୁଟରଙ୍କ ଠାରୁ ଔଷଧ କିଣୁଥିଲେ ଏମାନେ । ପୂର୍ବରୁ ଏହି ମାମଲାରେ ୬!-->…
ORHDC ଦୁର୍ନୀତି ମାମଲା, ପୀୟୁଷ ମହାନ୍ତିଙ୍କୁ ଜାମିନ୍
କଟକ ୨୫/୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ଆଶ୍ୱସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ଲାଗିଲା ଅନ୍ତରୀଣ ରହିତାଦେଶ । ପୀୟୁଷଙ୍କୁ ମିଳିଲା ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ନିମ୍ନ ଅଦାଲତଙ୍କୁ ରେକର୍ଡ ତଲବ କରିଛନ୍ତି ହାଇକୋର୍ଟ । ମେଟ୍ରୋ!-->…
କଂସା,ପିତଳ ବୋଝେଇ ମିନି ଟ୍ରକକୁ ପୋଡିଦେଲେ ଦୁର୍ବୃତ୍ତ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ରେଢାଖୋଲ: କଂସା,ପିତଳ,ଷ୍ଟିଲ ସାମଗ୍ରୀ ବୋଝେଇ ଏକ ମିନିଟ୍ରକରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବାର ଅଭିଯୋଗ। ରେଢ଼ାଖୋଲ ଥାନାରୁ ମାତ୍ର ୧୦୦ ମିଟର ଦୂରରେ ଥିବା କଇଥସାହିର ମସଜିଦ ପାଖରେ ଘଟିଛି ଏହି ଘଟଣା । ସୂଚନା ମୁତାବକ, ଜଣେ ବ୍ୟବସାୟୀଙ୍କ ଏକ!-->…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାରପିଟ୍, ମହିଳାଙ୍କ ଗର୍ଭପାତ ଅଭିଯୋଗ
ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାରପିଟ୍ । ମାରପିଟ୍ରେ ମହିଳାଙ୍କ ଗର୍ଭପାତ ଅଭିଯୋଗ । ଭୁବନେଶ୍ୱର ପାହଳ ଥାନା ବାଙ୍ଗୁଆରି ଗାଁରୁ ଆସିଛି ଏପରି ଅଭିଯୋଗ । ଗତ ୨ ତାରିଖରେ ସୋନାଲି ପଣ୍ଡା, ଏବଂ ତାଙ୍କ ପରିବାର ଲୋକଙ୍କୁ କିଛି ଲୋକ ମାରପିଟ କରିଥିଲେ । ଏଥିରେ ସୋନାଲିଙ୍କ!-->…
ମାଟିତଳୁ ନବଜାତ ମୃତଦେହ ଉଦ୍ଧାର
ରାଉରକେଲା ୨୫/୧୦: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନାର ଜଲଡ଼ିହି ଗାଁ ପାଖରେ ଥିବା କେନାଲ କଡ଼ରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର। ଏକ ନବଜାତ ଶିଶୁକୁ ସେଠାରେ ମାଟି ଖୋଳି ପୋତା ହୋଇଥିଲା। କିନ୍ତୁ ଶିଶୁର ହାତ ବାହାରକୁ ଦେଖାଯାଉଥିଲା।
ସ୍ଥାନୀୟ ଲୋକେ ଏହାଦେଖି ପୋଲିସକୁ ଖବର!-->!-->!-->…