Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ପିଟିଲେ ସୁରକ୍ଷା କର୍ମୀ
କଟକ ୧୯/୧୦: କଟକ ଏସ୍ ସି ଵି ମେଡିକାଲରେ ସିକ୍ୟୁରିଟି ଗାର୍ଡଙ୍କ ଦାଦାଗିରି । ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ପିଟିଲେ ସିକ୍ୟୁରିଟି ଗାର୍ଡ । ମେଡିକାଲ ଫାଣ୍ଡି ଭିତରେ ପଶି ମାଡ ମାରିଲେ ସୁରକ୍ଷା କର୍ମୀ । ମଙ୍ଗଳାଵାଗ ଥାନାରେ ଏତଲା ଦେଇଛନ୍ତି ଆମ୍ବୁଲାନ୍ସ କର୍ମଚାରୀ । ସେପଟେ ଘଟଣା ପରେ!-->…
ସାଇକେଲ ଚୋରି ଅଭିଯୋଗରେ ୨ ଗିରଫ…
ବୁଗୁଡ଼ା : ସ୍ଥାନୀୟ ମେଡିକାଲ ଛକ ନିକଟସ୍ଥ ଏକ ତେଜରାତି ଦୋକାନ ସମ୍ମୁଖରୁ ସାଇକେଲ ଚୋରି କରି ନେଇଥିବା ଅଭିଯୋଗରେ ପୋଲିସ ୨ ଜଣଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଥିବା ଜଣାଯାଇଛି । ଗିରଫ ଦୁଇ ଜଣ ହେଲେ ପୋଲସରା ଥାନା ଅନ୍ତର୍ଗତ ମଧୁପଲ୍ଲୀ ଗ୍ରାମର ଗୌର ବାରିକ (୪୫) ଏବଂ ବୁଗୁଡ଼ା!-->…
କୋଟିଏ ଓଡ଼ିଆଙ୍କ ଆରାଧ୍ୟ ଦେବତା ସ୍ୱୟଂ ଜଗନ୍ନାଥ ମହାପ୍ରଭୁଙ୍କୁ ଅପମାନ…
ମାଲକାନଗିରି : ମାଲକାନଗିରି ସରକାରି କାର୍ଯ୍ୟକ୍ରମରେ ବୁଟ ପିନ୍ଧି ମହାବାହୁଙ୍କୁ ପୁଷ୍ପ ପ୍ରଦାନ କରି ପୁଜା କଲେ ମାଲକାନଗିରି ଜିଲ୍ଲା କୋରକଣ୍ଡା ଉଚ୍ଚବିଦ୍ୟାଳୟର କ୍ରୀଡ଼ା ଶିକ୍ଷୟତ୍ରୀ ଜସ୍ନା ଵାଳା ପ୍ରଧାନ।ହଁ ଆଜ୍ଞା ଏଇ ଦେଖନ୍ତୁ ସେଇ ଚିତ୍ରକୁ ଯେଉଁଠି ମହାପ୍ରଭୁଙ୍କୁ ପୁଣି ଥରେ!-->!-->!-->…
ସ୍ବାମୀର ଗୁଳିମାଡ଼ରେ ସ୍ତ୍ରୀ ଗୁରୁତର
ଧରାକୋଟ: ଘରୋଇ କଳହକୁ ନେଇ ଗୁଳିମାଡ଼ ହୋଇଛି। ସ୍ବାମୀର ଗୁଳିମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗଂଜାମ ଜିଲ୍ଲା ଧରାକୋଟ ବ୍ଲକ ବଡଗଡ ଥାନା ଅନ୍ତର୍ଗତ ରୁଗୁମୁ ପଞ୍ଚାୟତର ରାଶିବାଡ଼ି ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗୁଳିମାଡ଼ର ଶିକାର ହୋଇଛନ୍ତି ଶୈଳନ୍ଦ୍ରୀ ପାତ୍ର। ଅଭିଯୁକ୍ତ!-->…
ଭିଜିଲାନ୍ସ ଜାଲରେ ରାଜଗାଙ୍ଗପୁର ପୌରପାଳିକା ଟ୍ୟାକ୍ସ କଲେକ୍ଟର
ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ପୌର ପାଳିକା ଟ୍ୟାକ୍ସ କଲେକ୍ଟର । ଲାଞ୍ଚ ନେଇ ଧରାପଡ଼ିଲେ ରାଜଗାଙ୍ଗପୁର ପୌରପାଳିକା ଟ୍ୟାକ୍ସ କଲେକ୍ଟର ଏମ୍ଡି ନାସିର୍ । ରାଜଗାଙ୍ଗପୁର ଅଞ୍ଚଳର ଦୀପକ ଠାକୁର ନାମକ ଜଣେ ବ୍ୟକ୍ତିଙ୍କ ବାକି ଥିବା ଟିକସ କମାଇବାକୁ ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ।
!-->!-->!-->…
ସ୍ତ୍ରୀ ବାପ ଘରକୁ ଚାଲିଯିବାରୁ ପେଟ କାଟି ସ୍ୱାମୀଙ୍କ ଆତ୍ମହତ୍ୟା
ଦେବଗଡ଼ ୧୯।୧୦ : ସ୍ତ୍ରୀ ବିରହରେ ସ୍ୱାମୀଙ୍କ ଆତ୍ମହତ୍ୟା । ନିଜ ପେଟ କାଟି ଆତ୍ମହତ୍ୟା କରିଛି ଦେବଗଡ଼ ଜିଲ୍ଲା ବାରକୋଟ ଥାନା କଲା ଗାଁର ସତ୍ୟବାନ ଦେହୁରୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, କଲା ଗାଁ ତଅଁଳା ସାହିର ଅରକ୍ଷିତ ଦେହୁରୀଙ୍କ ପୁଅ!-->!-->!-->…
ବୁଗୁଡ଼ା ପୋଲିସର ବଡ ସଫଳତା : ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣାରେ ୭ ଗିରଫ, ଟଙ୍କା ସହ , ୨ ବାଇକ୍ ଓ ୩…
ବୁଗୁଡା : ବୁଗୁଡ଼ା ଥାନା ଅନ୍ତର୍ଗତ ବାଘୁଆ ଠାରେ ଫାଇନାନ୍ସ କର୍ମଚାରୀ ରାଜେଶ ମହାପାତ୍ରଙ୍କୁ ମାଡ ମାରି ୭୦ ହଜାର ଟଙ୍କା ଲୁଟ୍ ଘଟଣାରେ ପୋଲିସ ୭ ଜଣଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଥିବା ଜଣାଯାଇଛି । ଏଥିସହ ସେମାନଙ୍କ ଠାରୁ ୨ଟି ବାଇକ୍, ୩ଟି ମୋବାଇଲ୍ ଓ ୧୧୬୭୦ ଟଙ୍କା ଜବତ!-->…
ଇଡିରେ ହାଜର ହେଲେ ସୁଜାତା ପାଣିଗ୍ରାହୀ
ଭୁବନେଶ୍ବର ୧୯।୧୦ : ଇଡିରେ ହାଜର ହେଲେ ସୁଜାତା ପାଣିଗ୍ରାହୀ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ । ପୂର୍ବତନ IFS ଅଭୟ ପାଠକଙ୍କ ଆର୍ଥିକ କାରବାର ମାମଲାରେ ହାଜର ହେଲେ ସୁଜାତା।
ସେହିପରି ମଙ୍ଗଳବାର ପ୍ରଦୀପଙ୍କ ଝିଅ ଶ୍ରୁତି!-->!-->!-->…
ଦୀପୁ-ଓମ୍ ହତ୍ୟାକାଣ୍ତ ମାମଲା: ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟ ଗ୍ରହଣ
କଟକ: ଦୀପୁ-ଓମ୍ ହତ୍ୟାକାଣ୍ତ ମାମଲାରେ ଚାଉଳିଆଗଞ୍ଜ ଥାନାର ତତ୍କାଳୀନ IIC ତଥା ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି । ଜିଲ୍ଲା ଅଦାଲତରେ ମାମଲାର ଶୁଣାଣି ସମୟରେ ଅଜୟ ଦାସ ହାଜର ହୋଇ ସାକ୍ଷୀ ଦେଇଥିଲେ । ମାମଲାର ଶୁଣାଣି ବେଳେ ଅଜୟ ଦାସଙ୍କୁ ଅଭିଯୁକ୍ତଙ୍କ!-->…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହରେ ୪ ସାଙ୍ଗ ଅଟକ
ରାଉରକେଲା ୧୯।୧୦ : ପୋଖରୀରୁ ଯୁବକଙ୍କ ମୃତଦେହ ଠାବ । ହତ୍ୟା ସନ୍ଦେହରେ ୪ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଶୁଣ୍ଢୀକୋଣ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୪ ଜଣଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ,!-->!-->!-->…