Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
କରଞ୍ଜିଆ NACରେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ବାଣ ଜବତ
କରଞ୍ଜିଆ: ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ । ଲକ୍ଷାଧିକ ଟଙ୍କାର ବାଣ ଜବତ । ଗତକାଲି ରାତିରେ କରଞ୍ଜିଆ ପୋଲିସ କୌଣସି ସୂତ୍ରରୁ ଖବରପାଇ କରଞ୍ଜିଆ NACରେ ଏକ ବେଆଇନ ବାଣ ଗୋଦାମ ଘରେ ଚଢ଼ାଉ କରିଥିଲା । ଚଢାଉ ବେଳେ ବିପୁଳ ପରିମାଣର ଗଛିତ ବେଆଇନ ବାଣ ଜବତ କରିଛି କରଞ୍ଜିଆ ପୋଲିସ ।!-->…
ସେକ୍ସ ରାକେଟ ଚଳାଉଥିବା କହି ଗେଷ୍ଟ ହାଉସ ମାଲିକଙ୍କୁ ଦାଦାବଟି ମାଗିବା ଅଭିଯୋଗ: ୨ ୱେବ୍ ଚ୍ଯାନେଲ୍ ସାମ୍ବାଦିକ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରରେ ସେକ୍ସ ରାକେଟ ଚଳାଉଥିବା ନାମରେ ଗେଷ୍ଟ ହାଉସ ମାଲିକଙ୍କୁ ଦାଦାବଟି ମାଗିବା ଅଭିଯୋଗ । ୨ ଜଣ ୱେବ ସାମ୍ବାଦିକଙ୍କୁ ଗିରଫ କଲା ଭରତପୁର ଥାନା ପୋଲିସ୍।
ସେକ୍ସ ରାକେଟ ଚାଲୁଥିବା କହି ପ୍ରଥମେ ୨ ଲକ୍ଷ ଟଙ୍କା ମାଗିଥିଲେ । ଏହାପରେ ୭୦ହଜାର ଟଙ୍କା ଦାବି କରିଥିଲେ।!-->!-->!-->…
ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ
ଢେଙ୍କାନାଳ: ଢେଙ୍କାନାଳ ସଦର ରେଞ୍ଜର ମହୁଲପଡା ନିକଟସ୍ଥ ପାଟକୁରା ସଂରକ୍ଷିତ ଜଙ୍ଗଲରେ ଦନ୍ତାହାତୀର ଗଳିତ ମୃତଦେହ ଠାବ କରାଯାଇଛି। ଛୋଟ ଦନ୍ତା ହାତୀଟି ଅନ୍ୟ ଦନ୍ତାହାତୀର ଆକ୍ରମଣରେ ମୃତ୍ୟୁ ହୋଇଥିବା ସଂନ୍ଦେହ କରାଯାଉଛି। ହାତୀର ମୃତଦେହ ନିକଟରେ ହାତୀ ପଲ ଜଗି ରହିଥିବାରୁ ବନ!-->…
ଯୌତୁକ କାରଣରୁ ନବବଧୂକୁ ହତ୍ୟା ଅଭିଯୋଗ
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁରେ ଯୌତୁକ ଜନିତ କାରଣରୁ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ମୃତକ ଜଣଙ୍କ ହେଉଛନ୍ତି ସୁମିତ୍ରା ପରିଡା । ସୁମିତ୍ରା ଆଜକୁ ୬ ମାସ ତଳେ ଗଡ଼ପଳାଶୁଣି ଗାଁର ରଞ୍ଜିତ ବେହେରାକୁ!-->…
ନାଳରୁ ଉଦ୍ଧାର ହେଲା ନବଜାତ ଶିଶୁପୁତ୍ର
କେନ୍ଦୁଝର: ‘କଥାରେ ଅଛି ରଖେ ହରି ମାରେ କିଏ’। ବ୍ୟାଗ ଭିତରେ ୬ ଘଣ୍ଟା ସଂଘର୍ଷ ପରେ ନବଜାତକ ଶିଶୁ ଉଦ୍ଧାର । ଏଭଳି ଏକ ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି ହରିଚନ୍ଦନପୁର ବ୍ଲକ ଗୋପିନାଥପୁର ଗ୍ରାମ ନିକଟସ୍ଥ ନାଳରୁ। ଏକ ନବଜାତକକୁ ବ୍ୟାଗ ଭିତରୁ ପ୍ରାୟ ୬ ଘଣ୍ଟା ପରେ ସ୍ଥାନୀୟ!-->…
କାମାକ୍ଷାନଗରରେ ଯୁବକଙ୍କୁ ଗୁଳିକରି ହତ୍ୟା
କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲର କଙ୍କଣା ଗାଁ ନିକଟରେ ଯୁବକଙ୍କୁ ଗୁଳିକରି ହତ୍ୟା । ହତ୍ୟାର କାରଣ ଅସ୍ପଷ୍ଟ। ମୃତକ ଜଣଙ୍କ କାମାକ୍ଷାନଗର ଥାନା କାନପୁରା ଗାଁର ମୀନକେତନ ଦଳେଇ । ମିନକେତନ ଯାଜପୁର ଜିଲ୍ଲା ଟାଟାମାଇନ୍ସରୁ!-->…
ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ୩ ଗିରଫ
କାମାକ୍ଷାନଗର : ପରଜଙ୍ଗ ଲୋଧଣୀ ଗାଁରୁ ବ୍ୟାପକ ପରିମାଣର ନକଲି ବିଦେଶୀ ମଦ ଜବତ କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠି ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗର ମିଳିତ ଟିମ ପରଜଙ୍ଗର ବିଭିନ୍ନ ଅଂଚଳରେ ଚଢ଼ାଉ!-->…
ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଫେକ ଆକାଉଣ୍ଟ ଖୋଲା ଯାଇ ଟଙ୍କା ସଂଗ୍ରହ କରାଯିବା ନେଇ ଅଭିଯୋଗ
କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ଫେକ ଆକାଉଣ୍ଟ ଖୋଲା ଯାଇ ଲୋକଙ୍କ ଠାରୁ ଟଙ୍କା ସଂଗ୍ରହ କରାଯିବା ନେଇ ଅଭିଯୋଗ ହୋଇଛି। ଏନେଇ କଟକ ସାଇବର ଥାନାରେ ଏତଲା ଦେଇଛନ୍ତି ଅନୁଭବ ମହାନ୍ତି। ଏତଲା ମୁତାବକ ଇନ୍ଷ୍ଟାଗ୍ରାମ ଓ ଫେସବୁକରେ ତାଙ୍କ ନାଁରେ ଦୁଇଟି!-->…
୫ ଦିନିଆ ରିମାଣ୍ଡରେ ଆସିବେ ଲେଡି ବ୍ଲାକମେଲର୍ ଅର୍ଚ୍ଚନା
ଭୁବନେଶ୍ୱର: ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗର ରହସ୍ୟ ଭେଦୁଛି ପୋଲିସ । ବ୍ଲାକମେଲିଂ ଅଭିଯୋଗର ତଥ୍ୟ ପ୍ରମାଣ ଯୋଗାଡ ଚାଲୁଛି । ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଖିଅ ଖୋଜା ଚାଲିଛି । ଅଧିକ ଖୋଳତାଡ ପାଇଁ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣିବ ପୋଲିସ । ତାଙ୍କୁ ୫ ଦିନିଆ ରିମାଣ୍ଡରେ!-->…
କାର୍ରୁ ଡେଇଁ ପଡ଼ିଲେ, ଚାପି ଦେଲା ଟ୍ରକ୍
ଯାଜପୁର: ଏମିତି ବି ଆସେ ମୃତ୍ୟୁ । ଦେବୀ ଦର୍ଶନ ପାଇଁ ଯାଉଥିବାବେଳେ ବାଟରେ ଜଗିଥିଲା ଯମ। ଭୁବନେଶ୍ୱରରୁ ମା’ ବିରଜାଙ୍କ ଦର୍ଶନ ପାଇଁ ଯାଜପୁର ଆସୁଥିବାବେଳେ ମାଡିଗଲା ଟ୍ରକ। ଘଟଣାସ୍ଥଳରେ ୨ ମହିଳା ମୃତ। ୧୬ନମ୍ବର ଜାତୀୟ ରାଜପଥର ଛତିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସୂଚନା!-->…