Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଜେଲ୍ରୁ ଖସିଗଲା ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାରୀ
ଚଣ୍ଡିଗଡ଼: ଜେଲ୍ରୁ ଖସିଗଲା ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାରୀ। ଶନିବାର ସେଣ୍ଟ୍ରାଲ ଇନ୍ଭେଷ୍ଟିଗେସନ ଏଜେନ୍ସି(ସିଆଇଏ)ର ଅଧିକାରୀ ହତ୍ୟାକାରୀ ଦୀପକ ଓରଫ ତିନୁକୁ ରାତି ୧୧ଟା ବେଳେ ଅନ୍ୟତ୍ର ନେଇଯାଉଥିବା ବେଳେ ସେ ଖସିଯାଇଥିଲା। ଘଟଣାଟି ଫିଲ୍ମର କାହାଣୀ ଭଳି ଲାଗୁଥିଲେ ବି ସତ।!-->…
ଚେକିଂ ବେଳେ କାର୍ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
ଲମତାପୁଟ ୦୨।୧୦ : ପୋଲିସକୁ ପୁଣି ସଫଳତା । କାର୍ରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରାଚାଲାଣ ବେଳେ ୩ ଜଣଙ୍କୁ ମାଡ଼ିବସିଲା ପୋଲିସ।
ବିଶେଷ ସୂତ୍ରରୁ ଖବର ପାଇ ମାଛକୁଣ୍ଡ ପୋଲିସ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରି ଯଲାପୁଟ!-->!-->!-->…
ରାଜଧାନୀର ବିଭିନ୍ନ ବାର୍ରେ ରେଡ୍
ଭୁବନେଶ୍ୱର ୦୨।୧୦ : ପାର୍ବଣ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା କଟକଣା ଜାରି କରାଯାଇଥିଲେ ମଧ୍ୟ ରାଜଧାନୀର କିଛି ବାର୍ ଏହାକୁ ଉଲ୍ଲଂଘନ କରୁଥିବାର ଦେଖିବାକୁ ମିଳିଛି। ସବୁଦିନିଆ ଚେକିଂ ପରେ ମଧ୍ୟ ବାଟକୁ ଆସୁନାହାନ୍ତି ବାର୍ ମାଲିକ। ରାତି ୧୨ଟାପରେ ବାର୍ ଚେକିଂରେ ପୋଲିସ ନକେଦାମ।!-->…
ରାସ୍ତାରେ ପିଟିଲା ଅଜଣା ବାଇକ, ମହିଳା ମୃତ
କରଞ୍ଜିଆ: ଦୁର୍ଗା ପୂଜା ଛୁଟିରେ ଝିଅକୁ ସ୍କୁଲ ହଷ୍ଟେଲରୁ ନେଇ ଚାଲି ଚାଲି ଘରକୁ ଫେରୁଥିବା ସମୟରେ ପଛପଟୁ ଦ୍ରୁତଗତିରେ ଆସି ଏକ ବାଇକ ଧକ୍କା ଦେବାରୁ ଘଟଣା ସ୍ଥଳରେ ମାର ମୃତ୍ୟୁ ଘଟିଛି। ଶନିବାର ସକାଳ ପ୍ରାୟ ୬.୩୦ ମିନିଟ ସମୟରେ ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ମହୁଲଡ଼ିହା!-->…
ନକଲି ଟେଲମା ଔଷଧ ବ୍ୟବସାୟ ମାମଲା: ଅଭିଯୁକ୍ତ ରାହୁଲ କ୍ୟାଲ୍ର ଜାମିନ ଆବେଦନ ଖାରଜ
କଟକ: କଟକ ସହରରେ ନକଲି ଟେଲମା ଔଷଧ ବ୍ୟବସାୟ ମାମଲାରେ ଅଭିଯୁକ୍ତ ରାହୁଲ କ୍ୟାଲ୍ର ଜାମିନ ଆବେଦନ ଖାରଜ ହୋଇଛି। କଟକ ଅତିରିକ୍ତ ଦୌରା ଜଜ ତଥା ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ରାହୁଲର ନିୟମିତ ଜାମିନ ଆବେଦନକୁ ଖାରଜ କରିଛନ୍ତି। ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ୍ ପ୍ରସିକ୍ୟୁଟର!-->…
ସ୍ତ୍ରୀକୁ ଟାଙ୍ଗିଆରେ ହାଣି ମାରିଲା ସ୍ୱାମୀ
ରାୟଗଡା ୩୦/୦୯: ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଶଙ୍କରଡା ପଞ୍ଚାୟତ ଚଣାପୁକେଲରେ ଅଭାବନୀୟ ଘଟଣା । ଗାଁର କୃଷ୍ଣ ମାଝି ନିଜ ସ୍ତ୍ରୀ ହାକ ମାଝିକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । କୃଷ୍ଣ ମାଝିଙ୍କ ପ୍ରଥମ ସ୍ତ୍ରୀ ମରିଯାଇଥିବା ବେଳେ କୃଷ୍ଣ ମାଝି ପୁଣିଥରେ ଦ୍ୱିତୀୟ ବିବାହ କରିଥିଲା ।!-->…
ଅଡୁଆରେ ଓଲିଉଡ୍ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା: ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଜଣେ ଯୁବତୀ
ଭୁବନେଶ୍ୱର: ଅଡୁଆରେ ଓଲିଉଡ୍ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା । ତାଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ । ସେ ଅଭିଯୋଗ କରିଛନ୍ତି, ବର୍ଷେ ହେଲା ଜୋର ଜବରଦସ୍ତି ଶାରୀରିକ ସମ୍ପର୍କ ରଖୁଥିଲେ । ଅଶ୍ଳୀଳ ଫଟୋ ରଖି ବ୍ଲାକମେଲ୍ କରୁଛନ୍ତି ।!-->…
ଏମକେସିଜି ଡାକ୍ତରଖାନାରେ ଉତ୍ତେଜନା..
ବ୍ରହ୍ମପୁର ୩୦/୦୯: ଏମକେସିଜି ମେଡିକାଲ କଲେଜ ଓ ହସପିଟାଲରେ ହାଉସ ସର୍ଜନ ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଝଗଡ଼ା ପରେ ମାଡ଼ପିଟ୍ ହୋଇଛି। ଏମକେସିଜି ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଏପରି ଘଟଣା ଘଟିଛି। ଫଳରେ ଉଭୟ ନର୍ସ ସଂଘ ଓ ହାଉସ ସର୍ଜନ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ!-->…
ମମିତା ମେହେର ହତ୍ୟା ଘଟଣା: ସାକ୍ଷ୍ୟ ଦେବା ପାଇଁ କୋର୍ଟରେ ହାଜର ହେଲେ ମମିତାଙ୍କ ଛୋଟ ଭାଇଓ ସମ୍ପର୍କୀୟ ବଡ଼ଭାଇ
କଣ୍ଟାବାଞ୍ଜି: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ ସାକ୍ଷ୍ୟ ଦେବା ପାଇଁ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହେଲେ ମମିତାଙ୍କ ଛୋଟ ଭାଇ ବଣ୍ଟି ମେହେର ଓ ସମ୍ପର୍କୀୟ ବଡ଼ଭାଇ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଥିଲା। ମମିତା ନିଖୋଜ ନେଇ ବଣ୍ଟି!-->…
ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ
ଝାରସୁଗୁଡ଼ା ୩୦/୦୯: ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଗ୍ରାମ ରୋଜଗାର ସେବକ (ଜିଆରଏସ)l ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ କନକତୋରା ପଞ୍ଚାୟତର ଜିଆରଏସ ମନୋଜ କୁମାର ସାହୁ ୧୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ରେଡ୍ ହ୍ୟାଣ୍ଡରେ!-->…