Browsing Category

ଅପରାଧ

ଇଡ଼କୋ ସହକାରୀ ପରିଚାଳକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ଇଡ଼କୋ ସହକାରୀ ପରିଚାଳକ ମନୋଜ କୁମାର ଲେଙ୍କାଙ୍କ ଘରେ ଚଢ଼ାଉ କରିଛି। ଭିଜିଲାନ୍ସ ଏକ ସଂଗେ ୭ଟି ସ୍ଥାନରେ ଚଢ଼ାଉ କରୁଥିବା ସୂଚନା ମିଳିଛି। ହିଁ ଚଢ଼ାଉର ୨ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୨ ଜଣ ସବ-ଇନ୍ସପେକ୍ଟର ଓ ୫ ଜଣ…

ମମିତା ହତ୍ୟାକାଣ୍ଡ; ସାକ୍ଷ୍ୟ ଗ୍ରହଣ ଆରମ୍ଭ

ବଲାଙ୍ଗିର : କଳାହାଣ୍ଡି ଜିଲା କେଗାଁ ଥାନା ଅଧୀନସ୍ଥ ମହାଲିଙ୍ଗ ସନ୍‍ ସାଇନ୍‍ ପବ୍ଲିକ୍‍ ସ୍କୁଲର ଭାରପ୍ରାପ୍ତ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ସାକ୍ଷ୍ୟ ଗ୍ରହଣ ଗୁରୁବାର ଦିନଠାରୁ ଆରମ୍ଭ । କଣ୍ଟାବାଞ୍ଜି ଅତିରିକ୍ତ ଜିଲା ଦୌରାଜଜ୍‍ କୋର୍ଟରେ ମମିତାଙ୍କ ବାପା, ମା’ ଓ ଅନ୍ୟ ୭ ଜଣ…

ହୋଟେଲ୍‌ ରୁମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର

ପୁରୀ ୨୯।୦୯ : ପୁରୀର ହୋଟେଲ ମେ ଫେୟାର ୱେଭସରେ ମହିଳାଙ୍କ ମୃତଦେହ ଉଦ୍ଧାର। ମୃତ ମହିଳା ଜଣଙ୍କ ହେଲେ ଐଶ୍ୱରିୟା ସାହାନାବାଗ। ପୋଲିସର ତଦନ୍ତ ଆରମ୍ଭ । ଖବର ଅନୁଯାୟୀ, GIZ କମ୍ପାନୀର ୱାଟର ରିଶୋର୍ସ କନଫରେନ୍ସରେ ଯୋଗ ଦେବା ପାଇଁ ମଙ୍ଗଳବାର ସେ କମ୍ପାନୀ କର୍ମଚାରୀଙ୍କ ସହ ପୁରୀ…

ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ, ୫ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ

ଭଦ୍ରକ ୨୯।୦୯ : ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ । ଭଦ୍ରକ ଜିଲ୍ଲା ସାଳନ୍ଦୀ ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କୁ ଧରିଛି ଭିଜିଲାନ୍ସ । ବାସଭବନ ସମେତ ବିଭିନ୍ନ ସ୍ଥାନରେ ଟାଲିଛି ଚଢାଉ । ଖବର ଅନୁଯାୟୀ, ଭଦ୍ରକ ସହରର ପୋଷ୍ଟ ଅଫିସ ଛକ ନିକଟ ସରକାରୀ ବାସଭବନରେ ଅଧିକ୍ଷଣ…

ଜିଲ୍ଲା ପରିଷଦ ସଭ୍ୟ ମୃତ୍ୟୁ ଘଟଣା: ଧର୍ମେନ୍ଦ୍ରଙ୍କ ଗାଁ ଖଣ୍ଡିଆକୁଦ ଯିବ କମିଶନରେଟ୍‌ ପୋଲିସ୍

ଭୁବନେଶ୍ୱର: ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ତନାଘନା ତଦନ୍ତ । ତାଙ୍କର ଦୁଇଟି ମୋବାଇଲ୍‌ ନମ୍ବରର ସିଡିଆର୍‌ ଯାଞ୍ଚ କରିବ ପୋଲିସ । ମୃତ୍ୟୁ ପୂର୍ବରୁ ଯେଉଁମାନଙ୍କ ସହ କଥା ହୋଇଥିଲେ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ । ଅଧିକ ଖୋଳତାଡ ପାଇଁ ତାଙ୍କ ଗାଁ ଗୋପର…

ଟିଟିଇ ସ୍ବାମୀଙ୍କ ଘର ଆଗରେ ଧାରଣା ଦେବା ଘଟଣା; ଖୋର୍ଦ୍ଧା ଡିଆରଏମଙ୍କୁ ଭେଟି ଅଭିଯୋଗ କଲେ ସ୍ତ୍ରୀ ସ୍ୱପ୍ନା

ବ୍ରହ୍ମପୁର ୨୮/୦୯: ବ୍ରହ୍ମପୁରରେ ସ୍ବପ୍ନା ନାମକ ଜୈନିକ ମହିଳା ସ୍ବାମୀ ଘର ଆଗରେ ଧାରଣା ଦେବା ଘଟଣା। ଆଜି ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହଯୋଗରେ ସ୍ବପ୍ନା ଖୋର୍ଦ୍ଧାରେ ଥିବା ଡିଆରଏମଘଙ୍କୁ ସାକ୍ଷାତ କରି ଘଟଣା ସମ୍ପର୍କରେ ଜଣାଇଛନ୍ତି। ବୁଧବାର ତାଙ୍କ ଧାରଣାର ୬ ଦିନରେ…

ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରୁ ମୃତଦେହ ଉଦ୍ଧାର

ଭଦ୍ରକ, ୨୮/୦୯: ଭଦ୍ରକ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରୁ ଏକ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ସ୍ଥାନୀୟ ଅଞ୍ଚଳର ବାସିନ୍ଦା । ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରୁ ଏହି ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ ମୃତକ ସରସଦା ପଞ୍ଚାୟତ…

ଗୁଳି ମାଡ଼ରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ବାଲେଶ୍ୱର: ମାଛ ମାରୁଥିଲେ ମତ୍ସ୍ୟଜୀବୀ। ହଠାତ୍ ଦେହରେ ବାଜିଲା ଗୁଳି। ଗୁଳି ମାଡ଼ରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ଆଜି ବାଲେଶ୍ୱର ଚାନ୍ଦିପୁରରେ ଏହି ଅଘଟଣ ଘଟିଛି। ଚାନ୍ଦିପୁରର ଗୋଳାବାରୁଦ ପରୀକ୍ଷଣ ରେଞ୍ଜ ନିଷିଦ୍ଧାଞ୍ଚଳରେ ମାଛ ମାରୁଥିବା ବେଳ…

ରବି ରାଜା ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ…

ରାଉରକେଲା : ରାଉରକେଲା ସହରର ମଧୁସୂଦନପାଲି ବସ୍ତିରେ ରଵି ରାଜାଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ତିନି ଜଣ ହତ୍ୟାକାରୀଙ୍କୁ ରାଉରକେଲା ଏଡିଜେ ୧ କୋର୍ଟ ଆଜି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହାସହ ତିନି ଜଣ ହତ୍ୟାକାରୀଙ୍କୁ ୧୦ ହଜାର ଟଙ୍କା ଜୋରିମାନା ଦଣ୍ଡରେ ଦଣ୍ଡିତ…

ରବି ରାଜା ହତ୍ୟା ଘଟଣାରେ ୩ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ରାଉରକେଲା : ରାଉରକେଲା ସହରର ମଧୁସୂଦନପାଲି ବସ୍ତିରେ ରବି ରାଜା ହତ୍ୟା ଘଟଣାରେ ୩ ଦୋଷୀଙ୍କୁ ମିଳିଛି ଆଜୀବନ କାରାଦଣ୍ଡାଦେଶ। ରାଉରକେଲା ଏଡିଜେ ୧ କୋର୍ଟ ଆଜି ସେମାନଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଲେଖାଏଁ ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ…