Browsing Category

ଅପରାଧ

ଆସିଲା ମୃତ ଧର୍ମେନ୍ଦ୍ର ସାହୁଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: କେମିତି ହୋଇଥିଲା ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ୧୧ ନମ୍ବର ଜୋନ୍ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ । ଏବେ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଯେଉଁଥିରେ ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା…

ଦମ୍ପତିଙ୍କୁ ଦଳି ଦେଲା ଦନ୍ତା, ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ

କାମାକ୍ଷାନଗର: ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ପଙ୍ଗାତିରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚାନ୍ଦପୁର ଗାଁରେ । କାଉଁଶିନାଳୀ ସାହିର ରମେଶ ବେହେରା ଓ ତାଙ୍କ ସ୍ତ୍ରୀ ତାରା ବେହେରା ଭୋର୍ ସମୟରେ ଶୌଚ ପାଇଁ ଘର…

ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି

ସାଲେପୁର ୨୬/୦୯: ଗତକାଲି ବିଳମ୍ବିତ ରାତ୍ରରେ ବହୁ ମୂଲ୍ୟବାନ ଅଷ୍ଟଧାତୁର କ୍ୟୁଣ୍ଟାଲ କ୍ୟୁଣ୍ଟାଲ ଓଜନର ମୂର୍ତ୍ତି ମନ୍ଦିରରୁ ଚୋରୀ । ଯାହାର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହା ଏକ ମନ୍ଦିରରୁ ମୂର୍ତ୍ତି ଚୋରଙ୍କ ରାକେଟ ବୋଲି ଜଣାପଡୁଛି । ଏଭଳି…

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ । ଗଜପତି ଜିଲ୍ଲା ମୋହନା ନିକଟ ରାଇସିଂ ଘାଟିରେ ଘରୋଇ ବସ୍ କାମଧେନୁ ଦୁର୍ଘଟଣl ଗ୍ରସ୍ତ ହୋଇଛି । ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖବର…

ସୁରତରେ ହତ୍ୟା ଘଟଣାର ଅଭିଯୁକ୍ତ ୨୧ ବର୍ଷ ପରେ ଗଞ୍ଜାମରୁ ଗିରଫ

ବ୍ରହ୍ମପୁର:ସୁରତ ରେ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ବ୍ୟକ୍ତିଙ୍କୁ ପ୍ରାୟ ୨୧ ବର୍ଷ ପରେ ଗଞ୍ଜାମରୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଲେ କବିସୂର୍ଯ୍ୟନଗର ଥାନା ଅଧୀନ ବାଉଁଶିଆ ଗ୍ରାମର ଶଙ୍କର ବେହେରା (୫୦)। ମିଳିଥିବା ସୂଚନା ଅନୁଯାୟୀ, ୨୦୦୧ ମସିହାରେ ଗୁଜରାଟର ସୁରତ ସହର…

ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲା : ତଦନ୍ତ ଉପରେ ସନ୍ଦେହ, ଅନ୍ତିମ ସଂସ୍କାର କରିବାକୁ ମନା କଲେ ପରିବାର

ନୂଆଦିଲ୍ଲୀ : ସାମ୍ନାକୁ ଆସିଲା ଉତ୍ତରାଖଣ୍ଡର ଅଙ୍କିତା ଭଣ୍ଡାରୀଙ୍କ ପ୍ରାଥମିକ ପୋର୍ଷ୍ଟମର୍ଟମ ରିପୋର୍ଟ । ପାଣିରେ ବୁଡି ଅଙ୍କିତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହ ତାଙ୍କ ଶରୀରରେ ମାଡ଼ ଯୋଗୁ କ୍ଷତ ଚିହ୍ନ ରହିଥିବା ରିପୋର୍ଟରେ ଜଣାପଡିଛି । ତେବେ ଫାଇନାଲ ରିପୋର୍ଟ ଏଯାଏ…

ଡାକ୍ତରଙ୍କ ଚିକିତ୍ସା ଅବହେଳା ଯୋଗୁଁ ରୋଗୀର ମୃତ୍ୟୁ ଅଭିଯୋଗ

ନବରଙ୍ଗପୁର: ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ,ଡାକ୍ତରଙ୍କ ଅବହେଳା ନେଇ ଅଭିଯୋଗ ଆଣିଲେ ପରିବାର ଲୋକେ । ପାପଡାହାଣ୍ଡି ବ୍ଲକ ପୋକନା ଗୁଡା କାଜୁ ବାଡ଼ ନିକଟରେ ଲାଇବନ ମୁଦୁଲିଙ୍କ ଦୁର୍ଘଟଣା ହୋଇଥିଲା। ଆହତ ଅବସ୍ଥାରେ ତାଙ୍କୁ ମେଡିକାଲ ଅଣାଯାଇଥିଲା କିନ୍ତୁ ଡାକ୍ତରଙ୍କ ଚିକିତ୍ସା…

ଆତ୍ମହତ୍ୟା ପାଇଁ ଧମକ ଦେଇ ନବୀନ ନିବାସ ସମ୍ମୁଖ ଥିବା ଗଛରେ ଚଢ଼ିଗଲେ ମହିଳା

ଭୁବନେଶ୍ୱର: ରବିବାର ଅପରାହ୍ନରେ ନବୀନ ନିବାସ ନିକଟରେ ଥିବା ଏକ ଗଛରେ ଚଢ଼ି ଜଣେ ମହିଳା ଆତ୍ମହତ୍ୟା ପାଇଁ ଧମକ ଦେଇଛନ୍ତି। ସେ ତଳକୁ ଡେଇଁ ଜୀବନ ହାରିବେ ବୋଲି କହିଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ମହିଳାଙ୍କୁ ତଳକୁ ଓହ୍ଲାଇବାକୁ ଅନେକ ବୁଝାଇଥିଲେ। କିନ୍ତୁ…

ଗାଁରେ ଫୁଟିଲା ଗୁଳି, ଭୟରେ ଛାତରୁ ଖସପଡି ଯୁବକ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ସଦରଥାନା କାଙ୍କଡପାଳ ଗ୍ରାମରେ ତିନି ରାଉଣ୍ଡ ଫାଙ୍କା ଗୁଳିମାଡ ହୋଇଛି। ଭୟଭୀତ ଅବସ୍ଥାରେ ଛାତରୁ ଖସିପଡି ଜଣେ ଆହତ ହୋଇଛନ୍ତି। ସୁଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ କିଛି ଦୃର୍ବୃତ୍ତ ବାଇକରେ ଆସି କାଙ୍କଡପାଳ ଗ୍ରାମ ମଝିରେ ଫାଙ୍କା ଗୁଳିକାଣ୍ଡ କରି…

ଟ୍ରକ ଧକ୍କାରେ ମହିଳା ମୃତ, ସ୍ଵାମୀ ଓ ପୁଅ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ଢେଙ୍କାନାଳ: ଢେଙ୍କାନାଳ କଣ୍ଟାବଣିଆ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ଇଟାପ ଛକ ନିକଟରେ ଟ୍ରକ ଧକ୍କାରେ ମହିଳା ମୃତ, ମହିଳାଙ୍କ ସ୍ଵାମୀ ଓ ପୁଅ ଗୁରୁତର ହୋଇଛନ୍ତି । ମୃତ ସ୍ତ୍ରୀ ଲୋକର ସ୍ଵାମୀ ସୁବାସ ଚନ୍ଦ୍ର ନନ୍ଦ ବାଇକ ଯୋଗେ ବଅରପାଳରୁ ସ୍ତ୍ରୀ ଓ ପୁଅକୁ ଧରି ମହାଳୟା…