Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଭୁବନେଶ୍ୱରରେ ବାର୍ ମାଲିକ ଓ ଏଜେଣ୍ଟ ଗିରଫ
ରାଜଧାନୀ ଭୁବନେଶ୍ୱରରେ ବାର ଗାର୍ଲଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବାର୍ ମାଲିକ ଶିବ ପ୍ରସାଦ ମଲ୍ଲିକ। ତାଙ୍କ ସହିତ ଜଣେ ଏଜେଣ୍ଟଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ତାଙ୍କ ନାଁ ଜ୍ୟୋତି ପ୍ରକାଶ ନାୟକ।
ଟଙ୍କା ନ ଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିଲେ ଶିବ ପ୍ରସାଦ!-->!-->!-->…
ରାସ୍ତା ମଝିରେ ଯୁବକଙ୍କୁ ଗୁଳି କଲେ ୪ ଦୁର୍ବୃତ୍ତ
ବାଲେଶ୍ୱର: ବାଲେଶ୍ବର ରାସ୍ତାରେ ଫୁଟିଲା ଗୁଳି । ଜିମ୍ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି ମାଡ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ!-->!-->!-->…
ବ୍ରହ୍ମପୁରରୁ ଚୋରି ହୋଇଥିବା ବସ ଗଞ୍ଜାମରୁ ଉଦ୍ଧାର…
ବ୍ରହ୍ମପୁର : ବ୍ରହ୍ମପୁର ସହରରୁ ଚୋରି ହୋଇଥିବା ଘରୋଇ ବସ ଖମ୍ବେଶ୍ବରୀ ମଙ୍ଗଳବାର ଗଞ୍ଜାମରୁ ଉଦ୍ଧାର ହୋଇଥିବା ଜଣାପଡିଛି। କେହି ଦୁର୍ବୃତ୍ତ ଚୋରି କରି ବସଟିକୁ ଏଠାରେ ଛାଡି ଚାଲି ଯାଇଥିବା ଅନୁମାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଓଡ଼ି୦୭ଏଇ ୯୧୮୧ ଚାରିଦିନ ଲଗାଣ ବର୍ଷା ଯୋଗୁ!-->!-->!-->…
ନବଘନ ପାଟ୍ଟଶାଣୀ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତକୁ ବନ୍ଧିଲା ପୋଲିସ
ଭୁବନେଶ୍ୱର: ବରମୁଣ୍ଡା ନବଘନ ପାଟ୍ଟଶାଣୀ ଓରଫ ବାଙ୍କା ହତ୍ୟା ମାମଲା l ୨ ଜଣଙ୍କୁ ଗିରଫ କଲା କମିସନରେଟ ପୋଲିସ l ମୁଖ୍ୟ ଅଭିଯୁକ୍ତ ବଣ୍ଟି ସହିତ ଡ୍ରାଇଭର ବିଜୟ ନାୟକକୁ ଗିରଫ କଲା ପୋଲିସ l ଏଥିସହ ମୃତଦେହ ନେଇଥିବା ଇନୋଭା କାର୍କୁ ଜବତ କଲା ପୋଲିସ l ଟଙ୍କା କାରବାରକୁ ନେଇ ନବଘନକୁ!-->…
ଦୁଇ ଦିନିଆ ରିମାଣ୍ଡରେ ଧୋକାବାଜ ୫ ସ୍ତ୍ରୀଙ୍କ ସ୍ବାମୀ
ଭୁବନେଶ୍ବର: ରିମାଣ୍ଡରେ ଗଲା ୫ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ । ଆଜିଠୁ ୨ ଦିନିଆ ରିମାଣ୍ଡରେ ନେଇଛି କମିଶନରେଟ ପୋଲିସ । ଖୋଳତାଡ଼ ପରେ ଖୋଲିବ ରସିକିଆ ପ୍ରେମିକର ସମସ୍ତ ଗୁମର ।
ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରରେ ୫ ଜଣ ମହିଳାଙ୍କୁ ବିବାହ କରିଥିଲା ସତ୍ୟଜିତ । ଖାଲି ସେତିକି!-->!-->!-->…
ବନ୍ଧା ହେଲେ କୁବେର ଯନ୍ତ୍ରୀ: ୪୨ଟି ପ୍ଲଟ ସହ, ସୁନା ଗହଣା ସାଙ୍ଗକୁ ଜବତ ହୋଇଛି କାଗଜପତ୍ର
ଭୁବନେଶ୍ୱର : ବନ୍ଧା ହେଲେ କୁବେର ଯନ୍ତ୍ରୀ । ୫ ଜିଲ୍ଲାରେ ରହିଛି ମୋଟ୍ ୪୨ ପ୍ଲଟ। ଯାଜପୁର ଜିଲ୍ଲାରେ ୩୨, ଭୁବନେଶ୍ବରରେ ୩, ଖୋର୍ଦ୍ଧାରେ ଗୋଟିଏ, କଟକ, ଭଦ୍ରକ ଓ ଢେଙ୍କାନାଳରେ ୨ଟି ଲେଖାଏ ଫ୍ଲଟ ରହିଛି । ତା ସହିତ ରହିଛି ଏକାଧିକ କୋଠା । ଜବତ ହୋଇଛି ପୁଳା ପୁଳା ସୁନା ଗହଣା ସାଙ୍ଗକୁ!-->…
ପରକ୍ରିୟା ପ୍ରୀତି, ଶେଷରେ ଯୁବତୀ ଜଣକ କଲେ ଆତ୍ମହତ୍ୟା…
ଖଜୁରୀପଡା // ଫୁଲବାଣୀ : ଜଣେ ୨୫ ବର୍ଷର ଯୁବତୀ ବିବାହ କରି ଦୁଇ ଦୁଇଟି ପୁତ୍ର ସନ୍ତାନର ମାଆ ହେବା ପରେ ପର ପୁରୁଷ ସହ ସମ୍ପର୍କ ରଖି ଦ୍ୱିତୀୟ ବିବାହ କରି କେଉଁ ପ୍ରକାର ମାନସିକ ସ୍ତରରେ ଦୁର୍ବଳ ହୋଇଯାଏ ଆଉ ଶେଷରେ ନିଜକୁ ଆତ୍ମହୁତି ଦିଏ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି!-->!-->!-->…
ଭିଜିଲାନ୍ସ ଜାଲରେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ: ଅମାପ ସଂପତ୍ତି ଠାବ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଅମାପ ସଂପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍। ପ୍ରଦୀପ କୁମାର ରଥଙ୍କର ୪୨ରୁ ଅଧିକ ପ୍ଲଟ, ଭୁବନେଶ୍ୱରରେ ୨ଟି ଦାମୀ ଫ୍ଲାଟ୍, ଭଦ୍ରକ ଓ!-->…
ଘରୋଇ କଳିକୁ କେନ୍ଦ୍ର କରି ବଡ ବୋହୂର ନାକ କାଟିଲା ଶ୍ୱଶୁର
ଆଠଗଡ: ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଜୁଆଲ୍ ଭାଇରାଲ ହୋଇଥାଏ । ସେସବୁ ଭିତରୁ କିଛିଟା ସତ ହୋଇଥାଏ ତ ଆଉ କିଛି ଗୁଜବ ଥାଏ । କିନ୍ତୁ ଭାଇରାଲ୍ ଭିଡିଓ ସବୁବେଳେ ଚର୍ଚ୍ଚାର ବିଷୟ ପାଲଟିଥାଏ । ଏସବୁ ଭିତରେ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି । ଏଠି ବାପ ସମାନ ଶ୍ୱଶୁର ବିରୋଧରେ!-->…
କର୍ତ୍ତବ୍ୟରତ ହୋମଗାର୍ଡଙ୍କୁ ମରଣାନ୍ତକ ଆକ୍ରମଣ…
ଫୁଲବାଣୀ :କନ୍ଧମାଳ ଜିଲ୍ଲାର ହୋମଗାର୍ଡ ସଂଘର ଆବାହକ ତଥା କାର୍ଯ୍ୟରତ ସଦର ଥାନାର ହୋମଗାର୍ଡ ବିରାଜ ପ୍ରଧାନ ଙ୍କୁ ଗତକାଲି ରାତି ୧୦ ଟାରେ ଡିଉଟି ସାରି ଘରକୁ ଫେରୁଥିବା ସମୟରେ କିଛି ଦୁବୃର୍ତ୍ତ ତାଙ୍କୁ ଆକ୍ରମଣ କରିଥିଲେ l ଘଟଣା ସ୍ଥଳରେ ଏକ ଟ୍ରକ ପହଁଚି ଥିବାରୁ ହୋମଗାର୍ଡ ଜଣଙ୍କ!-->!-->!-->…