Browsing Category

ଅପରାଧ

ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ

ଜଳେଶ୍ୱର ୧୪।୦୯ : ବିଧାୟକଙ୍କୁ ହତ୍ୟା ଧମକ । ବାଲେଶ୍ୱର ଜିଲ୍ଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ଦିଆଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ବାଲେଶ୍ୱର ଏସ୍‌ପିଙ୍କ ନିକଟରେ ଏପରି ଅଭିଯୋଗ ଆଣିଛନ୍ତି ଖୋଦ୍‌ ବିଧାୟକ । ଖବର ଅନୁଯାୟୀ, ମଙ୍ଗଳବାର ସକାଳ ୮.୩୦ରୁ ୯ଟା…

ନାରାୟଣ ବସ୍ତିରେ ଚନ୍ଦୁ ହତ୍ୟାକାଣ୍ଡ ମାମଲା, ଲେଡି ଡନ୍ ରଞ୍ଜୁ ଓ ତାଙ୍କ ସହଯୋଗୀ କାହ୍ନା ଗିରଫ

ଭୁବନେଶ୍ବର ୧୪।୦୯ : ନାରାୟଣ ବସ୍ତିର ପି. ସୁବ୍ରତ ରାଓ ଓରଫ୍‌ ଚନ୍ଦୁ ହତ୍ୟାକାଣ୍ଡ ମାମଲା । ଗିରଫ ହେଲେ ଲେଡି ଡନ୍ ରଞ୍ଜୁ ଓ ତାଙ୍କ ସହଯୋଗୀ କାହ୍ନା । ଦୁଇ ଜଣଙ୍କୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ । ହତ୍ୟାକାଣ୍ଡ ପରେ ବାହାର ଜିଲ୍ଲାରେ ଯାଇ ଲୁଚିଥିଲେ ରଞ୍ଜୁ ଓ ସହଯୋଗୀ । …

ମୁଣ୍ଡାସାହି ନିକଟରୁ ୧୪୨ଗ୍ରାମର ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଅନୁଗୁଳ ୧୪/୦୯: ଅନୁଗୁଳ ଜିଲ୍ଲା ବିକ୍ରମପୁର ଥାନା ଇଲାକା ମୁଣ୍ଡାସାହି ଛକ ନିକଟରୁ ୧୪୨ଗ୍ରାମର ବ୍ରାଉନସୁଗର ଜବତ। ଚୋରା କାରବାରରେ ଲିପ୍ତ ଥିବା ଜଣେ ମହିଳା ଓ ତାଙ୍କ ସହଯୋଗୀଙ୍କୁ ଗିରଫ କଲା ଅବକାରୀ ବିଭାଗ । ସୂଚନାନୁଯାୟୀ, ଗିରଫ ହୋଇଥିବା ମହିଳା ଜଣଙ୍କ ହେଲେ ନାଲକୋ ଥାନା ଅଞ୍ଚଳର…

ବିଡିଓଙ୍କ ଗାଡି ଧକ୍କାରେ ସାଇକେଲ୍ ଆରୋହୀ ମୃତ

ନୂଆପଡା ୧୪।୦୯: ବିଡିଓଙ୍କ ଗାଡି ଧକ୍କାରେ ସାଇକେଲ୍ ଆରୋହୀ ମୃତ । ଥାନାରେ ମାମଲା ରୁଜୁ । କ୍ଷତିପୂରଣ ଦାବିରେ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପାଇଁ ଛାଡୁନାହାନ୍ତି ପରିବାରଲୋକେ । ଘଟଣାସ୍ଥଳରେ ନୂଆପଡ଼ା ଏସ୍‌ଡିପିଓ ସହ ନୂଆପଡ଼ା ତହସିଲଦାର ପହଞ୍ଚି ଲୋକଙ୍କୁ ବୁଝାସୁଝା…

ପିଲାଛୁଆ ହେଲାନି ବୋଲି ମାରିଦେଲେ ଶାଶୁ ଘର !

ଭଦ୍ରକ ୧୪।୦୯: ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରୁ ଆସିଛି ଚାଞ୍ଚଲ୍ୟକର ଘଟଣା । ବିବାହର ଦୁଇ ବର୍ଷ ପରେ ପିଲା ପିଲି ନହେବାରୁ ବଧୂ ହତ୍ୟା ଅଭିଯୋଗ । ଝିଅ ପରିବାର ପକ୍ଷରୁ ଆଣିଲେ ଏପରି ସାଙ୍ଘାତିକ ଅଭିଯୋଗ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ମହିଳାଙ୍କ…

ସିକନ୍ଦରାବାଦର ଇ-ବାଇକ୍‌ ଶୋରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ; ଓଡ଼ିଆ ଦମ୍ପତିଙ୍କ ସହ ୮ ମୃତ

ହାଇଦ୍ରାବାଦ l କଟକ ୧୩/୦୯: ସିକନ୍ଦରାବାଦର ଏକ ଇଲେକ୍ଟ୍ରିକ ଭେଇକିଲ୍‌ ଶୋରୁମରେ ସୋମବାର ରାତିରେ ନିଆଁ ଲାଗି ୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକର ଓଡ଼ିଆ ଦମ୍ପତି ମଧ୍ୟ ରହିଛନ୍ତି। ମୃତ ଦମ୍ପତିଙ୍କ ପରିଚୟ ମିଳିଛି। ସେମାନେ ହେଲେ କଟକ କାଫଲା ବଜାର ମହାନ୍ତି ପଡ଼ାର…

ନକଲି ମେଡିସିନ ବିକ୍ରି ଘଟଣା, ଦୁଇ ଅଭିଯୁକ୍ତଙ୍କ ଜାମିନ୍‌ ନାମଞ୍ଜୁର

କଟକ: ନକଲି ମେଡିସିନ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରିଥିଲା ପୋଲିସ । କଟକ ଏସଡିଜିଏମ କୋର୍ଟରେ ହାଜର ହୋଇଥିଲେ ଭି.ଆର ଡ୍ରଗ ଏଜେନ୍ସିର ମାଲିକ ରାହୁଲ କ୍ୟାଲ୍ ଓ ପୂଜା ଏଣ୍ଟରପ୍ରାଇଜରସ୍ ମାଲିକ ସଞ୍ଜୟ ଜଲାନ । ଉଭୟଙ୍କ ଜାମିନ ଆବେଦନ ଖାରଜ ହେବାରୁ…

ଟ୍ରକ୍ ଚୋରି ମାମଲାରେ ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣ ଗିରଫ

ଯାଜପୁର: ଟ୍ରକ୍ ଚୋରି ମାମଲାର ପର୍ଦ୍ଦାଫାସ୍ କରିଛି ଧର୍ମଶାଳା ପୋଲିସ । ମାମଲାରେ ପୋଲିସ ଯାଜପୁର ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର ସହ ୨ ଲକ୍ଷ ୪୫ ହଜାର ଟଙ୍କା ଜବତ ହୋଇଛି । ସୂଚନା ଅନୁସାରେ, ଗତ ୧୧ ତାରିଖରେ…

ରାଜଧାନୀରେ ବିଚ୍‌ ରାସ୍ତାରେ ଫଳ ଦୋକାନୀଙ୍କୁ ଖଣ୍ଡାରେ ହାଣିଲେ

ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ବର ଅନ୍ତର୍ଗତ ଭରତପୁର ଅଞ୍ଚଳରେ ବିଚ୍ ରାସ୍ତାରେ ଖଣ୍ଡାରେ ଆକ୍ରମଣ ହୋଇଛି । ଫଳ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ କିଛି ଦୁର୍ବୃତ୍ତ ହାଣିଥିବା ଜଣାପଡ଼ିଛି । ଫଳରେ ସେ ଗୁରୁତର ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ, ଉତ୍ତେଜନା ପରେ ଲାଠି ଚାର୍ଜ କଲା ପୋଲିସ୍‌

ବରଗଡ଼: ବିଜେପୁରର ଐତିହାସିକ ଅନନ୍ତବ୍ରତ ମହୋତ୍ସବ ଦେଖିବାକୁ ଆସିଥିବା ବେଳେ ଦୁର୍ଘଟଣାରେ ଜଣେ ନାବାଳିକାଙ୍କ ଜୀବନ ଯାଇଛି । ସକାଳ ୯ ଟା ସମୟରେ ପଦ୍ମପୁର ପଟରୁ OD-17N-5015 ନମ୍ୱର ବିଶିିଷ୍ଟ ଏକ ୧୬ ଚକିଆ ମାଲବୋଝେଇ ଟ୍ରକ ଆସୁଥିବାବେଳେ ଗାଡି ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ…