Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ସ୍କୁଲରେ କରେଣ୍ଟ ଲାଗି ଛାତ୍ରୀଙ୍କ ମୃତ୍ୟୁ
ଜୟପୁର: ବିଦ୍ୟୁତ ଆଘାତରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ । କୁନ୍ଦ୍ରା ବ୍ଲକ ଦିଗାପୁର ସରକାରୀ ଆବାସିକ ସ୍କୁଲ ପରିସରରେ ଘଟିଛି ଏପରି ଅଘଟଣ । ସ୍କୁଲ ପରିସରରେ ଥିବା ବିଦ୍ୟୁତ ଖୁଣ୍ଟକୁ ଛୁଇଁ ଗୁରୁତର ହୋଇ ପଡ଼ିଥିଲେ ଛାତ୍ରୀ । ଜୟପୁର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ମୃତ ଘୋଷଣା କଲେ!-->…
ଖେଳୁଥିବା ବେଳେ ପୋଖରୀରେ ପଡି ୨ ବର୍ଷର ଶିଶୁପୁତ୍ର ମୃତ
ସୋର: ଖେଳୁଥିବା ବେଳେ ପୋଖରୀରେ ପଡି ୨ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି । ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ ଇଚ୍ଛାପୁର ଗ୍ରାମରେ ଏହି ଘଟଣା ଘଟିଛି। ମୃତ ଶିଶୁପୁତ୍ର ଜଣକ ହେଲେ ଇଚ୍ଛାପୁର ଗ୍ରାମର ଶରତ ମଲ୍ଲିକଙ୍କ ୨ ବର୍ଷର ଶିଶୁପୁତ୍ର ଜୟପ୍ରକାଶ ମଲ୍ଲିକ।
ବାଲେଶ୍ଵର ଜିଲ୍ଲା!-->!-->!-->…
ମାଲକାନଗିରିରେ ଗଣେଶ ମୂର୍ତ୍ତିକୁ ନେଇ ବିବାଦ: ଥାନାରେ ଏତଲା
ମାଲକାନଗିରି: ମାଲକାନଗିରିରେ ଗଣେଶ ମୂର୍ତ୍ତିକୁ ନେଇ ବିବାଦ ଉପୁଜିଛି। ଏନେଇ ମାଲକାନଗିରି ଥାନାରେ ଏତଲା ଦିଆଯାଇଛି। ପୁରୁଣା ମେଡିକାଲ ଛକ ପୂଜା କମିଟି ପକ୍ଷରୁ ପ୍ରତି ବର୍ଷ ଭିନ୍ନ ଭିନ୍ନ ଢଙ୍ଗରେ ଗଣେଶ ପୂଜା କରାଯାଇଥାଏ। ତେବେ ଚଳିତ ବର୍ଷ 'ସବକା ମାଲିକ ଏକ ହେ' ଶୀର୍ଷକରେ କମିଟିର!-->…
ପିସିଆର ଡ୍ରାଇଭରଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ
ପୁରୀ: ମାଟିତୋଟା ବାସେଳୀ ସାହି ଥାନା ପିସିଆର ଡ୍ରାଇଭରଙ୍କୁ ଆକ୍ରମଣ । କର୍ମଚାରୀ ଜଣକ ହେଲେ ଗୃହରକ୍ଷୀ ଦୀପକ ମାଝି । ଦୀପକଙ୍କ ଉପରକୁ ଚାରି ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏନେଇ ଦୀପକ ବାସେଳୀ ସାହି ଥାନାରେ ଏତଲା ଦେଇଛନ୍ତି ।
ବୁଧବାର ରାତିରେ ଦୀପକ ବାସେଳୀ ସାହି!-->!-->!-->…
ହାତୀମୃତ୍ୟୁ ଘଟଣାରେ ବିଦ୍ୟୁତ୍ ବିଭାଗ ସୁପରଭାଇଜର୍ ବହିଷ୍କୃତ
କେନ୍ଦୁଝର: କେନ୍ଦୁଝର ହାତୀମୃତ୍ୟୁ ଘଟଣାରେ ବିଦ୍ୟୁତ୍ ବିଭାଗ ସୁପରଭାଇଜର୍ ବହିଷ୍କୃତ। କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ଜୁଡ଼ିଆ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଗତ ୨୫ ତାରିଖରେ ୨ଟି ମାଈହାତୀଙ୍କର ମୃତ୍ୟୁ ହୋଇଥିଲା। ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଜିଭି ଇଲେକ୍ଟ୍ରିକାଲସ୍ର!-->…
ସୋନାଲୀଙ୍କ ମତ୍ୟୁ ମାମଲାରେ କ୍ଲବ ମାଲିକ ଗିରଫ
ପଣଜୀ: ହରିଆଣାର ଭାଜପା ନେତ୍ରୀ ତଥା ଟିକ୍ଟକ୍ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ମାମଲାରେ ଗୋଆ ପୋଲିିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶନିବାର ପୋଲିସ ଗୋଆର କର୍ଲିସ୍ କ୍ଲବର ମାଲିକଙ୍କୁ ଗିରଫ କରିଛି। ଏଥିସହ ପୋଲିସ ଶୌଚାଳୟରୁ ଡ୍ରଗ୍ସ ଉଦ୍ଧାର କରିଥିବା ଜଣାପଡ଼ିଛି। ଏହି!-->…
ସ୍କୁଲରେ କୁନିକୁନି ପିଲାଙ୍କୁ ବନ୍ଧକ ରଖିବା ପ୍ରସଙ୍ଗ : ରିପୋର୍ଟ ମାଗିଲା ଜାତୀୟ ମାନବାଧିକାର କମିଶନ
ସ୍କୁଲ ଫି' ନଦେବାରୁ ଆପିଜେ ସ୍କୁଲରେ ପିଲାଙ୍କୁ ନିର୍ଯାତନା ଦିଆଯିବା ଘଟଣା । ଜାତୀୟ ମାନବାଧିକାର କମିଶନ ଖୋର୍ଦ୍ଧା ଜିଲାପାଳ, ସ୍କୁଲ ଓ ଗଣଶିକ୍ଷା ପ୍ରମୁଖ ସଚିବ ଏବଂ କମିଶନରେଟ ପୋଲିସକୁ ରିପୋର୍ଟ ତଲବ କରିଛନ୍ତି । ସମ୍ପୃକ୍ତ ଘଟଣାରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ଚାରି!-->…
ଚିକିତ୍ସା ଅବହେଳାରୁ ରୋଗୀ ମୃତ, ହସ୍ପିଟାଲରେ ଉତ୍ତେଜନା
ଢେଙ୍କାନାଳ: ବାରମ୍ବାର ଡାକିଲେ ମଧ୍ୟ ଆସିଲେନି ଡାକ୍ତର । ଫଳରେ ଚିକିତ୍ସା ନପାଇ ଶଯ୍ୟାରେ ପଡି ପଡି ଚାଲିଗଲା ରୋଗୀର ଜୀବନ । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଡାକ୍ତର ଖାନାରେ ଦେଖିବାକୁ ମିଳିଛି ଏପରି ଅଭାନୀୟ ଘଟଣା । ଆଉ ଏହି ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ପୁଣି ଜଣେ ରୋଗୀଙ୍କ ମୃତ୍ୟୁ!-->…
ମହିଳା ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ…
ଫୁଲବାଣୀ:- ମହିଳା ପୋଲିସ ଏସ୍ଆଇ ସ୍ଵାଗତିକା ବେହେରାଙ୍କ ଆତ୍ମହତ୍ୟା ।ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନାରେ । ଆଜି ସକାଳେ ଜି .ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରା ରହୁଥିବା ସରକାରୀ ବାସଭବନରେ ନିଜ ବେକରେ ଓଢ଼ଣୀ ଲଗେଇ!-->…
ଜାଲ୍ ବିି.ଇଡି. ସାର୍ଟିଫିକେଟ ଦେଇ ଜେଲ ଗଲେ ଶିକ୍ଷକ
ବୌଦ୍ଧ: ବୌଦ୍ଧ ଜିଲାରେ ନକଲି ସାର୍ଟିଫିକେଟ ଦେଇ ଅନେକ ଶିକ୍ଷକତା ଚାକିରି କରୁଥିବା ବହୁବାର ଅଭିଯୋଗ ହୋଇଆସୁଛି। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ କରାଯାଉଥିବାବେଳେ କିନ୍ତୁ ନକଲି ଶିକ୍ଷକଙ୍କ ଉପରେ କୌଣସି ପ୍ରଭାବ ପଡିପାରୁନାହିଁ। ଜିଲା ଶିକ୍ଷା ବିଭାଗ ପକ୍ଷରୁ ପୂର୍ବରୁ ମଧ୍ୟ!-->…