Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
୫ କୋଟି ଟଙ୍କାର ମାନହାନି ମୋକଦ୍ଦମା ଦାୟର କଲେ ପ୍ରକୃତି ମିଶ୍ର
ଭୁବନେଶ୍ୱର: କିଛି ଦିନ ବ୍ୟବଧାନ ପରେ ତେଜିଛି ଓଲିଉଡ ସୁପରଷ୍ଟାର ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ବିବାଦ। ବୁଧବାର ଭୁବନେଶ୍ୱର କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର। ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଓ ତାଙ୍କ ଶ୍ୱଶୁର ଲଳିତ ଶତପଥୀଙ୍କ ନାମରେ!-->…
କୃଷି ଅଧିକାରୀ ପରିଚୟ ଦେଇ ଲୁଟିନେଲେ ୪୧ହଜାର ଟଙ୍କା
ସିମୁଳିଆ: କୃଷି ଅଧିକାରୀ କହି ଅଭିନବ ଉପାୟରେ ଜୈନକ ବ୍ୟକ୍ତିଙ୍କ ଠାରୁ ଦୁଇ ଜଣ ଦୁର୍ବୃତ୍ତ ବ୍ୟାଙ୍କ ଆକାଉଣ୍ଟରୁ ୪୧ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବଙ୍ଗାଳପୁର ପଂଚାୟତର କରଂଜଗଡ଼ିଆ ଗ୍ରାମର ଗୌରହରି ଦାସଙ୍କ!-->…
ଠକେଇ ଅଭିଯୁକ୍ତଙ୍କୁ ମଧ୍ୟପ୍ରଦେଶରୁ ଗିରଫ କଲା କାଳିଆପାଣି ପୋଲିସ
ଯାଜପୁର: ଯାଜପୁର ଜିଲ୍ଲାର କାଳିଆ ପାଣି ଥାନ ଅନ୍ତର୍ଗତ ବିର୍ସାନଗର ବସ୍ତି ର ଅଭିନାଶ ମହାନ୍ତି ମେ ମାସ 10ତାରିଖରେ ସାଇବର ଠକେଇରେ ଏକ ଲକ୍ଷ ତେପନ ହଜାର ଟଙ୍କାର ଶିଖାର ହୋଇଥିଲେ l ଏ ସମ୍ପର୍କରେ କାଳିଆପାଣି ଥାନରେ ଅଭିଯୋଗ କରିବା ସହ କଟକ ସାଇବର ଥାନରେ ସମ୍ପୂର୍ଣ ତଥ୍ୟ ଦେଇଥିଲେ l!-->…
ଝାରଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହଯୋଗୀ ପ୍ରେମ ପ୍ରକାଶଙ୍କ ଘରୁ ମିଳିଲା ୨ଟି ଏକେ-୪୭
ରାଞ୍ଚି: ଆଳୁ ଖୋଳୁ ଖୋଲୁ ମହାଦେବ ବାହାରିବା ଭଳି ବେଆଇନ ଖଣି ଖନନ ମାମଲାର ତଦନ୍ତ ଚାଲିଥିବା ବେଳେ ମିଳିଛି ଦୁଇଟି ଏକ-୪୭। ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହଯୋଗୀ ପ୍ରେମ ପ୍ରକାଶଙ୍କ ଘରେ ରେଡ୍ କରିଥିଲା। ଏହି!-->…
ଫିରିଙ୍ଗିଆ ଗୁଳିମାଡ଼ ଘଟଣା : ବନ୍ଧୁକ ସହ ଗିରଫ ହେଲେ ୪ ଅଭିଯୁକ୍ତ…
ଫୁଲବାଣୀ:-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ନୂଆପଦର ପଞ୍ଚାୟତର ବିଲୁପଦର ଗ୍ରାମରେ ଗୁଳିମାଡ଼ କରି ଫେରାର ଥିବା ୪ଜଣ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ଏକ ବନ୍ଧୁକ ମଧ୍ୟ ସିଜ କରିଛି ଫିରିଙ୍ଗିଆ ଥାନା ପୋଲିସ l ଗିରଫ ୪ ଜଣ ହେଲେ ଡିମ୍ବିରି ଗୁଡା ଗ୍ରାମ ପଞ୍ଚାୟତର ଶ୍ରୀପଲା!-->!-->!-->…
ପାରିବାରିକ କଳହକୁ ନେଇ ଛତ୍ରପୁର ଥାନା ଆଗରେ ବିଷ ପିଇଲେ ମହିଳା…
ଛତ୍ରପୁର : ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ଥାନା ସମୁଖରେ ପାରିବାରିକ କଳହକୁ ନେଇ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମହିଳା ଜଣଙ୍କ ହେଲେ ଛତ୍ରପୁର ମହାବୀର ନଗରର ର ଏମ ମୁନା ପାତ୍ର ଙ୍କ ସ୍ତ୍ରୀ ଏମ ଝିଲି ପାତ୍ରଙ୍କୁ ଗୁରୁତର ଅବସ୍ଥାରେ ଛତ୍ରପୁର ଥାନା ପୋଲିସ ଉଦ୍ଧାର କରି!-->!-->!-->…
ବାରିପଦା ବିଦେଶୀ ମଦ ଦୋକାନ ଚୋରି ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ବାରିପଦା: ସ୍ଥାନୀୟ ବାରିପଦା ସହରର କୃଷ୍ଣଚନ୍ଦ୍ରଗୋଲେଇ ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନରୁ ଚୋରି ଘଟଣାରେ ଟାଉନ ପୁଲିସ ସୋମବାର ଗିରଫ କରିଥିବା ଅଭିଯୁକ୍ତ ଜଣେ ଆନ୍ତଃରାଜ୍ୟ ଅପରାଧି ବୋଲି ଜଣାପଡ଼ିଛି । ଅପରାଧି ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲା ଲିଙ୍ଗରାଜ ଥାନା ଅଞ୍ଚଳର ପୁରୁଣା ଟାୁନ!-->…
ରାଜଧାନୀ ଉପକଣ୍ଠରେ ବୋମାମାଡ଼ ଘଟଣା : ପ୍ରାଣ ହରାଇଲେ ପଞ୍ଚୁପଲ୍ଲୀର ନିରୀହ ରାଜେଶ ଓରଫ ରାଜୁ
ରାଜଧାନୀ ଉପକଣ୍ଠରେ ବୋମାମାଡ଼ ଘଟଣାରେ ପ୍ରାଣ ହରାଇଲେ ନିରୀହ ରାଜେଶ ଓରଫ ରାଜୁ। ଦୁଇ ଧରି ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ପ୍ରାଣ ହରାଇଛନ୍ତି ରାଜୁ। ରାଜୁଙ୍କ ବୟସ ପାଖାପାଖି ୨୫ ବର୍ଷ ହେବ।ସେପଟେ ବୋମାମାଡ଼ କରିଥିବା ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ଅକ୍ଷୟ ବୋଲି ସୂଚନା ମିଳିଛି। ଏବେ!-->…
ପୋଲିସ୍ କାର୍ଯ୍ୟାନୁଷ୍ଠାନ ନନେବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରକୃତି ମିଶ୍ର
କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ସେ କମିଶନରେଟ ପୋଲିସ ନିକଟରେ ଦେଇଥିବା ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନଥିବାରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ପ୍ରକୃତି । ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଏକ ପିଟିସନ ମାଧ୍ୟମରେ ସେ!-->…
ବିଦେଶୀ ମୁଦ୍ରା ନାଁରେ ବ୍ୟବସାୟୀଙ୍କ ଠାରୁ ନେଇଗଲେ ୨ ଲକ୍ଷ ଟଙ୍କା
କଟକ: ବିଦେଶୀ ମୁଦ୍ରା ନାଁର ଠକେଇ । କଟକ ବକ୍ସିବଜାରର ବ୍ୟବସାୟୀ ମହମ୍ମଦ ମୋଇଉଦ୍ଦିନଙ୍କୁ ଠକି ନେଲେ ଦୁର୍ବୃତ୍ତ । ବିଦେଶୀ ନୋଟ୍ ନାଁରେ ମୋଇଉଦ୍ଦିନଙ୍କୁ ଠକ ଦେଲେ କାଗଜବିଡ଼ା । ଥାନାରେ ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ ।
ଖବର ଅନୁଯାୟୀ, କଟକ ବକ୍ସିବଜାରର ମହମ୍ମଦ୍!-->!-->!-->…