Browsing Category

ଅପରାଧ

ନବବଧୂର ମୃତ୍ୟୁ : ହତ୍ୟା ନା ଆତ୍ମହତ୍ୟା ସନ୍ଦେହ…

ଚିକିଟି- ଗଞ୍ଜାମ ଜିଲ୍ଲା କେ-ନୂଆଗାଁ ଥାନା ଅନ୍ତର୍ଗତ ଧାନରାଶି ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ଗତ ଫେବୃୟାରୀ ମାସରେ ଆସିକା କଇଁଫୁଲିଆ ଛକର ସସ୍ମିତା ପାତ୍ରଙ୍କ ଧାନରାଶି ଗ୍ରାମର ମାଲେଶୁ ପାତ୍ରଙ୍କ ପୁତ୍ର କ୍ରିଷ୍ଣା ପାତ୍ରଙ୍କ ସହ ବାହାଘର ହୋଇଥିଲା। ଆଜି…

କର୍ତ୍ତବ୍ୟରେ ଅନିୟମିତତା ଅଭିଯୋଗରେ ନିଲମ୍ବିତ ହେଲା ମାଲକାନଗିରିର ୫ ପୁଲିସ୍‌ କର୍ମଚାରୀ

ମାଲକାନଗିରି ଜିଲ୍ଲାର ୫ ପୁଲିସ୍‌ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅନିୟମିତତା ଓ ଅହେତୁକ ଅନୁକମ୍ପା ପ୍ରଦର୍ଶନ ଅଭିଯୋଗରେ ନିଲମ୍ବିତ। ଏମାନେ କୁଡୁମୁଲୁଗୁମ୍ମା ସ୍ଥିତ ପୁଲିସ୍ ଫାଣ୍ଡିରେ କାର୍ଯ୍ୟରତ ଥିଲେ। ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି…

କାର ସହ ତିନିଲକ୍ଷ ଟଙ୍କାର ଚୋରା ଗଞ୍ଜେଇ ଜବତ, ଦୁଇ ଗିରଫ

କଟକଛ କଟକ ସଦର ଥାନା ଗୋପାଳପୁର ଛକରେ ଏକ କାରରେ ଯାଉଥିବା ଷାଠିଏ କେଜି ଚୋରା ଗଞ୍ଜେଇକୁ ରାଜ୍ୟ ଅବକାରୀ ଫ୍ଲାଇଙ୍ଗ ସ୍କ୍ୱାଡ଼ ଜବତ କରିଛନ୍ତି। ଜବତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା ହେବ। ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ କରାଯାଇଥିଲା। ଏହି ଗଞ୍ଜେଇ ଗଞ୍ଜାମର କୋଦଳାରୁ…

ରିଜେଣ୍ଟ ମାର୍କେଟରେ ଗୋଷ୍ଠୀ ସଂଘର୍ଷ, ଫାଙ୍କା ଗୁଳିଚାଳନା

ସୁନ୍ଦରଗଡ଼:ଆଜି ଅପରାହ୍ନରେ ସୁନ୍ଦରଗଡ଼ ରିଜେଣ୍ଟ ମାର୍କେଟ ମସଜିଦରେ ମୁସଲିମ ସମ୍ପ୍ରଦାୟର ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଉଭୟ ଗୋଷ୍ଠୀ ମଧ୍ୟରେ ମାଡ଼ପିଟ୍, ଧସ୍ତାଧସ୍ତି ହୋଇ ଥିବାବେଳେ ଗୋଟିଏ ଗୋଷ୍ଠୀର ଜଣେ ଯୁବକ ଫାଙ୍କା ଗୁଳିଚାଳନା କରିଥିବା ପୁଲିସ ସୂଚନା ଦେଇଛି। ଖବର ପାଇ…

ଜୟଦେବ ବିହାରରେ ଯୁବକଙ୍କୁ ସଙ୍ଗବଦ୍ଧ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ବର: ଜୟଦେବ ବିହାରରେ ଯୁବକଙ୍କୁ ସଙ୍ଗବଦ୍ଧ ଆକ୍ରମଣ ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ। ସେହେନାଜ ମଲ୍ଲିକ ଓ ଚିତ୍ତରଞ୍ଜନ ନାୟକ ଗିରଫ। ସେମାନଙ୍କ ଠାରୁ ଖଣ୍ଡା ଓ ବାଇକ ଜବତ କରିଛି ପୋଲିସ। ଏମାନଙ୍କ ଘର ବୋଲଗଡ଼, ଏମାନେ ଭୁବନେଶ୍ବରର ବାଜପେୟୀ ନଗରରେ ଭଡାଘରେ…

କାର୍ଯ୍ୟରେ ଅବହେଳା ଯୋଗୁଁ ଫାଣ୍ଡି ଅଧିକାରୀଙ୍କ ସହ ଚାରି କନ ଷ୍ଟେବଲଙ୍କୁ ନିଳମ୍ବିତ…

ମାଲକାନଗିରି:ମାଲକାନଗିରି ଜିଲ୍ଲା କୁଡୁମୁଲୁଗୁମ୍ମା ଫାଣ୍ଡି ଅଧିକାରୀଙ୍କ ସହ ଅନ୍ୟ ଚାରି ଜଣ କନ ଷ୍ଟେବଲଙ୍କ କାର୍ଯ୍ୟରେ ଅବହେଳା ଯୋଗୁଁ ନିଳମ୍ବିତ କରାଯାଇଛିା ଏ ସମ୍ବନ୍ଧରେ ଓର୍କେଳ ଥାନା ଭାରପ୍ରାପ୍ତ ଅଧିକାରୀ ଜନ୍ ଖୁଜୁର୍ ପ୍ରକାଶ କରିଛନ୍ତି ଯେ, ସେ କୁଡୁମୁଲୁଗୁମ୍ମା ଆଉଟ୍…

ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ

କୋରାପୁଟ: କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର ୫ ଜଣ ବ୍ୟକ୍ତି ଜଙ୍ଗଲକୁ ଯାଇଥିଲେ। ହେଲେ ଲଗାଣ…

ଗାଧୋଇବା ଯାଇ ବନ୍ୟାରେ ଭାସିଗଲେ ୫ ଶିଶୁ, ଜଣେ ମୃତ ଓ ୪ ଉଦ୍ଧାର

ଆଠଗଡ ବ୍ରାହ୍ମଣ ବସ୍ତ ଗ୍ରାମରେ ୫ ଜଣ ଶିଶୁ ଗାଧୋଇ ଯାଇଥିବା ସମୟରେ ବନ୍ୟାରେ ଭାସି ଯାଇଥିଲେ। ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୪ଜଣ ସୁରକ୍ଷିତ ଥିବା ଜଣାପଡିଛି । ଆଠଗଡ ଜିଲ୍ଲା ବ୍ରାହ୍ମଣ ବସ୍ତ ଗ୍ରାମର ୫ ଜଣ ପିଲା ବିଷ୍ଣୁପୁର ଜୋରକୁ ଗାଧୋଇଯାଇଥିଲେ । ସେଠାରେ ବନ୍ୟା ଜଳରେ…

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଜଣେ ରୋଗୀଙ୍କ ମୃତ୍ୟୁ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ପୁଣି ଜଣେ ରୋଗୀର ମୃତ୍ୟୁ । ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣୀ ଗ୍ରାମର ଦୁର୍ୟୋଧନ ନାୟକ (୫୦) ଉଚ୍ଚ ରକ୍ତଚାପ ରୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ । ଆଜି (ଗୁରୁବାର) ଭୋର ସମୟରେ ଜିଲ୍ଲା…

ଭୁବନେଶ୍ବରରେ ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ। ଖାରବେଳନଗର ଥାନା ଅଞ୍ଚଳର ଏକ ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କୁ ଆଜି କିରାସିନି ଢାଳି ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ ହୋଇଛି। ଏନେଇ ସ୍ୱାମୀଙ୍କୁ ପଚରା ଉଚରା ଜାରି ରହିଛି। ମୃତ ମହିଳା ଜଣକ…