Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଖଡ଼ିଆଳରେ ମା ଓ ପୁଅଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ନୂଆପଡ଼ା/ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ବାଦୀ ଆମ୍ବ ଗଛରେ ମା ଓ ପୁଅ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ପରିବାର ଖଡ଼ିଆଳ ନିଵାସୀ ହୋଇଥିବା ବେଳେ ଦୀର୍ଘ ବର୍ଷ ଧରି ବାଦୀ ଗ୍ରାମରେ ଘର ତିଆରି କରି ରହୁଥିଲେ।
ପ୍ରାଥମିକ ସୁତରୁ ଜଣା ଯାଉଛି ଯେ ମୃତ ମା ଓ ପୁଅ!-->!-->!-->…
ଲଗାଣ ବର୍ଷା ଯୋଗୁଁ ଘରେ ପଶିଲା ପାଣି, ଖଟରୁ ତଳେ ପଡି ଚାଲିଗଲା ଶିଶୁ ପୁତ୍ରର ଜୀବନ
ଟାଙ୍ଗୀ: ଲଗାଣ ବର୍ଷା ଯୋଗୁଁ ଘର ଭିତରେ ବର୍ଷା ପାଣି ପଶିଛି । ସେହି ପାଣିରେ ବୁଡି ଜଣେ ୨ ମାସର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛଇ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସୂର୍ଯ୍ୟନଗର ଅଞ୍ଚଳରେ ।ଲଘୁଚାପଜନିତ ବର୍ଷା ପାଇଁ ବାଲୁଗାଁ ଅଞ୍ଚଳର!-->…
ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ୨ ଗୁରୁତର, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
କେନ୍ଦୁଝର : କେନ୍ଦୁଝର ଟାଉନ ଥାନା ହଳଦିଆ ଟାଙ୍ଗିର ଠାରେ ଲଗାଣ ବର୍ଷାରେ ଏକ ବିଶାଳ ଗଛ ଉପୁଡି ରାସ୍ତାରେ ଯାଉଥିବା ଏକ ଅଟୋ ଉପରେ ପଡ଼ିବା ଫଳରେ ୨ଜଣ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗତ କାଲି ଠାରୁ କେନ୍ଦୁଝର ରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି!-->…
ଶ୍ରୀମନ୍ଦିର ଉପରକୁ ଚଢ଼ିବା ପାଇଁ ଉଦ୍ୟମ କରୁଥିବା ଯୁବକ ଅଟକ
ପୁରୀ: ପୁରୀ ଶ୍ରୀମନ୍ଦିର ପରିସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୁଣି ଶ୍ରୀମନ୍ଦିର ଉପରେ ଚଢ଼ିଲେ ଜଣେ ଯୁବକ। ଯୁବକ ଘଣ୍ଟି ଦ୍ୱାର ଦେଇ ନାଟମଣ୍ଡପ ଉପରେ ଚଢ଼ିଲେ। ଚୁନରା ତାଙ୍କୁ ଉଦ୍ଧାର କରି ଜେଟିପିଙ୍କୁ ହସ୍ତାନ୍ତର ପରେ ସିଂହଦ୍ଵାର ଥାନାରେ ଯୁବକ ଅଟକ ରହିଛନ୍ତି। ଯୁବକ ଜଣକ ହେଲେ!-->…
ପାହାଡ଼ ତଳ ଖାଦାନ ନିକଟରୁ ମୃତଦେହ ଜବତ
ନିରାକାରପୁର: ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନିରାକାରପୁର ପଞ୍ଚାୟତ ରାଉଲହଜ ଚିତ୍ରକୂଟ ପାହାଡ଼ ପାଦଦେଶରେ ଥିବା ଏକ ପଥର ଖଣିରୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ଏକ ଘଛ ଡାଳରୁ ମୃତଦେହ ପୋଲିସ ଜବତ କରି ତଦନ୍ତ ଚଳାଇଛି। ତେବେ ଯୁବକ ଜଣଙ୍କର ପରିଚୟ ମିଳି!-->…
କାମାକ୍ଷାନଗରରେ କାନ୍ଥ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ
କାମାକ୍ଷାନଗର: କାମାକ୍ଷାନଗରରେ କାନ୍ଥ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଲେ କାମାକ୍ଷାନଗର ବ୍ଲକ ଗୁନେଇବିଲ୍ଲି ଗ୍ରାମର ଶାନ୍ତିଲତା ଭୋଇ (୬୫ବର୍ଷ)। ଶାନ୍ତିଲତା ଭଉଣୀ ଘର ସୋଗର ଗ୍ରାମକୁ ଆସିଥିବା ବେଳେ ଲଗାଣ ବର୍ଷାରେ ଘରେ ବସିଥିବା ବେଳେ ତାଙ୍କ ଉପରେ କାନ୍ଥ!-->…
ଚିତ୍ରକୋଣ୍ଡା ପୋଲିସ ଦ୍ଵାରା ଗଞ୍ଜେଇ ସହ ପଲସର ବାଇକ ଜବତ ଜଣେ ଗିରଫ…
ଚିତ୍ରକୋଣ୍ଡା :ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ଥିତ ଏସ୍.ଆର୍. ଛକ ଠାରୁ ବଡ଼ପଦର ମଧ୍ୟରେ ପୋଲିସ ଏକ ବେନାମୀ ପଲସର ଗାଡ଼ି ସହ ୩୭ କେଜି ୫୦୦ ଗ୍ରାମ ଗଂଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ସୂଚନା ଅନୁଯାୟୀ ଗତକାଲି ସକାଳ ୯.୩୯!-->!-->!-->…
ଜୁଆ ଆଡ୍ଡା ରେ ଚଢାଉ : 36,440 ଟଙ୍କା ଜବତ, ଦୁଇ ମହିଳା ଙ୍କ ସମେତ 7 ଅଟକ
ଚିକିଟି -- କେ. ନୂଆଗାଁ ଥାନା ଅନ୍ତର୍ଗତ ଚିକିଟି କରବାଲୁଆ ଠାରେ ଏକ ଘରେ ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ପୋଲିସ ସଦଳବଳେ ଚଢାଉ କରିଛି। କୌଣସି ବିଶେଷ ସୂତ୍ର ରୁ ଖବର ପାଇଁ ଏସ ଡି ପି ଓ କୃଷ୍ଣ ଚନ୍ଦ୍ର ବାତ୍ରା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ୱାଇଁ ଙ୍କୁ ଚଢାଉ ପାଇଁ ନିର୍ଦ୍ଦେଶ ଦେଇଥଲେ।!-->…
ଦୀପିକାଙ୍କ ଧାରଣାସ୍ଥଳରେ ପାଟିତୁଣ୍ଡ ଘଟଣା : ଉଭୟ ପକ୍ଷରୁ ଥାନାରେ ୩ ମାମଲା ରୁଜୁ…
ବ୍ରହ୍ମପୁର: ଗାନ୍ଧୀନଗରର କେ ଦୀପିକା ସ୍ତ୍ରୀର ମାନ୍ୟତା ସହ ପୁଅର ପରିଚୟ ଦାବି ନେଇ ଦେଶୀ ବେହେରା ସାହିରେ ଧାରଣାରେ ବସିରହିଛନ୍ତି । ତାଙ୍କୁ ସହଯୋଗ କରିବା ନିମନ୍ତେ ପ୍ରମିଳା ତ୍ରିପାଠୀ ମଧ୍ୟ ଧାରଣାସ୍ଥଳରେ ରହି ତାଙ୍କୁ ସହଯୋଗ କରୁଛନ୍ତି । ଗତକାଲି ଏହି ଘଟଣାକୁ କେନ୍ଦ୍ରକରି ଦୀନେଶଙ୍କ!-->…
ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା
ଭୁବନେଶ୍ବର: ରାଜଧାନୀରେ ଆଜି ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା ହୋଇଥିବାର ସୂଚନା ମିଳିଛି। ବ୍ରିଜ ଉପରେ ଛିଡ଼ା ହୋଇଥିବା କଣ୍ଟେନରକୁ ପଛପଟୁ ଏକ ବାଲି ବୋଝେଇ ହାଇୱା ପିଟିଛି। ଉଭୟ ଗାଡ଼ି ନଷ୍ଟ ହୋଇଛି।
ତେବେ ହାଇୱା ଚାଳକ ମୃତ୍ୟୁମୁଖରୁ ଅଳ୍ପକେ!-->!-->!-->…