Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଖୋର୍ଦ୍ଧାରୁ ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବର୍ତ୍ତମାନ ବ୍ରାଉନ ସୁଗାର ହବ ପାଲଟିଥିବା ବେଳେ ଆଜି ବାଘମାରି ଅଞ୍ଚଳରୁ ବ୍ରାଉନ ସୁଗାର ଜବତ କରିଛି ପୋଲିସ। ସୂଚନା ମୁତାବକ ବାଘମାରି ଥାନା ପୋଡ଼ାଡିହ ମା' ମଙ୍ଗଳା ମନ୍ଦିର ନିକଟରେ ବ୍ରାଉନ ସୁଗାର କାରବାର ଚାଲିଥିବାର କୌଣସି ବିଶେଷ ସୂତ୍ରରୁ ଏସପି!-->…
ଗୋଡ଼, ହାତ, ମୁହଁ ବନ୍ଧା ଅବସ୍ଥାରେ ଅଜଣା ଯୁବକ ଉଦ୍ଧାର
ବାଲେଶ୍ଵର: ଗୋଡ, ହାତ, ମୁହଁ ବନ୍ଧା ଅବସ୍ଥାରେ ଜଣେ ଅଜଣା ଯୁବକଙ୍କୁ ଉଦ୍ଧାର କରାଯାଇଛି । ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ଶାନ୍ତିଆ ପୋଲ ନିକଟରେ ଜଣେ ଅଚିହ୍ନା ଯୁବକକୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିଛନ୍ତି । ସୂଚନା ଅନୁସାରେ ଆଜି ଭୋର ସମୟରେ ଯୁବକ ଜଣକଙ୍କ ଗୋଡ, ହାତ, ମୁହଁ ବନ୍ଧା!-->…
ସ୍ତ୍ରୀକୁ ପଥରରେ ଛେଚି ହତ୍ୟାକଲା ସ୍ୱାମୀ
ମୋହନା: ମୋହନା ଥାନା ଭାଲିଆଗଣି ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀକୁ ପଥରରେ ଛେଚି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ ଗତାକଲି ବିଳମ୍ବିତ ରାତିରେ ଏହି ହତ୍ୟା ହୋଇଛି । ପାରିବାରିକ କଳହରୁ ସ୍ତ୍ରୀକୁ ପଥରରେ ଛେଚିଛେଚି ସ୍ୱାମୀ ହତ୍ୟାକରିଥିବା!-->…
ରାଜଧାନୀରୁ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ନିୟୁ ଫରେଷ୍ଟ ପାର୍କ ଅଞ୍ଚଳରେ ଥିବା ଗୋଟିଏ ବନ୍ଦ ଘରୁ ପୁଲିସ୍ ମୃତଦେହକୁ ଉଦ୍ଧାର କରିଛି। ମୃତ ଛାତ୍ର ଜଣଙ୍କ ହେଲେ ଖୋର୍ଦ୍ଧା ସରପାରିରେ ଗାଁର ଜ୍ୟୋତି ରଂଜନ ସାହୁ। ଜ୍ୟୋତି ଖୋର୍ଦ୍ଧାର!-->…
ରାଉରକେଲା କୋଏଲ ନଦୀରେ ବୁଡି ୩ ନାବାଳକ ମୃତ, ଜଣେ ନିଖୋଜ
ରାଉରକେଲା: ରାଉରକେଲା ଝିରପାଣି ପମ୍ପ ହାଉସ ନିକଟରେ ଅଘଟଣ । ନଦୀରେ ଗାଧୋଇବା ହେଲା କାଳ । କୋଏଲ ନଦୀରେ ବୁଡ଼ିଗଲେ ୪ ସମ୍ପର୍କୀୟ ଭାଇ । ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳଏ ଅନ୍ୟ ଜଣଙ୍କ ମିଳୁନି ପତ୍ତା । ପୋଲିସ ଓ ଅଗ୍ନିଶମ ବାହିନୀଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।!-->…
ଘରୋଇ ବସରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ
ଯାଜପୁର: ଚଣ୍ଡିଖୋଲରୁ ଆସୁଥିବା ବେଳେ ଏକ ଘରୋଇ ବସରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ। । ସୂଚନା ମୁତାବକ ବ୍ଯାସନଗର ସ୍ଥିତ ସାପଗଡିଆ ଅଂଚଳର ଜନୈକ ବ୍ଯକ୍ତିଙ୍କ ଝିଅ ଚଣ୍ଡିଖୋଲର ଏକ କଲେଜରେ ପାଠ ପଢ଼ନ୍ତି। ତେବେ ଆଜି କଲେଜରେ କ୍ଲାସ କରି ସାରି ଘରକୁ ଏକ ଘରୋଇ ବସରେ ଛାତ୍ରୀ ଜଣକ ଆସୁଥିଲେ!-->…
ମମିତା ମେହର ହତ୍ୟା ମାମଲା: ଜେଲ୍ରୁ ବାହାରିଲେ ଗୋବିନ୍ଦ
ବଲାଙ୍ଗୀର : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ ଶୁକ୍ରବାର ୧୪ ଦିନର ଅନ୍ତରୀଣ ଜାମିନ ମିଳିଥିଲା। ଆଜି ସେ ଜେଲରୁ ମୁକୁଳିଥିବା ବେଳେ ଆସନ୍ତା ୨୨ ତାରିଖରେ କଣ୍ଟାବାଞ୍ଜି ଏଡିଜେ!-->…
ମାଂସ ତରକାରୀ ରନ୍ଧାକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ
ମୟୂରଭଞ୍ଜ : ମାଂସ ତରକାରୀ ରନ୍ଧାକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ସାଲେଇବେଡା ବିସ୍ଥାପିତ ବସ୍ତିରୁ ଏପରି ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଆଜି ସକାଳୁ ସକାଳୁ ଘଟଣା ଜଣା ପଡିବା ପରେ ଠାକୁରମୁଣ୍ଡା ଥାନା ପୋଲିସ ସ୍ତ୍ରୀ!-->…
ନୂଆପଡା ପାଟଧରା ଜଙ୍ଗଲ ଭିତରୁ ମାଓ କ୍ୟାମ୍ପ ଠାବ
ନୂଆପଡା ୯।୭: ପଡୋଶୀ ଛତିଶଗଡ଼ ସୀମାନ୍ତ ପାଟଧରା ସଂରକ୍ଷିତ ଜଙ୍ଗଲରୁ ନୂଆପଡା ପୋଲିସ ଏସଓଜି, ଡିଭିଏଫ ଓ ସିଆରପିଏଫ ଜବାନଙ୍କ ସହାୟତାରେ ମାଓ କ୍ୟାମ୍ପ ଠାବ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ନୂଆପଡା ଏସପି!-->…
ପୁର୍ବ ଶତୃତାକୁ ନେଇ ଗଣ୍ଡଗୋଳ : ନ୍ୟାୟପୂର୍ଣ୍ର ତଦନ୍ତ ଦାବିରେ ଗ୍ରାମବାସୀଙ୍କ ଥାନା ଘେରାଉ…
ହିଂଜିଳିକାଟୁ : ଗଂଜାମ ଜିଲା ହିଂଜିଳି ଥାନା ସାରୁ ଗ୍ରାମରେ ବୁଧବାର ରାତିରେ ୨ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଜଣେ ମହିଳାଙ୍କ ହାତରେ ଗଭୀର ଆଘାଥ ଲାଗିବା ସହ ୨ଗୋଷ୍ଠୀ ପକ୍ଷରୁ ଗୁରୁବାର ଥାନାରେ ପୃତକ ଅଭିଯୋଗ ହୋଇଛି । ଥାନାରେ ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ୨ଟି ମାମଲା ରୁଜୁ ହୋଇଛି ।!-->…