Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର

ବରଗଡ଼: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ବରଗଡ଼ରେ ରହୁଥିବା ବଦ୍ରିପ୍ରସାଦ ଆପର୍ଟମେଣ୍ଟରେ ମଧ୍ୟ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ତେବେ ଏହି ଆପର୍ଟମେଣ୍ଟରେ ଥିବା ଘର କାହାର ସେ ନେଇ ଅଧିକ ପଚରାଉଚରା କରୁଛି ଟିମ୍। ପୂର୍ବରୁ ରାମଚନ୍ଦ୍ର ମିଶ୍ର ବରଗଡ଼ରେ

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ସମ୍ବଲପୁର: ରେଢାଖୋଲରେ ଚାଞ୍ଚଲ୍ୟ । ବିଳମ୍ୱିତ ରାତିରେ ଘରେ ଶୋଇଥିବା ଦମ୍ପତ୍ତିଙ୍କୁ ବିଭତ୍ସ ହତ୍ୟା । ରେଢ଼ାଖୋଲ ଥାନା ଅନ୍ତର୍ଗତ ଘରେ ପାଣ୍ଡିରିଶିଳା ଗାଁରେ ଦମ୍ପତିଙ୍କୁ ଭୁଜାଲିରେ ହାଣି ହତ୍ୟା ଅଭିଯୋଗ ହୋଇଛି। ଉଭୟେ ସ୍ବାମୀ ସ୍ତ୍ରୀ ନିଜ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ

ଏମସିଏଲ ଅଧିକାରୀଙ୍କୁ ଦୁର୍ବ୍ଯବହାର ଅଭିଯୋଗ, ବିଜେଡି ନେତ୍ରୀଙ୍କ ସମେତ ୪ ଗିରଫ

ଝାରସୁଗୁଡା: ମହାନଦୀ କୋଲଫିଲ୍ଡସ ଲିମିଟେଡ (ଏମସିଏଲ) ର ଜଣେ ଅଧିକାରୀଙ୍କୁ ଜୋତା ଫିଙ୍ଗିବା ଅଭିଯୋଗରେ ପୋଲିସ ଶୁକ୍ରବାର ଦିନ ବିଜେଡି ନେତ୍ରୀ ତଥା ପୂର୍ବତନ ସରପଞ୍ଚ ପାର୍ବତୀ ବେହେରାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଏହି ଘଟଣା ଲଖନପୁର ବ୍ଲକର ଏମସିଏଲର ବନ୍ଦବାହାଲ କାର୍ଯ୍ୟାଳୟରେ

ରାଜ୍ୟ ବାହାରେ କୁବେର ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମଥୁରାରେ ରହିଛି ଦୁଇଟି ପ୍ଲଟ

ଭୁବନେଶ୍ୱର : କୁବେର ଯନ୍ତ୍ରୀଙ୍କ ରାଜ୍ୟ ବାହାରେ ଅମାପ ସମ୍ପତ୍ତି । ବଲାଙ୍ଗୀର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା । ଉତ୍ତରପ୍ରଦେଶ ମଥୁରାରେ ଆଉ ଦୁଇଟି ପ୍ଲଟ ମିଳିଛି । ଏହାକୁ ମିଶାଇ ପ୍ଲଟ ସଂଖ୍ୟା ୩୬କୁ

ସାମ୍ବାଦିକା ମୃତ୍ୟୁ ମାମଲା: ସ୍ବାମୀଙ୍କୁ ବାନ୍ଧିଲା ପୁଲିସ୍

ଭୁବନେଶ୍ବର : ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇଥିବା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ମାମଲାରେ ତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ପୁଲିସ୍‌ ବାନ୍ଧିଛି। ଶ୍ରୀଧରଙ୍କ ବିରୋଧରେ ମୃତ ମଧୁମିତାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଭୁବନେଶ୍ୱରର ଧଉଳି ଥାନା ପୁଲିସ ତାଙ୍କୁ

୧୦ ଡକାୟତ ଗିରଫ: ୫ଲକ୍ଷ ଟଙ୍କା ଓ ଅଧ କେଜି ସୁନା ଜବତ

ସମ୍ବଲପୁର ପୁଲିସକୁ ମିଳିଛି ବଡ଼ ସଫଳତା। ଡକାୟତ ଗ୍ୟାଙ୍ଗର ୧୦ ଜଣଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କ ନିକଟରୁ ୫ ଲକ୍ଷ ୧୨ ହଜାର ଟଙ୍କା, ୪୮୦ ଗ୍ରାମ ସୁନା ଓ ୧୬୫ ଗ୍ରାମ ରୁପା ଅଳଙ୍କାର ଜବତ କରାଯାଇଛି। ସେହିପରି ୨ଟି ବୋଲେରୋ ଗାଡ଼ି, ୨ଟି ଟ୍ରାକ୍ଟର ଓ ୪ଟି ମୋଟର ସାଇକେଲ୍

୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ସୂଚନା ଅନୁସାରେ, ଏକ ବିଲ୍‌

ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ

ବ୍ରହ୍ମପୁର : ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ରାଧାକୃଷ୍ଣନ୍ ଛାତ୍ରାବାସରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱୀତିୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ । ଏନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ୟୁଜିସିର ଆଣ୍ଟି ରେଗିଂ ସେଲକୁ

୪ ବର୍ଷ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୬୦ ହଜାର ଜୋରିମାନା

ଫୁଲବାଣୀ : ଫାଷ୍ଟ ଟ୍ରାକର ବିଚାରପତି ରାଜେଶ ଦାଶ ଏକ ୪ ଵର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ପବନ @ ହେମନ୍ତ ମଲ୍ଲିକ କୁ ଦୋଷୀ ସାବ୍ୟସ୍ତ କରି ୨୫ବର୍ଷ ସଶ୍ରମ କାରାଦଣ୍ଡ ସହ ୬୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା