Browsing Category

ଅପରାଧ

ପଦ୍ମକେଶରୀପୁର ହିଂସା: ଆଉ ୩ ଗିରଫ

ଭୁବନେଶ୍ୱର ପଦ୍ମକେଶରୀପୁର ଗଣ୍ଡଗୋଳ ଓ ସୁଧ କାରବାର ମାମଲାରେ ଆଉ ୩ଜଣ ଗିରଫ। ମଞ୍ଚେଶ୍ୱେର ଥାନା ପୁଲିସ ଆଜି ମାମଲାରେ ଅନ୍ୟତମ ଅଭିଯୁକ୍ତ ଶୁଭଲକ୍ଷ୍ମୀ ଦାଶ, ଶୌଭାଗ୍ୟ ରମଞ୍ଜନ ଦାଶ ଓ ଚିତରଞ୍ଜନ ଦାଶଙ୍କୁ ଗିରଫ କରିଛି। ଏହା ସହିତ ମୋଟ୍ ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି

ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର

କଟକ: ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ। ବସନ୍ତ ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପ୍ରାୟ ୧କୋଟି

ଯୁବକଙ୍କ ସନ୍ଦେହ ଜନକ ଭାବେ ପଡିଥିବା ମୃତ ଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତ ରତାଂଗ ମୁନିପଦା ତିନିଛକ ନିକଟରେ ମିଳିଛି ମୃତଦେହ । ଯୁବକଙ୍କ ସନ୍ଦେହ ଜନକ ଭାବେ ପଡିଥିବା ମୃତ ଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ସେହି ପଂଚାୟତ ରତାଂଗ ଗ୍ରାମରେ ଗୌରାଂଗ ଦାସଙ୍କ ପୁଅ କୈଳାସ ଦାସ ବୋଲି ଜଣା

ରେଢାଖୋଲରେ ଡବଲ ମର୍ଡର, ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀ ମୃତ

ରେଢାଖୋଲ : ରେଢାଖୋଲରେ ଘଟି ଯାଇଛି ଏକ ଲୋମହର୍ଷଣକାରୀ ଘଟଣା । ଜ୍ୱାଇଁ କରିଛି ଡବଲ ମଡର । ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀଙ୍କର ହୋଇଛି ମୃତ୍ୟୁ । ରେଢାଖୋଲ ଥାନା ପୋଡାବଲଣ୍ଡା ଗ୍ରାମରେ ଘଟିଛି ଏହି ହତ୍ୟାକାଣ୍ଡ । କୌଣସି ଘଟଣାକୁ ନେଇ ଜ୍ୱାଇଁ  ହତ୍ୟା କରିଛି ଶାଶୁ ଓ

କୁତ୍ରା ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ, ପ୍ରେମ ସମ୍ପର୍କକୁ ନେଇ ହତ୍ୟା 

ସୁନ୍ଦରଗଡ଼ : ଗତ ଜୁଲାଇ 14 ରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ କାଶିପଡ଼ାରେ ଘଟିଥିବା ଡବଲମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । କୁତ୍ରା ପି ଏସ କେସ ନଂ 129/15,7,2024 ରେ ମାମଲା ରୁଜୁ ହୋଇଥିଲା । ଅଭିଯୁକ୍ତ ରାଜୁ ନାଗ ଲିପ୍ସା କେରକେଟାଙ୍କ ସହ 2012 ରୁ ଦେଖା

ଦୁଇ କଲରା ପତ୍ରିଆ ବାଘ ଛାଲ,୬ ଟି କୁଟୁରା ଛାଲ ଯବତ ସହ ୬ ଆସାମୀ ଗିରଫ…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଟିକାବାଲି ରେଞ୍ଜ ବନବିଭାଗକୁ ମିଳିଛି ବଡ଼ ସଫଳତା । ଗତ ବୁଧବାର ଭୋର ୩ ଟା ସମୟରେ ଟିକାବାଲି ପକ୍ଷରୁ ପେଟ୍ରୋଲଙ୍ଗି ହେଉଥିବା ବେଳେ ବେହେରା ଗାଁରୁ ଲାଇନପଡାକୁ ସଂଯୋଗ କରୁଥିବା ଜଙ୍ଗଲ ମଧ୍ୟରେ ଏକ ବାଇକରେ ବାଘ ଛାଲ ନେଇ ଯାଉଥିବା ଖବର ପାଇ ଟିକାବାଲି ବନ

ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର । ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲ୍ଲା ସାଇଁକୁଳ ମେଡିକାଲ ଅଫିସର ଡା. ରଞ୍ଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ସ୍ତ୍ରୀକୁ ପିଟିପିଟି ମାରିଦେଲା ମଦ୍ୟପ ସ୍ୱାମୀ

ସୋର: ସ୍ତ୍ରୀକୁ ପିଟିପିଟି ମାରିଦେଲା ମଦ୍ୟପ ସ୍ୱାମୀ । ଗତକାଲି ବିଳମ୍ବିତ ରାତିରେ ଔପଦା ଥାନା କମାରପାଳ ଗ୍ରାମର ସ୍ୱାମୀ ପାଣ୍ଡୁ ସିଂ ମଦ ନିଶାରେ ସ୍ତ୍ରୀ ଜାନୁ ସିଂଙ୍କୁ ପିଟିପିଟି ମାରିଦେଇଥିବା ନେଇ ଜାନୁ ସିଂଙ୍କ ଭଉଣୀ ଔପଦା ଥାନାରେ ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ ପୋଲିସ

ମିଲ୍ ମାଲିକଙ୍କୁ କିଡନାପ ଘଟଣାର ପର୍ଦ୍ଦାଫାସ୍, ୭୦ ଲକ୍ଷ ମାଗିଥିଲେ ଆଉ ୨୫ ଲକ୍ଷ ନେଇ ଧରାପଡିଲେ

ଜୟପୁର : କୋରାପୁଟ ଜିଲ୍ଲା ବୋରିଗୁମ୍ମା ମିଲ ମାଲିକ ଏ. ରମେଶ ପାତ୍ର ଅପହରଣର ଖୁଲାସା କରିଛି କୋରାପୁଟ ପୋଲିସ । ବୋରିଗୁମ୍ମାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରମେଶଙ୍କ ଅପହରଣ ଘଟଣା ପଛର ରହସ୍ୟ ସମ୍ପର୍କରେ କହିଛନ୍ତି କୋରାପୁଟ ଏସପି ଅଭିନବ ସୋନାକାର l ଟଙ୍କା କେଇଟା ପାଇଁ ନିଜ

କାତି ଚୋଟରେ ବୃଦ୍ଧ ଗୁରୁତର, ଅଭିଯୁକ୍ତ ଗିରଫ…

ହିଞ୍ଜିଳିକାଟୁ ୧୯!୭ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ ଥାନା ଅଧିନ ଗୋବିନ୍ଦପୁର ଗ୍ରାମ ରେ ଶୁକ୍ରବାର ସକାଳେ ଜଣେ ହୋଟୋଲ ମାଲିକ ବୃଦ୍ଧଙ୍କ ଉପରେ କାତିରେ ମାରାତ୍ମକ ଆକ୍ରମଣ ହୋଇଛି ‌। ଗୁରୁତର ଆହତ ଜଣକ ଗୋବିନ୍ଦପୁର ଗ୍ରାମ ର ହରିସାହୁ୬୫ ।ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ