Browsing Category

ଅପରାଧ

କକାପୁଅର ଟାଙ୍ଗିଆ ଚୋଟରେ ବଡବାପା ପୁଅର ମୃତ୍ୟୁ

ମଦ ନିଶାରେ ଭାଇକୁ ଚିହ୍ନିଲାନି ଭାଇ। ସମ୍ପର୍କକୁ ଭୁଲିଯାଇ ଟାଙ୍ଗିଆ ଫସାରେ ଭାଇକୁ ହତ୍ୟା କଲା ଭାଇ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ତେଲକୋଇ ଥାନା ଅନ୍ତର୍ଗତ କୃଷପୁର ଗାଁରେ। ଘଟଣାଟି ଅପରାହ୍ନ ୫ଟା ବେଳକୁ ଘଟିଥିବା ବେଳେ ଅଭିଯୁକ୍ତ କୁନା ନାୟକ ଘଟଣା ଘଟାଇ ଫେରାର…

ଖଣିରୁ ମୃତଦେହ ମିଳିବା ଘଟଣା, ଜଣେ ମହିଳା ସମେତ ୪ ଅଟକ

ଖୋର୍ଦ୍ଧା : ଆଦର୍ଶ ଥାନା ନିଆଳ ଖଣିରୁ ମୃତଦେହ ଜବତ ଘଟଣା। ମୃତକଙ୍କ ପରିଚୟ ମିଳିଛି। ମୃତକ କେରଙ୍ଗ ଗାଁର ଅତ୍ତାଉଲ୍ଲା ଖାଁ। ଘଟଣାରେ ପୋଲିସ ୪ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, କେରଙ୍ଗ ଗାଁର ଅତ୍ତାଉଲ୍ଲା ଖାଁଙ୍କୁ ଗଳାକାଟି ହତ୍ୟା କରିବା ପରେ ଜରି ଅଖାରେ…

ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସ

ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନର ୫ ଜଣିଆ ଟିମ ଆଜି ଭୋର ସମୟରେ ଜଳେଶ୍ଵର ବିଡ଼ିଓଙ୍କ ସରକାରୀ ବାସଭବନରେ ଚଢ଼ାଉ କରିଛନ୍ତି। ଅନୁଗୁଳ ଭିଜିଲାନ୍ସ ଏସପି ସୋମନାଥ ବାରିକ ନେତୃତ୍ୱରେ ଏକ…

୩୦ଫୁଟ ତଳକୁ ଖସିଲା କାର୍, ସ୍ତ୍ରୀ ମୃତ, ସ୍ୱାମୀ ଓ ୨ ପୁଅ-ଝିଅ ଗୁରୁତର

କରଞ୍ଜିଆ: ଯଶିପୁର ଥାନା ଦେଇ ଯାଇଥିବା ୪୯ ନମ୍ବର ରାଜ୍ୟ ରାଜପଥର ଗହିରା ବାଙ୍କ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଏତେ ଭୟଙ୍କର ଥିଲା ଯେ ୩୦ ଫୁଟ ତଳେ ପଡ଼ିଲା ଓଡ଼ି କାର୍ । ଦୁର୍ଘଟଣାରେ ଜନୈକ ୩୬ବର୍ଷୀୟ ମହିଳାଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ହୋଇଥିବାବେଳେ, ଦୁଇ…

ଧରାପଡ଼ିଲେ ଲୁଟେରା ବାପା, ପୁଅ ସହ ଆଉ ଜଣେ: ୮୦ଟି ମୋବାଇଲ୍‌ ଜବତ

ଧରାପଡ଼ିଲେ ୪୨୦ ବାପ, ପୁଅ । ସାଙ୍ଗ ହୋଇ ଲୁଟୁଥିଲେ, ସାଙ୍ଗ ହୋଇ ବନ୍ଧା ହେଲେ । ଚୋରି ମୋବାଇଲ ଦେଖି ପୋଲିସ ତାଜୁବ୍‌ । ୮୦ଟି ମୋବାଇଲ୍‌ ଜବତ କରିଛି ପୋଲିସ । ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଅଞ୍ଚଳରୁ ଲୁଟେରା ବାପା, ପୁଅ ସହ ଆଉ ଜଣଙ୍କୁ ଗିରଫ କରିଛି ପୋଲିସ । କେନ୍ଦୁଆମୁଣ୍ଡି ଗାଁର…

ଇଡି କାର୍ଯ୍ୟାଳୟରେ ଲଗାଇଲେ କଳା ପତାକା

ଭୁବନେଶ୍ବର : କେନ୍ଦ୍ରର ବିଜେପି ସରକାରଙ୍କ ଇସାରାରେ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିନା ତଥ୍ୟ ପ୍ରମାଣରେ ଅପମାନିତ କରି ଜେରା କରୁଛି। ଶୁକ୍ରବାର ଦିନ ଓଡ଼ିଶା ଯୁବ କଂଗ୍ରେସ ସଭାପତି ସ୍ମୃତିରଂଜନ ଲେଙ୍କାଙ୍କ…

ଯାଜପୁରରୁ ୭ ଜଣିଆ ଲୁଟେରା ଗ୍ୟାଙ୍ଗ୍‌ ଗିରଫ

ଯାଜପୁର: ବିଭିନ୍ନ ସ୍ଥାନରେ ଚୋରି ଘଟଣାରେ ସମ୍ପୃକ୍ତ ୭ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଯାଜପୁର ପୋଲିସ । ସେମାନଙ୍କ ନିକଟରୁ ଚୋରି ସାମଗ୍ରୀ ସହିତ ନଗଦ ଟଙ୍କା ମଧ୍ୟ ଜବତ କରିଛି ପୋଲିସ । ଯାଜପୁର ଟାଉନ ଥାନା ଅଧିନରେ ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ଘଟଣାର ତଦନ୍ତ କରୁ କରୁ…

ବିବାହ ପାଇଁ ସବ ରେଜିଷ୍ଟାରରେ ପ୍ରେମିକା, ଆସିଲେନି ବିଧାୟକ ବର

ଜଗତସିଂହପୁର: ବିବାହ ପାଇଁ ସବ ରେଜିଷ୍ଟାରରେ ପହଞ୍ଚିଲେ ପ୍ରେମିକା। ଅଫିସରେ ପ୍ରେମିକର ବାଟକୁ ଚାହିଁ ରହିଥିଲେ। ହେଲେ ସକାଳ ଯାଇ ସଞ୍ଜ ହେଲା ଆସିଲେନି ପ୍ରେମିକ। ଏ ହେଉଛି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ମାମଲା। ନିଜ ପ୍ରେମକୁ ନେଇ ଖୁବ୍ ଚର୍ଚ୍ଚାରେ ବିଜୟ। ପ୍ରେମିକା…

‘ଅଗ୍ନିପଥ’ ନିଯୁକ୍ତି ଯୋଜନା ବିରୋଧ, କଟକରେ ବିକ୍ଷୋଭ, ପୁଲିସର ଲାଠିମାଡ଼

କଟକ: କେନ୍ଦ୍ର ସରକାରଙ୍କ 'ଅଗ୍ନିପଥ' ନିଯୁକ୍ତି ଯୋଜନା ବିରୋଧରେ କଟକ କ୍ୟାଣ୍ଟନାମଣ୍ଟ ରୋଡ୍‌ ସ୍ଥିତ ଆର୍ମି ନିଯୁକ୍ତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ରାସ୍ତାରୋକ କରିଥିଲେ। ସୂଚନା ଅନୁସାରେ ହଜାରରୁ ଅଧିକ ଆଶାୟୀ ପ୍ରାର୍ଥୀ ବିକ୍ଷୋଭରେ ସାମିଲ ହେବା ସହ ଡିସିପି…

ଫ୍ଲାଟ୍ ଦେବା ନାଁରେ ୧କୋଟିରୁ ଅଧିକ ଟଙ୍କା ଠକେଇ କରି ବିଲଡର ଗିରଫ

ଭୁବନେଶ୍ବର : ଫ୍ଲାଟ ଦେବା ଆଳରେ ଗ୍ରାହକଙ୍କ ନାଁରେ ଲୋନ କରି ୧ କୋଟିରୁ ଅଧିକ ଟଙ୍କା ଠକି ନେଇ କ୍ରାଇମବ୍ରାଞ୍ଚ ହାତରେ ଗିରଫ ହେଲେ ବିଲଡର । ବସେରା ପ୍ରୋଜେକ୍ଟର ଏମଡି ଅମରେଶ ଚନ୍ଦ୍ର ଷଡ଼ଙ୍ଗୀ ନୟାଗଡ଼ରୁ ଗିରଫ ହୋଇଛନ୍ତି । ତେବେ ସେ କେତେ ଜଣଙ୍କଠାରୁ ଏପରି ‌ଠକିଛନ୍ତି ସେନେଇ…