Browsing Category

ଅପରାଧ

କାଉଣ୍ଟରରେ ଟିକେଟ ପାଇଁ ଠେଲାପେଲା, ପୋଲିସର ଲାଠିଚାର୍ଜ

କଟକ : ଟିକେଟ କିଣିବାକୁ ଠେଲାପେଲା । ଟିକେଟ କିଣିବା ବେଳେ ଦର୍ଶକଙ୍କ ମଧ୍ୟରେ ଠେଲାପେଲା ହୋଇଥିବାର ଦେଖିବାକୁ ମିଳିଛି । ମହିଳା ଛିଡା ହୋଇଥିବା କାଉଣ୍ଟରରେ ଠେଲାପେଲା ହୋଇଛି । ସେପଟେ ଟିକେଟ ବିକ୍ରିକୁ ଶୃଂଖଳିତ ଭାବେ କରିବାକୁ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି । ଏପିରିକି ପୋଲିସ…

ବ୍ୟାଙ୍କ ସମ୍ମୁଖରୁ ଶିକ୍ଷକଙ୍କଠାରୁ ୧୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

ଭଦ୍ରକ: ବ୍ୟାଙ୍କ ସମ୍ମୁଖରୁ ୧୨ଲକ୍ଷ ଟଙ୍କା ଲୁଟ । ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଲୁଟିନେଲେ ଲୁଟେରା । ଭଦ୍ରକ ସହରର ଟାଉନ ଥାନା ଅଧିନ ଅପର୍ତ୍ତିବିନ୍ଧା ଛକ ନିକଟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରୁ ଲୁଟ ହୋଇଛି । ବାଇକରେ ୨ଲୁଟେରା ଆସି ୧୨ଲକ୍ଷ ଟଙ୍କା ଭର୍ତି ବ୍ୟାଗ ଝାମ୍ପି…

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ: ସ୍ତ୍ରୀର ତଣ୍ଟିକାଟି ନିର୍ମମଭାବେ ହତ୍ୟା କଲା ସ୍ୱାମୀ, ଆକ୍ରମଣରେ ୫ ବର୍ଷର ଝିଅ…

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ନିର୍ମମଭାବେ ହତ୍ୟା କଲା ପିଶାଚ ସ୍ୱାମୀ । ନିଶାସକ୍ତ ଅବସ୍ଥାରେ ଝିଅର ବେକକୁ ଧାରୁଆ ଅସ୍ତ୍ରରେ କାଟିବା ପରେ ସ୍ତ୍ରୀକୁ ଅତି ବିଭତ୍ସଭାବେ ହତ୍ୟାକଲା ନିଶାସକ୍ତ ସ୍ୱାମୀ​‌। ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ…

ବ୍ରହ୍ମପୁର ସହର ଦେଇ ଗଞ୍ଜେଇ ଚୋରା ଚାଲାଣ : ମାଡି ବସିଲା ଅବକାରୀ ବିଭାଗ…

ରେଶମ ସହର ନିଶାର ସହର ରେ ପରିଚୟ ପାଇବନିତ...?.!! ବ୍ରହ୍ମପୁର : ବ୍ରହ୍ମପୁର ସହର ଦେଇ ବେଆଇନ ଭାବେ ଚାଳନ ହେଉଛି କୋଟି କୋଟି ଟଙ୍କାର ଗଞ୍ଜେଇ l ଆଜି ଗଜପତି ଜିଲ୍ଲା ଠାରୁ ଉତ୍ତର ପ୍ରଦେଶ କୁ ବିପୁଳ ପରିମାଣ ର ଗଞ୍ଜେଇ ଚୋରା ଚାଳନ ହେବ ବୋଲି ଅବକାରୀ ଗୁଇନ୍ଦା ବିଭାଗ କୁ କୌଣସି ବିଶେଷ…

ଅପରାଧ ଯୋଜନା ଫେଲ୍‌; ୩ ଅଭିଯୁକ୍ତଙ୍କୁ ଗିରଫ କଲା ଜଟଣୀ ପୁଲିସ

ଭୁବନେଶ୍ବର: ବଡ଼ଧରଣର ଅପରାଧ ଘଟାଇବା ପାଇଁ ‌ଯୋଜନା ପ୍ରସ୍ତୁତ କରୁଥିବା ବେଳେ ଜଟଣୀ ପୁଲିସ ହାତରେ ଧରାପଡ଼ିଛନ୍ତି ୩ ଜଣ ଅଭିଯୁକ୍ତ। ଗିରଫ ଅଭିଯୁକ୍ତମାନେ ହେଲେ ବିକ୍ରମ ଓରଫ ଧର୍ମେନ୍ଦ୍ର ରାଉତ (୨୭), ଦୀପୁ ଓରଫ ଦୀପ୍ତିନାରାୟଣ ଜେନା (୨୪) ଓ ସୁନ୍ଦର ମାର୍ଥା। ପୁଲିସ ଅଭିଯୁକ୍ତମାନଙ୍କ…

ବାଲେଶ୍ଵର ମାଛ ବ୍ୟବସାୟୀଙ୍କ ହତ୍ୟାକାଣ୍ଡ ଘଟଣାରେ ୭ ଗିରଫ

ବାଲେଶ୍ଵର: ଚାନ୍ଦିପୁର ଅଞ୍ଚଳ ମାଛ ବ୍ୟବସାୟୀଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୭ ଗିରଫ । ସେମାନଙ୍କ ନିକଟରୁ ୧୧ଟି ମୋବାଇଲ, ୪ଟି ବାଇକ ଓ ଛୁରୀ ଜବତ କରିଛି ପୋଲିସ । ତେବେ ବାଲେଶ୍ଵରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଉଥିବାବେଳେ ପୋଲିସ ପାଟ୍ରୋଲିଂ ଉପରେ ଗୁରୁତ୍ବ…

ଦୁଇ ସାଇବର ଠକ ଗିରଫ, ଆକାଉଣ୍ଟରୁ ଠକି ନେଇଥିଲେ ୧୧ ଲକ୍ଷ ଟଙ୍କା

କଟକ : ଧରାପଡିଲେ ଦୁଇ ସାଇବର ଠକ । ଲୋନ୍ କରାଇଦେବା ବାହାନାରେ ଠକେଇ କରୁଥିଲେ । କଟକ ବକ୍ସିବଜାର ଅଞ୍ଚଳର ବିଜୟ କୁମାର ସିଂହଙ୍କ ଅଭିଯୋଗ ଆଧାରରେ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବିହାର ସମସ୍ତିପୁରର ମହମ୍ମଦ ସମସାଦ୍ ଉଦ୍ଦୀନ ଏବଂ ମହମ୍ମଦ ଅଫତାବ ଉଦ୍ଦୀନ । ମାର୍ଚ୍ଚ…

କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବତୀ

ଭୁବନେଶ୍ଵର: କୁଆଖାଇ ନଦୀକୁ ଡ଼େଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ। ପ୍ରେମିକ ବ୍ଲାକମେଲିଂ କରିବାରୁ ଯୁବତୀ ଜଣଙ୍କ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତେବେ ସ୍ଥାନୀୟ ଲୋକେ ଯୁବତୀଙ୍କୁ ଉଦ୍ଧାର କରିଛନ୍ତି। ସୂଚନାନୁଯାୟୀ, ଭୁବନେଶ୍ଵର ନିକୋ ପାର୍କରେ ରହୁଥିବା ଜଣେ ଯୁବତୀ ଆଜି…

ଘର ପାଇଁ ଜିଲ୍ଳାପାଳଙ୍କ ଅଫିସ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ: ଘର ପାଇଁ ଆତ୍ମହତ୍ୟା ଉଦ୍ୟମ । ଢେଙ୍କାନାଳ ଜିଲ୍ଳାପାଳଙ୍କ ଅଫିସ ସମ୍ମୁଖରେ ପୁଣିଥରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଦୀର୍ଘ ଦିନ ଧରି ସରକାରୀ ଯୋଜନାରେ ଜାଗା ଓ ଘର ପାଇବା ପାଇଁ ଗୁହାରୀ କରି ଆସୁଥିବା ସତ୍ତ୍ୱେ କେହି ଶୁଣୁ ନଥିବା ମହିଳା ଜଣଙ୍କ ଅଭିଯୋଗ କରିଛନ୍ତି…

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଏକା ସାଙ୍ଗରେ ଚାଲିଗଲା ବାପା-ପୁଅଙ୍କ ଜୀବନ

ଖୋର୍ଦ୍ଧା: କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା। ଏକା ସାଙ୍ଗରେ ଚାଲିଗଲା ବାପା-ପୁଅଙ୍କ ଜୀବନ। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ଵର ଜାତୀୟ ରାଜପଥ ଚକାପଦା ଠାରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ବାପା ହେଲେ ବୋଲଗଡର ମଧୁସୂଦନ ଦାସ ଓ ପୁଅ କ୍ଷୀରୋଦ ଦାସ। ସୂଚନାନୁଯାୟୀ,…